ଭଦ୍ରକ

ଘରଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ବନ୍ତ,୮ା୪(ନି.ପ୍ର.): କରୋନା ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଅଧୀନ ୧୧ଟି ୱାର୍ଡର…

ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ଯାଇଥିଲା । ଲକ୍ ଡାଉନ ସହିତ ଏରେଇଁ ପଞ୍ଚାୟତ,…

୩ ଲକ୍‌ଡାଉନ୍‌ ନିୟମ ଊଲ୍ଲଂଘନକାରୀଙ୍କ ନାମରେ ମାମଲା

ବନ୍ତ, ୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ କେନ୍ଦୁଆପଦା ଓ ତୋଡଗାଁ ବଜାରରେ ସୋମବାର ୩ ଜଣ ଦୋକାନୀ ଲକ୍‌ ଡାଉନ୍‌ ଆଇନ ଊଲ୍ଲଂଘନ କରିବାରୁ ସେମାନଙ୍କ ନାମରେ ମାମଲା ରୁଜୁ ହୋଇଛି ା କେନ୍ଦୁଆପଦା ବଜାରର ଜଳଖିଆ…

ଟିଏମ୍‌ସି ବୁଲିଲେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ

ବନ୍ତ,୮ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବନ୍ତ ବ୍ଲକ ପରିଦର୍ଶନରେ ଆସି ଗୋବିନ୍ଦପୁର, ଷେଣ୍ଢତୀରା, ପଧାନପଡା, ରାମପୁର ଆଦି ପଞ୍ଚାୟତରେ ଟିଏମ୍‌ସି(ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର) ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେ ଅଧିକ ଶଯ୍ୟା ବୃଦ୍ଧି କରିବା ପାଇଁ ପରାମର୍ଶ ଦେଇଥିଲେ।…

ଅମାନିଆଙ୍କୁ ଦଣ୍ଡ: ଭଦ୍ରକ ସହରରେ ଶତାଧିକ ବାଇକ ଜବତ, ୨ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ

ଭଦ୍ରକ ଅଫିସ, ୭ା୪- ଭଦ୍ରକ ଟାଉନ ପୋଲିସ ଦ୍ୱାରା ମଙ୍ଗଳବାର ସହରର ବିଭିନ୍ନ ଅଞ୍ଚଳରୁ ଶତାଧିକ ବାଇକ ଜବତ କରାଯାଇଛି। ପ୍ରଶାସନିକ କଟକଣା ସତ୍ତ୍ୱେ ବାଇକ୍‌ଧାରୀମାନେ ବଜାରରେ ପ୍ରବେଶ କରି ଅଯଥାରେ ଭିଡ଼ ଜମାଉଥିବା କାରଣରୁ ପୋଲିସ ଏହି ବାଇକ୍‌ଗୁଡ଼ିକ ଜବତ…

ସାମାଜିକ ଦୂରତା ରକ୍ଷା କରି ଦିଆଯାଉଛି ପିଡିଏସ୍‌ ସାମଗ୍ରୀ

ବନ୍ତ,୭ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତରେ ମଙ୍ଗଳବାର ସାମାଜିକ ଦୂରତା ରକ୍ଷା କରାଯାଇ ହିତାଧିକାରୀ ମାନଙ୍କୁ ପିଡିଏସ୍‌ ସାମଗ୍ରୀ ପ୍ରଦାନ କରାଯାଇଛି। ବାଇଧର ରାଜଙ୍କ ନିଳୋକ ରିଟେଲର କେନ୍ଦ୍ର ଅଧୀନରେ ନିଳୋକ, ଓଳମ, ବେଗନା, ସାହାଡାପଲ୍ଲୀ, ତାଳବାଙ୍କ, ବାଲିଗଢିଆ, ବାଇପୁର,…

ଭଦ୍ରକର ବିଭିନ୍ନ ମାର୍କେଟରୁ ୧୦୦ରୁ ଊର୍ଦ୍ଧ୍ୱ ବାଇକ ଜବତ

ଭଦ୍ରକ ଅଫିସ, ୭।୪: କରୋନାକୁ ହରାଇବାର ଏକମାତ୍ର ବିକଳ୍ପ ହେଉଛି ସଚେତନତା ଓ ସାମାଜିକ ଦୂରତ୍ୱ। ତେଣୁ ସମସ୍ତେ ଘରେ ରହି ଘାତକ ଭୂତାଣୁ ‘କୋଭିଡ୍‌-୧୯’ ସହ ଲଢ଼େଇ କରିବାକୁ ବାରମ୍ବାର ପରାମର୍ଶ ଦିଆଯାଉଛି। ଏପରି କି ପରିବା ଓ ଗ୍ରସେରି…

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଙ୍ଘନକାରୀଙ୍କୁ ଗିରଫ କରି…

ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ, ୭ା୪- ସୋମବାର ସକାଳୁ ତୃତୀୟ ଦିନରେ ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି ପଞ୍ଚାୟତ ଅଞ୍ଚଳରେ ବିଶୋଧନ ସ୍ପ୍ରେ କରାଯାଇଛି। ସୂଚନା…

ପରିବା, ଗ୍ରସୋରି ପାଇଁ ଚାଲି ଚାଲି ଯିବେ ଗ୍ରାହକ

ଭଦ୍ରକ ଅଫିସ, ୭ା୪-ଏଣିକି ହାଟ, ପରିବା ମାର୍କେଟ୍‌ ଓ ଗ୍ରସୋରି ଦୋକାନକୁ ଲୋକେ ଚାଲି ଚାଲି ଯିବେ। ବାଇକ୍‌ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଂଘନକାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିବ…

ମାନିଲେନି ସାମାଜିକ ଦୂରତ୍ୱ ନିୟମ: ୨୯ ଦୋକାନୀ, ନିୟମ ଉଲ୍ଲଙ୍ଘନକାରୀ ଗିରଫ

ଭଦ୍ରକ ଅଫିସ, ୬ା୪: ସାମାଜିକ ଦୂରତ୍ୱ କଟକଣା ନିୟମକୁ ନ ମାନିବାରୁ ଭଦ୍ରକ ସହରର ବିଭିନ୍ନ ଦୋକାନକୁ ଭଦ୍ରକ ଟାଉନ ପୋଲିସ ସିଲ୍‌ କରିଛି। ଭଦ୍ରକ ସହରରେ ଶଟ୍‌ ଡାଉନ କଟକଣା ନିୟମ ରବିବାର ରାତି ୮ଟାରେ ଉଠିଥିଲା। ପୂର୍ବପରି ସହରରେ…

୭ ବଖରା ଜଳିଗଲା

ବନ୍ତ,୬ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ରାମପୁର ପଞ୍ଚାୟତ ଅଳଉତି ହରିଜନ ସାହିରେ ରବିବାର ବିଳମ୍ବିତ ରାତ୍ରରେ ଅଗ୍ନିକାଣ୍ଡ ଘଟି ୭ ବଖରା ଗୃହ ଭସ୍ମୀଭୂତ ହୋଇଯାଇଛି। ଖବରପାଇ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏଥିରେ ଧାନ, ଚାଉଳ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri