ଭଦ୍ରକ

କୁକୁଡ଼ା ଚୋରି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରାମାଡ଼: ଜଣେ ଗୁରୁତର; ୬ ଆହତ, ୨ଅଟକ

ଭଦ୍ରକ ଅଫିସ,୧୯ା୪: କୁକୁଡ଼ା ଚୋରି ସନ୍ଦେହରେ ପ୍ରଥମେ କମେଣ୍ଟମରା ଓ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଉଭୟ ପକ୍ଷର ଜଣେ ଗୁରୁତର ଏବଂ ଆହତ ହୋଇଛନ୍ତି। ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଗ୍ରାମଞ୍ଚଳ…

ଭଦ୍ରକରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ପରିବା ବଜାର

ଭଦ୍ରକ ଅଫିସ,୧୯।୪: ଏବେ ଭଦ୍ରକ ଜିଲାରେ ସନ୍ଧ୍ୟା ୬ ପର୍ଯ୍ୟନ୍ତ ପରିବା ମାର୍କେଟ ଖୋଲିବା ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିଛି। ପୂର୍ବରୁ ମଧ୍ୟାହ୍ନ ୧ ପର୍ଯ୍ୟନ୍ତ ଅନୁମତି ରହିଥିଲା। କେବଳ ଏରେଇଁ ଓ ଭଦ୍ରକ ପୌରପାଳିକା ଅଞ୍ଚଳରେ ମଧ୍ୟାହ୍ନ ୧…

ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ

ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ ମିଳିଛି। ଅଧିକାଂଶ ଦୋକାନୀ ଖାତା କିଣିଲେ ବହି ଦେଉଥିବା ଦେଖିବାକୁ ମିଳିଛି, ଏପରିକି ଅଧିକାଂଶ…

ଯୋଜନା ପରଖିଲେ ଭଦ୍ରକ ଜିଲାପାଳ

ଭଦ୍ରକ ଅଫିସ,୧୯।୪: କରୋନା ମୁକାବିଲା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ଗରିବ ତଥା ଶ୍ରମିକ ଶ୍ରେଣୀୟ ଲୋକେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଭଦ୍ରକ ଜିଲାପାଳ…

ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ

ଭଦ୍ରକ ଅଫିସ,୧୯।୪: ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି କୁ ଭଦ୍ରକ ଡିଷ୍ଟ୍ରିକ୍ଟ ଫ୍ଲlଇଆସ ବ୍ରିକ୍ସ ଓନର୍‌ ଆସୋସିଏଶନ ପକ୍ଷରୁ ୧ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆସୋସିଏଶନ ସଭାପତି ଅସିତ୍‌ କୁମାର ପାଣିଗ୍ରାହୀ, ସମ୍ପାଦକ ଜ୍ୟୋତି ପ୍ରକାଶ ମହାନ୍ତି ଓ…

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍‌ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ…

ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼

ବନ୍ତ,୧୯ା୪(ଡି.ଏନ୍‌.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ ସାମଗ୍ରୀ କିଣିବା ସମୟରେ ପ୍ରବଳ ଗହଳି ଲାଗି ରହୁଥିବା ଦେଖିବାକୁ ମିଳୁଛି। ଭଦ୍ରକ ଜିଲା…

ଅଗ୍ନିବିପନ୍ନ ପରିବାରଙ୍କୁ ଭେଟିଲା ବ୍ଲକ ପ୍ରଶାସନ

ବନ୍ତ,୧୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ ମନୋହରପୁର ଗ୍ରାମର ୪ ଅଗ୍ନିବିପନ୍ନ ପରିବାରଙ୍କୁ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା, ବିଡିଓ ରେବେକା ବିଲୁଙ୍ଗ ଓ ସରପଞ୍ଚଙ୍କ ପ୍ରତିନିଧି ନିମାଇଁ ଜେନା ଭେଟି ସମବେଦନା ଜଣାଇବା ସହିତ ସରକାରୀ ସହାୟତା…

ସନ୍ଧ୍ୟାରେ ଟିଫିନ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବାଣ୍ଟୁଛି ରୋଟାରୀ ମିଡ୍‌ଟାଉନ

ଭଦ୍ରକ ଅଫିସ,୧୮।୪: ଭଦ୍ରକରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଳା ରୋଟାରୀ ମିଡ୍‌ଟାଉନ। ଅସହାୟ ଲୋକଙ୍କ ପାଇଁ ରୋଟାରୀ ମିଡ୍‌ଟାଉନ ପକ୍ଷରୁ ସନ୍ଧ୍ୟାରେ ବିଭିନ୍ନ ପ୍ରକାରର ଟିଫିନ ଓ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି। ମିଡ୍‌ଟାଉନ ସଭାପତି ତଥା ଆଇନଜୀବୀ…

୯୨ଗାଡିରୁ ୧.୨ ଲକ୍ଷ ଟଙ୍କା ଜରିମାନା ଆଦାୟ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ଘରୁ ବାହାରିଲେ ମାସ୍କ ବ୍ୟବହାର କରିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ହେଲେ କିଛି ଅମାନିଆ ଲୋକ ଏହି ସବୁ ନିୟମକୁ ଉଲ୍ଳଂଘନ କରୁଥିବା ଦେଖିବାକୁ…

ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀ

ଭଦ୍ରକ ଅଫିସ,୧୮।୪: ଲକ୍‌ଡାଉନ୍‌ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍‌ଡାଉନ୍‌ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ ଏହି ଦୁଇ ଜଣ ବ୍ୟକ୍ତି କିନ୍ତୁ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାରେ ବ୍ୟସ୍ତ ରହୁଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ଭଦ୍ରକର ପି.ଏନ୍‌. ଏଜେନ୍ସିି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପି.ଏନ୍‌. ଏଜେନ୍ସିି ପକ୍ଷରୁ ସମାଜସେବୀ ସୀତାଂଶୁ ମହାପାତ୍ର ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସଙ୍କୁ ଏକ ଚେକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri