ଭଦ୍ରକ

ବନ୍ତକୁ ଫେରିଲେ ୯୨ ପ୍ରବାସୀ ଓଡ଼ିଆ, ଗୁଜରାଟରୁ ଫେରିଛନ୍ତି ସର୍ବାଧିକ

ବନ୍ତ,୧୦ା୫(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ପରିପେକ୍ଷୀରେ ଅନ୍ୟ ରାଜ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକକୁ ଶନିବାର ସୁଦ୍ଧା ୯୨ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ ଜଣେ, ବିହାରରୁ ଜଣେ, ଗୁଜରାଟରୁ ୪୩, ଝାଡଖଣ୍ଡରୁ ୨, କର୍ଣ୍ଣାଟକରୁ ୪,…

ମାସ୍କ ପିନ୍ଧ ନ ଥିବାରୁ ପୋଲିସ-ଯୁବକ ହାତାହାତି: ଯୁବକ ଆହତ

ବନ୍ତ,୯ା୫(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ଥାନା ଛକଠାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମାସ୍କ ପିନ୍ଧି ନ ଥିବା ଜଣେ ଯୁବକଙ୍କୁ ପୋଲିସ ତାଗିଦ୍‌ କରିବା ଘଟଣାକୁ ନେଇ ପୋଲିସ ଓ ଯୁବକଙ୍କ ମଧ୍ୟରେ ମୁହାଁମୁହିଁ ହେବା ଏବଂ…

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲା ଚରମ୍ପା ଜଳ ବଣ୍ଟନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ୩୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କୁ କମିଟି ପକ୍ଷରୁ ଏହି ଟଙ୍କା…

ଅନ୍ନପୂର୍ଣ୍ଣା ହିତାଧିକାରୀଙ୍କୁ ମିଳିଲା ଚାଉଳ

ଆରଡି, ୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲିଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇଥିବା ଜଣାପଡିଛି।…

ଚିନ୍ତା ବଢ଼ାଉଛି ସୁରଟ ଲିଙ୍କ୍‌: ଭଦ୍ରକରେ ଆଉ ଜଣେ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲାରେ ଶନିବାର ସକାଳୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ତିହିଡି ବ୍ଲକ କୁବେରା ପଞ୍ଚାୟତ ଅଞ୍ଚଳର ବୋଲି…

ମାଳଦା କ୍ୱାରାଣ୍ଟାଇନ ସେଣ୍ଟରରେ ଡାକ୍ତର ଟିମ୍‌

ଭଣ୍ଡାରିପୋଖରୀ,୯ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତସ୍ଥିତ ମାଳଦା ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ ପାଇଁ ଶୁକ୍ରବାର ଡାକ୍ତରୀ ଟିମ୍‌ ପହଞ୍ଚିଥିଲେ। ଏଥିରେ ମଞ୍ଜୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡା. ଅରୁଣ କୁମାର ନାୟକ, ହେଲ୍‌ଥ ସୁପରଭାଇଜର ଅମରଜିତ୍‌ ରାୟ,…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପଦ୍ମପୁର,୯ା୫(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ସମସ୍ତ ଶିକ୍ଷକ, ଶିକ୍ଷା କର୍ମଚାରୀ, ନୂତନ ଭାବେ ପେନସନଧାରୀ ସେମାନଙ୍କର ୧ମାସ ୧ଦିନର ଦରମାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ଦାନ କରିଛନ୍ତି। ବ୍ଲକ ଶିକ୍ଷାଧିକାରୀ ଜଗବନ୍ଧୁ ସାହୁ, ସୁଦର୍ଶନ ପାତ୍ର, ରାଜେନ୍ଦ୍ର ନାରାୟଣ…

୫ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରୁ ସ୍ବାବ୍‌ ସଂଗ୍ରହ

ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ କରାଯାଇଛି। ବ୍ଲକର କୁରିଗାଁ, ଦକ୍ଷିଣବାଡ଼, ସରସଦା, ରହଣିଆ, ବୟା ବନାପୁର ପଞ୍ଚାୟତରେ ଆସିଥିବା ୯୨ଜଣ…

ବାସୁଦେବପୁର ଡାକ୍ତରଖାନାରେ ଲାଗିଲା ସାନିଟାଇଜର ମେଶିନ

ବାସୁଦେବପୁର, ୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଡାକ୍ତରଖାନାରେ ଆଉଟଡୋର ସାମ୍ନାରେ ଶୁକ୍ରବାରଠାରୁ ଲାଗିଛି ହୋଲବଡ଼ି ସାନିଟାଇଜର ମେଶିନ। ଏହି ସାନିଟାଇଜର୍‌କୁ ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ଗ୍ରାମର କାଳୀପଦ ସିଟ୍‌ ନାମକ ଜଣେ ଅଟୋପାର୍ଟସ ମେକାନିକ(ଯୁବକ) ଉଦ୍ଭାବନ କରିଛନ୍ତି। କେତେକ ଅଟୋ ପାର୍ଟସ୍‌ ଅଦରକାରୀ…

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି। ଶୁକ୍ରବାର…

ଭଣ୍ଡାରିପୋଖରୀ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରକୁ ଫେରିଛନ୍ତି ୨୭୨ ପ୍ରବାସୀ

ଭଣ୍ଡାରିପୋଖରୀ, ୮।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସୁଦ୍ଧା ଭଣ୍ଡାରିପୋଖରୀ ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ୨୭୨ ଜଣ ପ୍ରବାସୀ ପହଞ୍ଚିଛନ୍ତି। ଉକ୍ତ ପ୍ରବାସୀଙ୍କୁ ପ୍ରତ୍ୟେକ ପଞ୍ଚାୟତ ସଂଘରୋଧ କେନ୍ଦ୍ରକୁ ପଠାଯାଇଛି। ଗୁରୁବାର ସୁଦ୍ଧା କୁରିଗାଁ ପଞ୍ଚାୟତରେ୨୫,…

କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରଥମ ୩ ରୋଗୀଙ୍କୁ ବାଦ୍‌ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?