ଭଦ୍ରକ

କାର୍ଯ୍ୟ ବନ୍ଦ କରି ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଧାରଣା

ଭଦ୍ରକ,୧୮।୮(ସନାତନ ରାଉତ): ନିଖିଳ ଉତ୍କଳ ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜ୍ୟ ସଙ୍ଘର ନିଷ୍ପତ୍ତି କ୍ରମେ ୨ ଦଫା ଦାବି ନେଇ ଭଦ୍ରକ ଜିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକ୍ରବାର ଧାରଣାରେ ବସିଛନ୍ତି l ଶିକ୍ଷାଗତ ଯୋଗ୍ୟତା ଯୁକ୍ତ-୨ ରୁ ଯୁକ୍ତ-୩...

ବଜ୍ରପାତ ନେଲା ୮ ଜୀବନ

ରୂପସା(ବାଞ୍ଛାନିଧି ଦେ)/ବସ୍ତା(ହରିଶଙ୍କର ପାଢୀ)/ତିହିଡ଼ି/ଚାନ୍ଦବାଲି(ସଞ୍ଜିତ୍‌ ବଳ/କିଶାନ ପାତ୍ର/ଅଶୋକ ପଣ୍ଡା)/ବୈଶିଙ୍ଗା( ରତନ ଦାଶ), ୧୬ା୮- ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ବୁଧବାର ବଜ୍ରପାତ ହୋଇ ୮ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲାରେ ୪, ଭଦ୍ରକରେ ୩ ଓ ମୟୂରଭଞ୍ଜ ଜିଲାରେ...

ଲାଞ୍ଚ ନେଇ ଧରାପଡ଼ିଲେ ଭଦ୍ରକ ସିଡିପିଓ

ଭଦ୍ରକ,୧୬ା୮(ସନାତନ ରାଉତ): ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ବ୍ଲକ ସିଡିପିଓ ସୁନନ୍ଦା ଦାସ। ଭଦ୍ରକ ବ୍ଲକ ସରଗଢ଼ିଆ ଗ୍ରାମର ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତି ପାଇଁ ୨୦୨୦ରେ ପ୍ରଶାନ୍ତ କୁମାର ସେଠୀଙ୍କ...

ବଜ୍ରାଘାତରେ ଚାଷୀ ମୃତ୍ୟୁ

ଚାନ୍ଦବାଲି,୧୫।୮( ଅଶୋକ ପଣ୍ଡ): ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ଘିକୋଇଲି ୱାର୍ଡରେ ବଜ୍ରାଘାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତ ଚାଷୀ ଜଣକ ହେଉଛନ୍ତି ଘିକୋଇଲି ୱାର୍ଡର ନିରଞ୍ଜନ ମହାଳିକଙ୍କ ପୁଅ ସୋମନାଥ(୫୩) । ସୋମନାଥ ନିଜ ଧାନ କ୍ଷେତରେ...

ମାଛ ଧରି ମାଲାମାଲ ମତ୍ସ୍ୟଜୀବୀ: ଗୋଟିକ ୫ଲକ୍ଷ ୩୩ହଜାର

ଚାନ୍ଦବାଲି,୧୫/୮(ଅଶୋକ ପଣ୍ଡା): ମାଛ ଗୋଟଏର ଦାମ ୫ ଲଖ ୩୩ ହଜାର ଟଙ୍କା। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ ମାତ୍ର ଏହା ସତ । ଭଦ୍ରକ ଜିଲା ଚାନ୍ଦବାଲି ଧାମରା ମୁହାଣ ଠାରୁ ୨୫କିମି ଦୂର ଗଭୀର ସମୁଦ୍ର ମଧ୍ୟରୁ ମଣ୍ଟୁ...

ପତାକା ଉତ୍ତୋଳନ କଲେ ଜିଲାପାଳ

ଭଦ୍ରକ,୧୫।୮(ସନାତନ ରାଉତ): ଭଦ୍ରକ କଲେଜ ପଡ଼ିଆରେ ଜିଲାସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ପାଳିତ ହୋଇଛି l ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ସ୍ବାଧୀନ...

ଆବାସ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା

ଭଦ୍ରକ,୧୪।୮(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ଦେବତାଗଡ଼ିଆ ଗ୍ରାମର ଅକ୍ଷୟ ସେଠୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା ଦାବିରେ ସୋମବାର ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଛନ୍ତି । ନିକଟରେ ପ୍ରକାଶ ପାଇଥିବା...

ନାଲି ଚାଉଳ ବଣ୍ଟନକୁ ନେଇ  ଉତ୍ତେଜନା

ତିହିଡ଼ି,୧୩ା୮(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧା ପଞ୍ଚାୟତରେ ରାଶନ କାର୍ଡ ହିତାଧିକାରୀମାନଙ୍କୁ ୩ ମାସ ପରିବର୍ତ୍ତେ ୨ମାସର ଏବଂ ନାଲି ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ରବିବାର ହିତାଧିକାରୀମାନେ ପଞ୍ଚାୟତ ଗୋଦାମକୁ ଘେରାଉ କରିଥିଲେ।...

ପଲ୍ଲୀକ୍ଲିନିକ ପ୍ରତିଷ୍ଠା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

ଭଦ୍ରକ(ସନାତନ ରାଉତ)/(ରବିନାରାୟଣ ଖିଲାର ),୧୨ା୮: ଅବସରପ୍ରାପ୍ତ ସୈନିକଙ୍କ ପରିବାରକୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ଭଦ୍ରକରେ ପଲ୍ଲୀକ୍ଲିନିକ ପ୍ରତିଷ୍ଠା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାର ପ୍ରାୟ ୪ଶହ ଅବସରପ୍ରାପ୍ତ...

ଭୁଲ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଘରୋଇ ଡାକ୍ତରଖାନାରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସହରର ଏକ ଘରୋଇ ହସ୍ପିଟାଲରେ ଅପରେଶନ ଟେବୁଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଭୁଲ ଚିକିତ୍ସାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ସୂଚନା ଅନୁଯାୟୀ,...

କୁକୁରର ୨ ଘଣ୍ଟାର ସଫଳ ଅସ୍ତ୍ରୋପଚାର

ବାସୁଦେବପୁର, ୧୧।୮(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପ୍ରାଣୀ ଚିକିତ୍ସାଳୟରେ ଗୁରୁବାର ଏକ କୁକୁର (ଟମି)ର ୨ ଘଣ୍ଟା ଧରି ସଫଳ ଅସ୍ତ୍ରୋପଚାର କରାଯାଇଛି। ଅସ୍ତ୍ରୋପଚାର ପରେ କୁକୁର ସୁସ୍ଥ ହୋଇଥିବା ଜଣାଯାଇଛି। କୁକୁରଟି କିଛିଦିନ ତଳେ ଇଅର...

ଅପରେଶନ ଟେବୁଲରେ ଚାଲିଗଲା ରୋଗୀଙ୍କ ଜୀବନ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଅପରେଶନ ଟେବୁଲରେ ରୋଗୀଙ୍କ ମୃତ୍ୟୁ ହୋଇଥିବାରୁ ଉତ୍ତେଜନା ଦେଖାଦେଇଛି। ସୂଚନାନୁଯାୟୀ, ଭଦ୍ରକ ଜିଲା ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳିପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା  ଟ୍ୟୁମର ଅପରେଶନ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri