ଭଦ୍ରକ

ଶ୍ରମିକଙ୍କୁ ରନ୍ଧାଖାଦ୍ୟ ବାଣ୍ଟିଲେ ମହିଳା ଗୋଷ୍ଠୀ

ବନ୍ତ, ୧ା୪(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତରେ ପଶ୍ଚିମବଙ୍ଗ ରାଜ୍ୟ ତଥା ଅନ୍ୟ ଜିଲାରୁ ଆସି କାମ କରୁଥିବା କେତେକ ଶ୍ରମିକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି ା କରୋନା ଲକ୍‌ଡାଉନ୍‌ ପାଇଁ ଉକ୍ତ ପଞ୍ଚାୟତରେ ରହୁଥିବା ପ୍ରାୟ ୫୦ଜଣ ଶ୍ରମିକ…

୧୩୧ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଭଦ୍ରକ ଅଫିସ,୧ା୪- ଭଦ୍ରକ ଜିଲାର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ଜିଲାର ୧୩୧ଟି ପଞ୍ଚାୟତରେ ସୋମବାର ମାଗଣାରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପ୍ରଶାସନ ପକ୍ଷରୁ ଗରିବ, ନିଃସହାୟ, ଦିନ ମଜୁରିଆଙ୍କୁ ମାଗଣାରେ…

ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ/ପଦ୍ମପୁର,/ କେନ୍ଦୁଝର, ୧ା୪(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ବିଭିନ୍ନ ଆଡୁ ସହାୟତା ରାଶି ପ୍ରଦାନ କରାଯାଇଛି। ଭଦ୍ରକ ବ୍ଲକ ଗେଲଟୁଆ ପଞ୍ଚାୟତ ମା’ ତାରିଣୀ ଫେଡରେଶନ ସଙ୍ଗଠନ ପକ୍ଷରୁ ୧ଲକ୍ଷ ଟଙ୍କାର ଚେକ୍‌ ଜିଲାପାଳ ଡ. ଜ୍ଞାନରଞ୍ଜନ…

ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା ଏହି ଯୁବକ ନିକଟରେ ଦୁବାଇଗସ୍ତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଗାଁ ପ୍ରବେଶପଥକୁ ବନ୍ଦ କଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୩୧ା୩-ପ୍ରଶାସନିକ କଟକଣାକୁ ନ ମାନି କେତେକ ଗ୍ରାମବାସୀ ଲକ୍‌ ଡାଉନ ସମୟରେ ବାହାରେ ଚଳାଚଳ କରୁଛନ୍ତି। ଏହି କଟକଣାକୁ କଡ଼ାକଡ଼ି କରିବା ପାଇଁ ଭଦ୍ରକ ବ୍ଲକର କିଛି ଗାଁର ପ୍ରବେଶ ପଥକୁ ବାଉଁଶ ଓ କଣ୍ଟାରେ ବାନ୍ଧି ଯେଭଳି…

ଜଗତକଲ୍ୟାଣ ଲାଗି ଆରଡ଼ିରେ ମହାରୁଦ୍ରଯଜ୍ଞ

ଆରଡି, ୩୧ା୩(ଡି.ଏନ.ଏ.)-କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଘରୁ ନ ବାହାରିବାକୁ କୁହାଯାଇଛି। ଏପରିପ୍ରେକ୍ଷୀରେ ସବୁ ଧର୍ମାନୁଷ୍ଠାନ ମନ୍ଦିର ମଧ୍ୟ ବନ୍ଦ ହୋଇଛି। ଭକ୍ତମାନେ ଆଉ ଦର୍ଶନ କରିବାକୁ ଯାଇପାରୁ ନାହାନ୍ତି। ଭଦ୍ରକ ଜିଲାର ଶୈବପୀଠ ଆରଡିରେ ବାବା…

ଟ୍ରେଲରରୁ ୬୦ରୁ ଊର୍ଦ୍ଧ୍ୱ ଶ୍ରମିକ ଉଦ୍ଧାର, ୧୦ ହଜାର ଜରିମାନା

ଭଦ୍ରକ ଅଫିସ, ୩୧ା୩- ୧୬ ନଂ. ଜାତୀୟ ରାଜପଥ ନିକଟରେ ଏକ ଶ୍ରମିକ ବୋଝେଇ ଟ୍ରେଲରକୁ ସୋମବାର ସନ୍ଧ୍ୟାରେ ପରିବହନ ବିଭାଗ ଜବତ କରିଛି। ଉକ୍ତ ଟ୍ରେଲରଠାରୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜବତ ଟ୍ରେଲରକୁ ଗ୍ରାମାଞ୍ଚଳ ଥାନାକୁ ହସ୍ତାନ୍ତର…

ଅସହାୟଙ୍କୁ ଦିଆଗଲା ଖାଦ୍ୟ ପୁଡ଼ିିଆ

ବନ୍ତ,୩୦ା୩(ଡି.ଏନ୍‌.ଏ.)-କରୋନା ପାଇଁ ସରକାର ଲକ୍‌ ଡାଉନ୍‌ ଘୋଷଣା କରିଥିବା ବେଳେ ଲୋକ ମାନେ ବାହାରକୁ ବାହାରି ପାରୁନାହାନ୍ତି । ଫଳରେ ଦିନମଜୁରିଆ ଓ ଅସହାୟ ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି । ଭଦ୍ରକ ଜିଲା ବନ୍ତ ହାଟସାହି ଓ କଲେଜ ନିକଟସ୍ଥ…

ଅଭିଭାବକଙ୍କୁ ମିଳିଲା ମଧ୍ୟାହ୍ନଭୋଜନ ଚାଉଳ ଟୋକନ୍‌

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା ପାଇଁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଚାଉଳ ପ୍ରଦାନର ବ୍ୟବସ୍ଥା କରିଛନ୍ତି। ସୋମବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ବିଦ୍ୟାଳୟରୁ ଟୋକନ୍‌…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲମ୍ବା ଧାଡ଼ି

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା କଟକଣା ପରେ ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସକାଳୁ ଲୋକମାନେ ଡାକ୍ତରଖାନା ସମ୍ମୁଖରେ ଲମ୍ବା ଧାଡ଼ି ଲଗାଉଛନ୍ତି। ସାମାଜିକ ଦୂରତା ପାଳନ ନେଇ ଡାକ୍ତରଖାନା ପକ୍ଷରୁ ଗୋଲେଇ…

ଆଇସୋଲେଶନରେ ରହୁନାହାନ୍ତି ବିଦେଶ ଫେରନ୍ତା: ଗ୍ରାମବାସୀ ଭୟଭୀତ

ବନ୍ତ,୩୦।୩(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଦେଶ ଏବଂ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଆଇସୋଲେଶନରେ ରହିବା ପାଇଁ ପରାମର୍ଶ ଦେଉଥିଲେ ମଧ୍ୟ ତାହାକୁ ଲୋକେ ସଠିକ୍‌ ଭାବେ ପାଳନ କରୁ ନ ଥିବା ଦେଖାଯାଇଛି। ସେହିସବୁ ଲୋକଙ୍କ ପାଇଁ ପ୍ରତି…

୩ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ବାନ୍ଧିନେଲା ପୋଲିସ

ଭଣ୍ଡାରିପୋଖରୀ,୨୯।୩(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ ପୋଲିସ ପ୍ରଶାସନ ଯାଞ୍ଚକୁ କଡ଼ାକଡି କରିଛି। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନ ଥାଇ ଘରୁ ବାହାରିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏ ଭଳି ସ୍ଥଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri