ଭଦ୍ରକ

ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଥାନାରେ ଉତ୍ତେଜନା

ତିହିଡି,୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡି ଥାନା ଜାମଯୋଡି ପଞ୍ଚାୟତ ଅଧିନ ବାଲିଦାଣ୍ତି ଗ୍ରାମର ଜଣେ ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଚାଳକଙ୍କ ଜଣଙ୍କ ଦୈତାରୀ ନାୟକ(୨୭)। ପୋଲିସ ମାଡରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି…

୩୧ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ

ବନ୍ତ,୫।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ସୋମବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ୟ ପର୍ଯ୍ୟାୟରେ ୩୧ ଜଣଙ୍କର ସ୍ବାବ୍‌ ସଂଗ୍ରହ କରାଯାଇଛି। ଏଥିରେ ସରପଞ୍ଚ ବନମାଳି ବେହେରା, ପୂର୍ବତନ ସମିତି ସଭ୍ୟ ରାମ ଚନ୍ଦ୍ର ସାହୁ, ସ୍ବେଚ୍ଛାସେବୀ ଚନ୍ଦ୍ରକାନ୍ତ ବେହେରା,…

ପୁରସ୍କୃତ ରାଶିକୁ ପ୍ରଦାନ କଲେ ଅଙ୍ଗନଓ୍ବାଡି କର୍ମୀ

ବନ୍ତ,୫।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଅଙ୍ଗନୱାଡି କର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ଏହି ଘଡିସନ୍ଧି ମୂହୁର୍ତ୍ତରେ ନିଜର ପୁରସ୍କୃତ ରାଶିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରି ନିଜର ମହନୀୟତା ଦେଖାଇଛନ୍ତି ଜଣେ ଅଙ୍ଗନୱାଡି କର୍ମୀ ା ଭଦ୍ରକ ଜିଲା ବନ୍ତ…

ଗାଁରେ ପହଞ୍ଚିଲେ ୨୩ ପ୍ରବାସୀ ଓଡିଆ

ବନ୍ତ,୫।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ସମୟରେ ଅନ୍ୟ ରାଜ୍ୟରେ ଥିବା ପ୍ରବାସୀ ଓଡିଆ ମାନେ ଏବେ ବସ୍‌ ଯୋଗେ ଆସି ନିଜ ଗ୍ରାମରେ ପହଞ୍ଚିଥିବାର ଦେଖାଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକର ଚାରିଗାଁ, ଗୋପିନାଥପୁର, ଅଣିଜୋ, କାଦବରାଙ୍ଗ ଆଦି ବିଭିନ୍ନ ପଞ୍ଚାୟତର ୨୩…

ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍‌ର ଶିକାର…

କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍‌ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ

ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫ ଅଭିଭାବକ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଭଦ୍ରକରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ…

ପ୍ରବାସୀ ଓଡ଼ିଆଙ୍କୁ ଆଣିବାକୁ ଯାଉଥିଲା ବସ୍‌, ଭାରସାମ୍ୟ ହରାଇ ଓଲଟିଲା

ଭଦ୍ରକ ଅଫିସ, ୪।୫: ଟ୍ରେନରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ଗଞ୍ଜାମରୁ ଆଣିବା ପାଇଁ ଯାଉଥିବା ଏକ ଘରୋଇ ବସ୍‌ ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ଅଞ୍ଚଳରେ ଭାରସାମ୍ୟ ହରାଇ ସୋମବାର ଓଲଟି ପଡ଼ିଛି। ଏଥିରେ କେହି…

ସୁରଟ ଫେରନ୍ତା ଅଧା ରାସ୍ତାରେ ଓହ୍ଲାଇ ପଳାଉଥିଲେ, ଅଟକାଇଲେ ଲୋକେ

ଭଦ୍ରକ ଅଫିସ,୪ା୫: ସୁରଟରୁ ଫେରୁଥିବା ବେଳେ ଅଧା ରାସ୍ତାରେ ଗାଡ଼ିରୁ ଓହ୍ଲାଇ ପଳାଉଥିଲେ। ଜଣେ ନୁହଁ କି ଦୁଇଜଣ ନୁହେଁ। ୨୨ରୁ ଅଧିକ ଲୋକ ଖସି ପଳାଉଥିଲେ। ସ୍ଥାନୀୟ ଲୋକେ କେତେଜଣଙ୍କୁ ଅଟକାଇଥିବା ବେଳେ ଆଉ କେତେଜଣ ଖସି ପଳାଇଛନ୍ତି। ଏପରି…

୨ ପଞ୍ଚାୟତରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌ କଟକଣା

ଭଦ୍ରକ ଅଫିସ,୪ା୫: ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ପଞ୍ଚାୟତକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ପ୍ରତ୍ୟାହୃତ କରିଛି ପ୍ରଶାସନ। ଏହି ଦୁଇ ପଞ୍ଚାୟତରୁ ଦୁଇଟି ପଜିଟିଭ୍‌ ବାହାରିଥିବାରୁ ତେସିଙ୍ଗା ଓ ରହଣିଆ ପଞ୍ଚାୟତକୁ ଏପ୍ରିଲ ୨୦ରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିଲା।

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ କରିବା ଘଟଣା: ୬ ଜଣଙ୍କ ନାମରେ ମାମଲା ରୁଜୁ

ଭଦ୍ରକ ଅଫିସ,୪ା୫: ତିହିଡ଼ି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ କରିବା ଘଟଣାରେ ସରପଞ୍ଚଙ୍କ ଏତଲା ଆଧାରରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ତିହିଡ଼ି ଥାନା ଭାଟପଡ଼ା କ୍ୱାରାଣ୍ଟାଇନ ସେଣ୍ଟରରେ ରହି ସାମାଜିକ ଦୂରତା ନିୟମ ନ ମାନି…

କେରଳରେ ଫସିଥିବା ୪୦ ଜଣ ଭଦ୍ରକ ଫେରୁଛନ୍ତି

ଭଦ୍ରକ ଅଫିସ,୪ା୫: କେରଳରେ ଫସିଥିବା ୪୦ ଜଣ ସୋମବାର ସକାଳେ ସ୍ବତନ୍ତ୍ର ଟ୍ରେନ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଭଦ୍ରକ ଜିଲା ପ୍ରଶାସନ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଏମାନଙ୍କୁ ଭଦ୍ରକ ଆଣୁଥିବା ଜଣାପଡ଼ିଛି। ସମସ୍ତ କେରଳ…

୬ ହଜାର ୮ ଶହ ଟଙ୍କା ଜରିମାନା ଆଦାୟ

ବନ୍ତ,୪।୫(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ କଟକଣା ସମୟରେ ରବିବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ କିଛି ବ୍ୟକ୍ତି ଆଇନକୁ ଅମାନ୍ୟ କରି ୬ ହଜାର ୮ ଶହ ଟଙ୍କା ତଣ୍ଡ ଗଣିଥିବା ଜଣାଯାଇଛି। ବନ୍ତ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?