ଭଦ୍ରକ

ଭଦ୍ରକରେ ୩ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୮।୪: ଭଦ୍ରକ ଜିଲାରେ ମଙ୍ଗଳବାର ଆଉ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କଲିକତା ଫେରନ୍ତା ବୋଲି କୁହାଯାଉଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର…

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯

ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଚିହ୍ନଟ ୩ଜଣଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର ବ୍ଲକର…

ଜିଲାସୀମା ସହ ଫେରିଘାଟ ସିଲ୍‌ କଲା ପୋଲିସ

ଆରଡି, ୨୮ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଡିପ୍‌ ରେଡ ଜୋନ ଘୋଷଣା ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି। ଏଥିସହିତ ଜିଲା ସୀମା ସହ ଫେରିଘାଟ ସିଲ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ସୋମବାର ଆରଡି ଫାଣ୍ଡି ପୋଲିସ ଭଦ୍ରକ-ଯାଜପୁର ସୀମାକୁ ବୋଡକ…

ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଫେରିଲେ ଯୁବକ

ଭଣ୍ଡାରିପୋଖରୀ, ୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଢି଼ଅସାହି ଗ୍ରାମର ଜଣେ ଯୁବକ ସୁଦୂର ୭୦୦ କି.ମି. ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଆସି ସୋମବାର କୁରିଗାଁରେ ପହଞ୍ଚିଛନ୍ତି। ସେ ୨୨ତାରିଖରେ ବିଜୟନଗରମରୁ ୧୨୦୦ ଟଙ୍କା ଦେଇ ଏକ ପୁରୁଣା ସାଇକେଲ କିଣି…

ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା ରାଶି

ବନ୍ତ,୨୭।୪(ଡି.ଏନ୍‌.ଏ.)-ରାଜ୍ୟ ସରକାର କରୋନା ଲକ୍‌ ଡାଉନ୍‌ ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁୁ ୧୫ ଶହ ଟଙ୍କାର ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଏପରିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡା ଗ୍ରାମର ମହେନ୍ଦ୍ର ଜେନାଙ୍କୁ ଏହି ସହାୟତା ରାଶି ମିଳି…

ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ

ବନ୍ତ,୨୭।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲାରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଭଦ୍ରକ ଜିଲାକୁ ୬୦ ଘଣ୍ଟା ପାଇଁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଏହି ସଟ୍‌ ଡାଉନକୁ ଭଦ୍ରକ ଜିଲା ବନ୍ତ ବ୍ଲକର ସମସ୍ତ ଜନସାଧାରଣ ସ୍ବାଗତ…

ଅଧିକାରୀଙ୍କୁ ପଞ୍ଜୀକରଣ ସମ୍ପର୍କିତ ତାଲିମ

ବନ୍ତ,୨୭।୪(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡିଆ ମାନଙ୍କ ପଞ୍ଜୀକରଣ ଓ ସେମାନଙ୍କ ସୁବ୍ୟବସ୍ଥା ନେଇ ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ବିଡିଓ ରେବେକା ବିଲୁଙ୍ଗ,…

ସହର ଭିତରକୁ ବାଇକ୍‌, ସାଇକେଲ ମନା

ଭଦ୍ରକ ଅଫିସ,୨୭ା୪: ଭଦ୍ରକ ସହର ଭିତରକୁ ବାଇକ୍‌ ଓ ସାଇକେଲ ମନା। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସୋମବାର ସହରର ସମସ୍ତ ପ୍ରବେଶ ପଥରେ ପୋଲିସ ଯାଞ୍ଚ କରି ଗାଡ଼ି ଭିତରକୁ…

କରୋନା ଲାଗି ଜିଲା ପ୍ରଶାସନର କଟକଣା: ଆରଡ଼ିରେ ବନ୍ଦହେଲା ଚନ୍ଦନଚାପ

ଆରଡି, ୨୬ା୪(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ପବିତ୍ର ଅକ୍ଷୟ ତୃତୀୟାରେ ଆରମ୍ଭ ହେଉଥିବା ବାବା ଆଖଣ୍ଡଳମଣିଙ୍କ ଚନ୍ଦନ ଚାପ ବନ୍ଦ ହେବାର ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। କରୋନା ଭାଇରସ ସଂକ୍ରମଣ ଯୋଗୁ ୧ ମାସରୁ ଅଧିକ ଦିନ ଧରି…

କରୋନା ସଂକ୍ରମଣ ଭୟ: ଭଦ୍ରକର ସବୁ ଫେରିଘାଟକୁ ସଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୪: କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଜିଲାର ସମସ୍ତ ଫେରିଘାଟକୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପଡୋଶୀ ଜିଲା ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା କାରଣରୁ ସବୁ ଫେରିଘାଟରେ ଯାତାୟାତକୁ ଜିଲା ପ୍ରଶାସନ ବନ୍ଦ…

ଅଖିମୁଠି ଅନୁକୂଳ ଲାଗି ବିହନ ନାହିଁ, ଖରିଫ ଧାନଚାଷ ପ୍ରଭାବିତ ଆଶଙ୍କା

ଭଦ୍ରକ ଅଫିସ,୨୬ା୪ : ଲକ୍‌ଡାଉନ୍‌ ସମୟରେ କୃଷିକ୍ଷେତ୍ର ଯେମିତି ପ୍ରଭାବିତ ନ ହେବ ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି । ହେଲେ ଭଦ୍ରକ ଜିଲାର କୃଷି ବିଭାଗକୁ ଅଖିମୁଠି ଅନୁକୂଳ ଲାଗି ଏଯାବତ ଗୋଟିଏ ବସ୍ତା ବି…

୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଜିଲାରେ ଏପର୍ଯ୍ୟନ୍ତ ମୋଟ ରୋଗୀଙ୍କ ସଂଖ୍ୟା ୧୬କୁ ଛୁଇଁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?