ଭଦ୍ରକ

ମାସ୍କ ବ୍ୟବହାର ନ କରି ୨୪୦୦ ଜରିମାନା ଆଦାୟ , ୧୨ ଗିରଫ

ଧାମନଗର,୧୨ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ଲକ୍‌ଡାଉନ୍‌ ଅବମାନନା ନେଇ ବ୍ଲକ ପ୍ରଶାସନ କଡ଼ା ପଦକ୍ଷେପ ନେଉଛି। ରବିବାର ପୂର୍ବାହ୍ନରେ ଧାମନଗର ଆଡିଶନାଲ ତହସିଲଦାର ଲଗନଜିତ୍‌ ବେହେରା ଧୂଷୁରୀ ଥାନା ପୋଲିସ ସହାୟତାରେ ଅସୁରାଳୀ ବଜାର,ମଙ୍ଗଳପୁର, ସହିଦନଗର ଅଞ୍ଚଳରେ ଚଢ଼ାଉ କରିଥିଲେ।…

ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ : ସାମାଜିକ ଦୂରତା ଉପରେ ଦିଆଯାଉଛି ଗୁରୁତ୍ୱ

ବନ୍ତ,୧୨ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟ ସରକାର ବେରୋଜଗାରୀ ନିର୍ମାଣ ଶ୍ରମିକମାନଙ୍କୁ ୧୫ ଶହ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ସହ ଏହାକୁ ଘର ଦୁଆରମୁହଁରେ ପ୍ରଦାନ କରାଯିବାର ବ୍ୟବସ୍ଥା କରିଛନ୍ତି। ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ଟି ପଞ୍ଚାୟତରେ…

ଦାଉସାଧିଲା ବ୍ରଜପାତ: ପୋଡ଼ିଗଲା ଟ୍ରାନ୍ସଫର୍ମର, ଅସହ୍ୟ ଗରମରେ ଉପଭୋକ୍ତା

ବନ୍ତ,୧୨ା୪(ଡି.ଏନ୍‌.ଏ): କରୋନା ଲକ୍‌ଡାଉନ୍‌ ଓ ଗ୍ରୀଷ୍ମ ପ୍ରବାହ ବେଳେ ବଜ୍ରପାତ ସାଧାରଣ ଲୋକଙ୍କ ପାଇଁ ଦାଉସାଧିଛି। ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପୋଡ଼ି ଯିବାରୁ ପ୍ରାୟ ୬୦ରୁ ଊର୍ଦ୍ଧ୍ୱ ଉପଭୋକ୍ତା ଅନ୍ଧାର, ଅସହ୍ୟ ଗରମରେ ହନ୍ତସନ୍ତ ହେଉଛନ୍ତି। ଏଥିସହ ବିଭିନ୍ନ ବିଦ୍ୟାଳୟ ଓ ସାମୟିକ…

କରୋନା ସଚେତନତା ସୃଷ୍ଟିକଲେ ଯୁବଗୋଷ୍ଠୀ

ବନ୍ତ,୧୨ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ସଖୀପାଟଣା ଗ୍ରାମରେ କରୋନା ଭୂତାଣୁ ପ୍ରତିହତ ପାଇଁ ଚାରିଆଡ଼େ ସଫେଇ ଚାଲିଛି। ୱାର୍ଡ ସଭ୍ୟା ଗୀତାଞ୍ଜଳି ବାରିକଙ୍କ ତତ୍ତ୍ୱାବଧାନରେ ବ୍ଲକ ସାଧନ ପ୍ରଶିକ୍ଷକ ପ୍ରଫୁଲ୍ଲ ଦାସ, ଘନଶ୍ୟାମ ବେହେରା, ଗୁରୁଚରଣ ବେହେରା, ସଞ୍ଜୀବ୍‌…

ମାସ୍କ ପିନ୍ଧି ନ ଥିବାରୁ ୮ ଜଣଙ୍କୁ ଜରିମାନା

ବନ୍ତ,୧୨।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବଜାରରେ ଶନିବାର ୮ ଜଣ ବ୍ୟକ୍ତିଙ୍କ ଠାରୁ ମାସ୍କ ବ୍ୟବହାର କରି ନ ଥିବା ଅଭିଯୋଗରେ ପୋଲିସ ୧୬ ଶହ ଟଙ୍କା ଜରିମାନା ଆଦାୟ କରିଛି । କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ଘରୁ…

ଭଦ୍ରକରେ କାର୍ଯ୍ୟକ୍ଷମ ହେଲା ପ୍ରଥମ କୋଭିଡ୍‌ ହସ୍ପିଟାଲ

ଭଦ୍ରକ ଅଫିସ,୧୧।୪: ଶନିବାର ଅପରାହ୍ନରେ ଭଦ୍ରକ ଜିଲାରେ ପ୍ରଥମ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୋଟେଲ ଛକସ୍ଥିତ ସାଳନ୍ଦୀ ହସ୍ପିଟାଲକୁ କୋଭିଡ୍‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ୧୨୦ ଶଯ୍ୟା, ୪ ଆଇସିୟୁ, ୪ ଭେଣ୍ଟିଲେଟର ବ୍ୟବସ୍ଥା ରହିଥିବା ଜିଲାପାଳ ଡା.…

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ – ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା…

ଭଦ୍ରକର ଦୁଇ ଲକ୍ଷ ଉଜ୍ଜଳା ପରିବାରକୁ ମିଳିବ ମାଗଣା ଗ୍ୟାସ, ବିତରକ କର୍ମଚାରୀଙ୍କୁ ୫ ଲକ୍ଷର ବୀମା

ଭଦ୍ରକ ଅଫିସ, ୧୧।୪ – କରୋନା ମୁକାବିଲା ପାଇଁ ଭଦ୍ରକ ଜିଲାରେ ୨,୦୯,୦୦୦ ପରିବାରକୁ ମାସିକ ଗୋଟିଏ କରି ତିନୋଟି ଏଲ୍‌ପିଜିର ଦାମ୍‌ ସରକାରଙ୍କ ପକ୍ଷରୁ ମିଳିବ। ଅର୍ଥାତ ଏହି ହିତାଧିକାରୀଙ୍କୁ ମାଗଣାରେ ଗ୍ୟାସ ମିଳିବ। ଏପ୍ରିଲ, ଜୁନ ଓ ମେ…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବଢ଼ୁଛି ସହାୟତାର ହାତ

ଭଦ୍ରକ ଅଫିସ, ୧୧।୪: ଭଦ୍ରକ ଜିଲାର ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଉଥିବା ଦେଖିବାକୁ ମିଳିଛି। ଓଡ଼ିଶା ରାଜସ୍ବ ସେବା ସଂଘ ଭଦ୍ରକ ଜିଲା ଶାଖା ପକ୍ଷରୁ କାର୍ଯ୍ୟରତ…

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ ଦେବେନ୍ଦ୍ର ପୁହାଣଙ୍କ ନେତୃତ୍ୱରେ ଘରକୁ ଘର ବୁଲି ମାସ୍କ, ସାବୁନ ବଣ୍ଟନ ସହିତ ଲୋକଙ୍କୁ…

୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ଦିଆଗଲା ପ୍ରୋତ୍ସାହନ ରାଶି

ଭଦ୍ରକ ଅଫିସ,୧୧।୪: ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାର ୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସହାୟତା ରାଶିକୁ ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କ ଘରେ ପହଞ୍ଚାଯାଉଛି। କରୋନା…

ସୁସ୍ଥ ହେଲେ ୨ କରୋନା ପଜିଟିଭ୍‌

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଜିଲାବାସୀଙ୍କ ପାଇଁ ଖୁସି ଖବର। ୩ ପଜିଟିଭ୍‌ କରୋନା ରୋଗୀଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ଆସିବା ପରେ ଜିଲାବାସୀ ଆଶ୍ୱସ୍ତି ଲାଭ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri