ଭଦ୍ରକ

ଭଦ୍ରକରେ ପୁଣି ୨ ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଲା, ଦୁଇଜଣ ଯାକ ସୁରଟ ଫେରନ୍ତା

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ଶୁକ୍ରବାର ସକାଳୁ ପୁଣି ଦୁଇ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ବାସୁଦେବପୁର ମ୍ୟୁନିସିପାଲିଟିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଧାମନଗର ବ୍ଲକର ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ସୁରଟ ଫେରନ୍ତା ଏବଂ…

ରାଜା ବେଶରେ ସଜ୍ଜିତ ୩ ଠାକୁର

ଆରଡି, ୭।୫, (ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା ପାଉଥିବା ୩ ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ରାଜା ବେଶରେ ସଜ୍ଜିତ…

ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜାରି ହୋଇଥିବା କର୍ଫ୍ୟୁ କଟକଣା ଯୋଗୁ ଚାଷୀ ଓ…

ବାଇକ୍‌, କାର୍‌ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି ଛପି…

ଅମାନିଆଙ୍କଠାରୁ ୧ଲକ୍ଷ ୩୪ହଜାର ଜୋରିମାନା ସଂଗ୍ରହ

ଭଦ୍ରକ ଅଫିସ,୭।୫: ଭଦ୍ରକ ଜିଲାର ସମସ୍ତ ଥାନା ଅଞ୍ଚଳରୁ ଗୋଟିଏ ଦିନରେ ଅମାନିଆଙ୍କଠାରୁ ୧ଲକ୍ଷ ୩୪ ହଜାର ଟଙ୍କା ଜରିମାନା ସଂଗ୍ରହ କରାଯାଇଛି। ସେଥିମଧ୍ୟରେ ୫୧ଜଣଙ୍କଠାରୁ ମାସ୍କ ପିନ୍ଧି ନ ଥିବା ବାବଦକୁ ୧୧,୨୦୦ ଟଙ୍କା ସଂଗ୍ରହ ହୋଇଥିବା ବେଳେ ୧୪୧ଟି…

୪୩ ଦିନରେ ପହଞ୍ଚିଲା ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା

ଭଦ୍ରକ ଅଫିସ,୭।୫: ଦୀର୍ଘ ୪୩ ଦିନ ଧରି ରୋଟାରୀ କ୍ଲବ ମିଡ୍‌ଟାଉନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା ଜାରି ରହିଛି। ଗୁରୁବାରଠାରୁ ଏଣିକି ଜାତୀୟ ରାଜପଥରେ ଚାଲି ଚାଲି ଘରକୁ ଫେରୁଥିବା ଲୋକଙ୍କୁ ଅଟକାଇ ରନ୍ଧା…

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୭।୫: ଦେଶରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ି ବଢ଼ି ଚାଲିଛି। ଏହି ରୋଗର ନିରାକରଣ ସହାୟତା ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ…

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ, ୭ା୫- ଦେଶରେ ଦିନକୁ ଦିନ ବଢ଼ି ଚାଲିଥିବା କରୋନା ରୋଗର ନିରାକରଣ ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଷ୍ଟେଟ ବ୍ୟାଙ୍କ ଅଫ୍‌…

କରୋନା ଯୋଦ୍ଧାଙ୍କ ଉପରେ ପୁଷ୍ପବୃଷ୍ଟି କରାଗଲା

ବନ୍ତ,୬।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଦିନରାତି ଏକ କରି ଲୋକ ମାନଙ୍କୁ ସେବା ଯୋଗାଇ ଆସୁଥିବା ଯୋଦ୍ଧା ମାନଙ୍କ ଉପରେ ମହାସଂଘର ମହିଳା ମାନେ ପୁଷ୍ପବୃଷ୍ଟି କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ପରିସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଜ୍ୟୋର୍ତିମୟୀ ମହିଳା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌ ମୁକାବିଲା ପାଇଁ ଏହି…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗାୟତ୍ରୀ ମନ୍ତ୍ର ଜପ କଲେ ଯୁବକ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଜଣାଇଲେ ବିଡିଓ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲା ତିହିଡ଼ି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ଭଳି ଲଜ୍ଜାଜନକ ଘଟଣା ଘଟିଥିବା ଓ ଥାନାରେ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହେବା ଭଳି ଘଟଣା ଘଟିଥିଲା। କିନ୍ତୁ ଏବେ…

ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜୋର୍‌ଦାର: ପଇଁତରା ମାରୁଛି ପୋଲିସ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ଏହି କଟକଣା ଜାରି କରାଯାଇଛି। ଏହି ସମୟରେ ପୋଲିସ ସହର ସାରା ପଇଁତରା ମାରୁଛି। ଅମାନିଆ ଓ ଖିଲାପକାରୀ ଯୁବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?