ଭଦ୍ରକ

ତହସିଲ ସମ୍ମୁଖରେ ଗ୍ରାମବାସୀଙ୍କ ଆମରଣ ଅନଶନ

ବାସୁଦେବପୁର,୧୬।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର କୁରୁଦା ଗ୍ରାମରେ ଏକ ପାଣିନାଳ ସଂଲଗ୍ନ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ ହେବା ପରେ ଜଳ ନିଷ୍କାସନରେ ପ୍ରତିବନ୍ଧକ ସାଜିଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଆମରଣ ଅନଶନ...

ଦୁଇ ଶିଶୁଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର

ବାସୁଦେବପୁର/ପଦ୍ମପୁର,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୋମବାର କରଞ୍ଜ ଆଡ଼ିିଆ ଗ୍ରାମରେ ଏକ ଟ୍ରାକ୍ଟର ଦୁଇ ଶିଶୁଙ୍କ ଉପରେ ମାଡ଼ିଯିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ମୃତ ଶିଶୁ ଜଣକ...

ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ

ଆରଡ଼ି,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଧନୁସଂକ୍ରାନ୍ତି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ କରାଯାଇଛି ା ସୋମବାର ଭୋର ୪.୩୦ରେ ମନ୍ଦିରରେ ପହୁଡ଼ ଖୋଲିବା ପରେ ବିଧି ଅନୁସାରେ ମଙ୍ଗଳ ଆଳତି କରାଯାଇ ସ୍ନାନ କରାଯାଇଥିଲା। ପରେ...

ଚିତ୍ରରେ ସଚେତନତା ବାର୍ତ୍ତା

ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍‌ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ କରିବାକୁ ସେ ବର୍ତ୍ତା ଦେବା ସହ ନିଃସ୍ବ ମଣିଷଙ୍କ ଅକୁହା କଥାକୁ ଚିତ୍ରରେ...

୯ ବଖରା ଜଳିଗଲା

ଭଣ୍ଡାରିପୋଖରୀ/ତିହିଡ଼ି, ୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନେଉଳିଆ ଓ ତିହିଡ଼ି ଥାନା ବାରସର ପଞ୍ଚାୟତ ଅଧୀନ ଚକରାସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳି ଯାଇଛି। ସୂଚନା ଅନୁଯାୟୀ, ନେଉଳିଆ ଗଁାରେ ରବିବାର...

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଗିରଫ

ଭଣ୍ଡାରିପୋଖରୀ,୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତର ମଣିନାଥପୁର ଓ ମୁଢ଼ାପଦା ଗ୍ରାମର ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକମାନେ ହେଲେ ମୁଢ଼ାପଦାର ପ୍ରଶାନ୍ତ ଯେନା,...

ବିବାଦରେ ଛନ୍ଦି ହୋଇପଡ଼ିଛି ବିଭିନ୍ନ ପ୍ରକଳ୍ପ

ଭଦ୍ରକ ଅଫିସ, ୧୫।୧୨- ଭଦ୍ରକ ଜିଲାରେ ଫୁଡ୍‌ ଓ ଟେକ୍ସଟାଇଲ ପାର୍କ ଭଳି ସରକାରୀ ଶିଳ୍ପ ପ୍ରକଳ୍ପ ବିବାଦୀୟ ପରିସ୍ଥିତି ଯୋଗୁ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଧାମରା ବନ୍ଦରକୁ ବାଦ୍‌ ଦେଲେ ଜିଲାରେ ଅନ୍ୟ କୌଣସି ଶିଳ୍ପ ସଂସ୍ଥା ହୋଇପାରି...

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ପଦ୍ମପୁର,୧୪।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍କାର ଶ୍ରୀଧର-ଏକାଦମୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଶନିବାର ଛାତ୍ରୀଛାତ୍ର ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପୂର୍ବରୁ ବିଦ୍ୟାଳୟରେ ସଂସ୍କୃତ ଓ ହିନ୍ଦୀ ଶିକ୍ଷକ ପଦବୀ ଖାଲି...

ଶିକ୍ଷକ ଡେପୁଟେଶନକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନ୍‌ରେ ବିଇଓ କୋରକରା ପଣସା ବିଦ୍ୟାଳୟକୁ ପଠାଇଛନ୍ତି। ଏହାର ପ୍ରତିବାଦରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର,ଅଭିଭାବକ,ଏସ୍‌ଏମ୍‌ସି ସଦସ୍ୟ ବିଦ୍ୟାଳୟ ଫାଟକରେ ତାଲା ପକାଇ...

ଜଳିଗଲା ୩ ଦୋକାନ: ଦୁର୍ବୃତ୍ତ ନିଆଁ ଲଗାଇଥିବା ଅଭିଯୋଗ

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ୩ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ବଜାରରେ ଥିବା ଭାଗୀରଥି ଦାସଙ୍କ ଗ୍ରୋସରି,...

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ସହରାଞ୍ଚଳ ପୋଲିସ କଦମ୍ବବେଡ଼ା ଛକଠାରେ ଥିବା ଏକ ସେଲୁନ୍‌ରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରିଛି। ମୃତକ ଜଣକ ହେଲେ ସେଲୁନ୍‌ ମାଲିକ ସୁରେଶ ବାରିକ। ତେବେ ପାରିବାରିକ ସମସ୍ୟାରୁ ସୁରେଶ...

ପୋଖରୀରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ଫିସେରିବନ୍ଧ ପୋଖରୀରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସକାଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri