ଭଦ୍ରକ

ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା

ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍‌, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଦୋକାନ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ ନଜର…

ବନ୍ତରେ କଟକଣା କଡ଼ାକଡ଼ି

ବନ୍ତ,୨୯।୪(ଡି.ଏନ୍‌.ଏ./ସ୍ବ.ପ୍ର.)-ମଙ୍ଗଳବାର ଭଦ୍ରକ ଜିଲା ବନ୍ତ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ ଜଣକ ଚିହ୍ନଟ ହୋଇଥିବାରୁ ଉକ୍ତ ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି ା…

ଦେଶୀ ମଦ ଜବତ: ୨ ଗିରଫ

ବନ୍ତ,୨୮ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଆଡିଆ କେନାଲ ପୋଲ ନିକଟରେ ଆଗରପଡା ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ବନ୍ତ ଅତିରିକ୍ତ ତହସିଲଦାର ବନୀତା ରାଣି କିସ୍କୁ ମଙ୍ଗଳବାର ସକାଳେ ଦେଶୀ ମଦ ଜବତ କରିବା ସହ ୨ ଜଣ ବେପାରୀଙ୍କୁ ଥାନାକୁ…

ଲକ୍‌ଡାଉନ୍‌ ଊଲ୍ଲଂଘନ: ୪ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ବଢ଼ିବାରେ ଲାଗିଛି। ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେଥିଲାଗି ପ୍ରଶାସନ ଆଇନକୁ କଡ଼ାକଡି କରିଛନ୍ତି। ହେଲେ କେତେକ ଅମାନିଆ ଲୋକ ଏହି ନିୟମକୁ ମାନୁ ନାହାନ୍ତି। ଭଣ୍ଡାରିପୋଖରୀ ଥାନା ଅଧୀନ…

କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ

ବନ୍ତ,୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡବର୍ଚ୍ଚିକୟାଁ ପଞ୍ଚାୟତରେ କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ କରାଯାଇଛି। ଆପ୍ତିରା ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ ସରପଞ୍ଚ ବିଷ୍ଣୁ ମୋହନ ଜେନାଙ୍କ ଆବାହକତ୍ୱ ତଥା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀଙ୍କ…

କଣ୍ଟେନମେଣ୍ଟ ଜୋନ୍‌ରେ ମାସ୍କ ବଣ୍ଟନ ସହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଯାନ ବ୍ୟବସ୍ଥା

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ଦୁଇ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଥିବା ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ ବିଧାୟକ ପ୍ରଫୁଲ ସାମଲ ବ୍ୟକ୍ତିଗତ ଭାବେ ଦଶ ହଜାର ମାସ୍କ ସହ ରୋଗୀ ମାନଙ୍କୁ ନେବା ଆଣିବା…

ପାଟୁଳି ପଞ୍ଚାୟତରେ ରନ୍ଧାଖାଦ୍ୟ ବଣ୍ଟନ

ଭଣ୍ଡାରିପୋଖରୀ, ୨୮।୪ ( ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ପାଟୁଳି ପଞ୍ଚାୟତର ମା’ତାରିଣୀ ୟୁଥ କ୍ଲବ ପକ୍ଷରୁ ମହାମାରୀ କରୋନା ପାଇଁ ଘରେ ବସି ରହିଥିବା ପାଟୁଳି, ମୋବାରକପୁର, ଅରେଇକଣାସ୍ଥିତ ଆଦିବାସୀ ସାହି ଗୁଡ଼ିକରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। କ୍ଲବର ସଦସ୍ୟ ଅଜିତ…

କରୋନା ମୁକାବିଲା ପାଇଁ ଆହ୍ବାନ: ଗଠନ ହେଲା ପଞ୍ଚାୟତସ୍ତରୀୟ, ଗ୍ରାମ୍ୟସ୍ତରୀୟ କମିଟି

ଆରଡି,୨୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର କରୋନା ମୁକାବିଲା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ସରପଞ୍ଚ ଅରବିନ୍ଦ ପାଢ଼ୀ ଏହି କର୍ମଶାଳାର ଅଧ୍ୟକ୍ଷତା କରିଥିବା ବେଳେ ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଇ…

ବନ୍ତରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି

ବନ୍ତ,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଉକ୍ତ ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି।…

ସର୍ଭେଲାନ୍ସ ଜୋନ୍‌ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ

ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍‌ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ। ପ୍ରତି ପଞ୍ଚାୟତରେ ୧୦ରୁ ଊର୍ଦ୍ଧ୍ୱ କୋଲକାତା ଫେରନ୍ତା ଅଛନ୍ତି। ସର୍ଭେଲାନ୍ସ ଜୋନ୍‌ରେ ଥିବା ୩୨ଟି…

ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଜରିମାନା ଆଦାୟ

ବନ୍ତ,୨୮।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡି କରାଯାଇଛି। ତେବେ ଏହି ସମୟରେ ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସେଥିମଧ୍ୟରୁ ୧୧ ଜଣଙ୍କ ଠାରୁ ୨୨ ହଜାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?