ଭଦ୍ରକ

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ ରାଜ୍ୟରେ ଅନେକ ପରିବାର ମୁଠେ ଖାଇବା ପାଇଁ ସଂଗ୍ରାମ କରୁଛନ୍ତି। ଅନ୍ୟପଟେ ରାଜ୍ୟବାସୀ ଯେପରି…

ଦୋକାନୀ, ଗାଡ଼ି ଚାଳକଙ୍କଠାରୁ ଜରିମାନା ଆଦାୟ

ପଦ୍ମପୁର,୧୪ା୪(ଡି.ଏନ୍‌.ଏ.)- କରୋନା ମହାମାରୀ ପାଇଁ ଓଡ଼ିଶାରେ ଲକ୍‌ ଡାଉନ ଘୋଷଣା ହୋଇଛି। ଏହି ପରିସ୍ଥିତିରେ କେତେକ ଅସାଧୁ ବ୍ୟବସାୟୀ ଚଢା ଦାମ୍‌ରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗ ହେଉଛି। ଏନେଇ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ବାସୁଦେବପୁର ତହସିଲଦାର…

ସୁରକ୍ଷା ପ୍ରସଙ୍ଗ ଉଠାଇଲା ପୋଲିସ ମହାସଂଘ

ଭଦ୍ରକ ଅଫିସ, ୧୪ା୪- କରୋନା ଲାଗି ସମଗ୍ର ଦେଶରେ ଏବେ ଲକ୍‌ ଡାଉନ ଜାରି ରହିଛି। ଲକ୍‌ ଡାଉନ କଟକଣାକୁ କଡ଼ାକଡ଼ି ବଳବତ୍ତର ରଖିବାକୁ ପୋଲିସ ବିଭାଗ ସଜାଗ ରହିଛି। ଏହି ସମୟରେ ଦିନରାତି ବାହାରେ ରହି ଡ୍ୟୁଟି କରୁଥିବା ପୋଲିସ…

ପଣା ପିଇ ୨୬ ଅସୁସ୍ଥ

ଭଣ୍ଡାରିପୋଖରୀ,୧୩ା୪(ଡ଼ି.ଏନ୍‌.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ପିରିପୁର ମହୁରା ଗ୍ରାମରେ ସୋମବାର ପଣା ପିଇ ୨୬ ଜଣ ଅସୁସ୍ଥ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅସୁସ୍ଥମାନଙ୍କ ମଧ୍ୟରେ ୧୮ ଜଣ ଶିଶୁ…

କରୋନା ପାଇଁ ପ୍ରଶାସନିକ କଟକଣା: ନିରାଡ଼ମ୍ବରରେ ପାଳିତ ହେଲା ମା’ ସୁନାମୁହିଁ ଯାତ୍ରା

ଭଣ୍ଡାରିପୋଖରୀ, ୧୩।୪(ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ପୁଣ୍ୟତୋୟା ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରତ୍ୟେକ୍ଷ ଦେବୀ ମା’ ସୁନାମୁହିଁ (ସୁବର୍ଣ୍ଣମୁଖୀ) ପୀଠ। ଏଠାରେ ପଣା ସଂକ୍ରାନ୍ତି ବହୁ ଧୁମ୍‌ଧାମ୍‌ରେ ପାଳନ ହୋଇଥିବାବେଳେ ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ପ୍ରଥମଥର…

ଫିକା ପଡ଼ିଲା ମା’ ଗଡ଼ଚଣ୍ଡୀଙ୍କ ବିଷୁବ ମେଳା: ବିଭିନ୍ନ ମନ୍ଦିରରେ ତାଲା ପକାଇଲା ପ୍ରଶାସନ

ବନ୍ତ,୧୩ା୪(ଡି.ଏନ୍‌.ଏ.) : କରୋନା ଲକ୍‌ଡାଉନ୍‌ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ମା’ଗଡ଼ଚଣ୍ଡୀଙ୍କ ପୀଠରେ ମହାବିଷୁବ ମେଳା ଚଳିତବର୍ଷ ଫିକା ପଡ଼ିଛି। ପ୍ରଶାସନିକ କଟକଣା ଯୋଗୁ ଅଳ୍ପ ସମୟ ମଧ୍ୟରେ ପୂଜାକାର୍ଯ୍ୟ ଶେଷ ହୋଇଥିଲା ା ମାନସିକ ରଖିଥିବା ଭକ୍ତମାନେ…

କଟକଣା ନ ମାନି ଆଖଣ୍ଡଳମଣିଙ୍କ ପୀଠକୁ ଆସିଥିଲେ ଭକ୍ତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ

ଆରଡ଼ି,୧୩ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଭଦ୍ରକ ଜିଲା ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୨୦ ଦିନ ହେଲା ବନ୍ଦ ରହିଛି। ଫଳରେ ଭକ୍ତମାନେ ଦର୍ଶନ ପାଇ ପାରୁନାହାନ୍ତି। ସୋମବାର ସକାଳେ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳର ବହୁ ଭକ୍ତ ପୀଠକୁ ଆସିଥିଲେ।…

ଲକ ଡାଉନ ଉଲ୍ଲଂଘନକାରୀ ଗିରଫ, ଜରିମାନା ଆଦାୟ

ଧାମନଗର,୧୨ା୪(ଡି.ଏନ୍‌.ଏ.)- ଧାମନଗର ବ୍ଲକରେ ଲକ ଡାଉନ ଅବମାନନା ନେଇ ବ୍ଲକ ପ୍ରଶାସନ କଡ଼ା ପଦକ୍ଷେପ ନେଉଛି। ରବିବାର ପୂର୍ବାହ୍ନରେ ଧାମନଗର ଆଡିସନାଲ ତହସିଲଦାର ଲଗ୍ନଜିତ ବେହେରା ଧୂଷୁରୀ ଥାନା ପୋଲିସ ସହାୟତାରେ ଅସୁରାଳୀ ବଜାର, ମଙ୍ଗଳପୁର, ସହିଦନଗର ଅଞ୍ଚଳରେ ଚଢଉ କରିଥିଲେ।…

କଟକଣା ନ ମାନି ୩ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ,୧୨ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ରଣଜିତ ଓ ପଟାପୋଲ ଠାରେ ଲାକଡାଉନ ଚାଲିଥିବା ବେଳେ ପ୍ରଶାସନର ବାରଣ ସତ୍ତ୍ୱେ ପାନ ଦୋକାନ ଖୋଲି ବେପାର କରୁଥିବାଅଭିଯୋଗରେ ଭଣ୍ଡାରିପୋଖରୀ ପୋଲିସ ଶନିବାର ଓ ରବିବାର ୩ ଜଣଙ୍କୁ ଗିରଫ କରିଛି।…

ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶ୍ୱାସରୋଗୀ ଚିହ୍ନଟ

ଭଣ୍ଡାରିପୋଖରୀ, ୧୩ା୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶ୍ୱାସ ରୋଗୀ ଚିହ୍ନଟ କରାଯାଇ ସ୍ବତନ୍ତ୍ର ଚିକିତ୍ସା ପାଇଁ ପଦକ୍ଷେପ ନିଆଯାଇଛି। ଜାନୁୟାରୀ ୧ତାରିଖଠାରୁ ମାର୍ଚ୍ଚ ୩୧ତାରିଖ ମଧ୍ୟରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୬ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପଞ୍ଜିକୃତ ରୋଗୀମାନଙ୍କ…

ସାପ୍ତାହିକ ହାଟରେ ମାକ୍ସ, ସାବୁନ ବଣ୍ଟନ

ବନ୍ତ, ୧୩।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସାରା ଦେଶକୁ ଲକଡାଉନ୍‌ କରିବା ସହ ସଚେତନ କରାଉଛନ୍ତି। ଏହି ପରିପେକ୍ଷୀରେ ରବିବାର ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ସାପ୍ତାହିକ ହାଟରେ ଆଗରପଡା ଗୋଷ୍ଠୀ…

ସୋମବାର ମହାବିଷୁବ ସଂକ୍ରାନ୍ତି: ଆରଡ଼ିରେ ହେବନାହିଁ ଜଳଲାଗି

ଆରଡ଼ି,୧୨ା୪(ଡି.ଏନ୍‌.ଏ) : ସୋମବାର ମହାବିଷୁବ ସଂକ୍ରାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଚଳିତବର୍ଷ ହେବ ନାହିଁ ଭକ୍ତଙ୍କ ସମାଗମ। ଲକ୍‌ଡାଉନ୍‌ ହୋଇଥିବାରୁ ୧୯ଦିନ ହେଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଛି। ପ୍ରଥା ଅନୁସାରେ ବୈଶାଖ ମାସ ସଂକ୍ରାନ୍ତି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri