ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ
ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ ଚୋରା ମଦ ବିକ୍ରିକୁ ବିରୋଧ କରି ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇଥିଲେ। ଶତାଧିକ…
୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର
ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ୭ ଜଣ କିନ୍ନର ଆହତ ହୋଇଥିବାବେଳେ ୩…
ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…
ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…
ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା
ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି । ଭଦ୍ରକ ବ୍ଲକ ଅନ୍ତର୍ଗତ ତଳାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ…
ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ ଜଣେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଆଉ ୩ ଜଣ ଅଳ୍ପକେ ରକ୍ଷା ପାଇଯାଇଛନ୍ତି।…
ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ
ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା…
ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ
ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁମାନଙ୍କ ସୁରକ୍ଷା ପାଇଁ ତିହିଡ଼ି, ଭଦ୍ରକ, ଚାନ୍ଦବାଲି…
ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…
ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ, ରେବ, ସାଳନ୍ଦୀ ଆଦି ବିଭିନ୍ନ ନଦୀ ବନ୍ୟା ଲାଗି ରହିଛି। ଲଗାତାର ଭାବେ…
ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର
ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ ମିଳିଲା ମୃତଦେହ । ସୂଚନା ଅନୁସାରେ, ଗତ ଶୁକ୍ରବାର ବିଲରୁ ଫେରୁଥିବା ବେଳେ…
ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବା ବେଳେ ସାଳନ୍ଦୀ ନଦୀ ରବିବାର ରାତିରୁ ବିପଦ ସଙ୍କେତ ଉପରେ…
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…
ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର ସମସ୍ତ ବିଭାଗ ଓ କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମଚାରୀଙ୍କୁ…
ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ
ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ରାତିରୁ ଉଭୟ ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି।…

