ଭଦ୍ରକ

ସ୍ଥିତି ସମୀକ୍ଷା କଲେ ବିଧାୟକ

ପଦ୍ମପୁର,୨୪ା୪(ଡି.ଏନ୍‌.ଏ.)- ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବୁଧବାର ଲକ୍‌ ଡାଉନ ପରିସ୍ଥିତିର ସମୀକ୍ଷା କରିଛନ୍ତି। ମହାମାରୀ କରୋନାର ସଂକ୍ରମଣ ରୋକିବା ପାଇଁ ବାସୁଦେବପୁରବାସୀଙ୍କୁ କିଭଳି ସଚେତନ କରାଯିବା ସେ ନେଇ ବିଧାୟକ ଆଲୋଚନା କରିଥିଲେ। ସ୍ଥାନୀୟ ତହସିଲ ଡାକବଙ୍ଗଳାରେ ଅନୁଷ୍ଠିତ ଏହି…

ଲକ୍‌ଡାଉନ ସ୍ଥିତି ଯାଞ୍ଚ କଲେ ଏସ୍‌ପି

ପଦ୍ମପୁର, ୨୩ା୪(ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବ୍ଲକର ୯ ପଞ୍ଚାୟତରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଗ୍ରାମରୁ କାହାରିକୁ ବାହାରକୁ ଯିବାକୁ ଓ ବାହାରୁ କାହାରିକୁ ଗ୍ରାମରେ ପ୍ରବେଶ…

ବଜ୍ରପାତରେ ୨ ମୃତ, ୧୦ ବଖରା ମାଟିରେ ମିଶିଲା

ପଦ୍ମପୁର,୨୩ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ସାଙ୍ଗକୁ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଦ୍ୱୟ ହେଲେ ବିଷ୍ଣୁ ବିଶ୍ୱାସ…

କାର୍ଯ୍ୟରେ ଅବହେଳା: ଅତିରିକ୍ତ ତହସିଲଦାର ନିଲମ୍ବିତ

ଭଦ୍ରକ ଅଫିସ, ୨୩ା୪- ଭଦ୍ରକ ଜିଲା ତିହିଡ଼ି ଅତିରିକ୍ତ ତହସିଲଦାର ସ୍ବେତପଦ୍ମା ଧଳଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ସେ କୋଭିଡ଼-୧୯ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ…

ସୀମାରେ ସୁରକ୍ଷା ବ୍ୟବସ୍ଥା ଢିଲା: ପଶ୍ଚିମବଙ୍ଗରୁ କଣ୍ଟେନର୍‌ରେ ଆସୁଛନ୍ତି ଲୋକେ

ଭଦ୍ରକ ଅଫିସ, ୨୩ା୪-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଭଦ୍ରକ ଜିଲା ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ଜିଲାରେ ଏବେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି। ବାସୁଦେବପୁର…

କଣ୍ଟେନମେଣ୍ଟ ଜୋନ -୧, ଜୋନ -୨ ରେ ସ୍ବାସ୍ଥ୍ୟ ବିଭାଗର ସର୍ଭେ

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଦୁଇ ପଞ୍ଚାୟତକୁ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ବୁଧବାର ଅଗ୍ନିଶମ ବିଭାଗ ଦାରା ପଞ୍ଚାୟତର ବିଭିନ୍ନ ସ୍ଥାନକୁ କେମିକାଲ ସ୍ପ୍ରେ ଦ୍ୱାରା ବିଶୋଧନ କରାଯାଇଛି। ସଂକ୍ରମିତ ଦୁଇ…

ନିର୍ଗୁଣ୍ଡି ପଞ୍ଚାୟତକୁ ବିଶୋଧନ କରାଗଲା

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଗୁରୁବାର ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତକୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ କରାଯାଇଛି। ସରପଞ୍ଚ ନମିତା ପାତ୍ରଙ୍କ ତତ୍ତ୍ୱାବଧାନରେ ପ୍ରଥମେ ମହୁରା ସ୍ଥିତ ସ୍କୁଲରେ ହୋଇଥିବା ସମାହିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ ପରେ ଶିବବିନ୍ଧା, ଗୁହାଳିଆ, ମଜୁରିଗଡ଼ିଆ, ଅନନ୍ତପୁର, ରାଜେନ୍ଦ୍ରପୁର,…

ଲକ୍‌ଡାଉନ ସ୍ଥିତି ଯାଞ୍ଚ କରିବା ସହ ସଚେତନ କଲେ ଏସ୍‌ପି

ପଦ୍ମପୁର,୨୩।୪(ଡି.ଏନ୍‌.ଏ.): ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଯାହାକୁ ନେଇ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ବ୍ଲକର ୯ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ ଉକ୍ତ ଅଞ୍ଚଳରୁ କାହାରିକୁ ପ୍ରବେଶ…

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ ନିଜ ପଞ୍ଚାୟତରେ କରୋନା ମୁକାବିଲା କିପରି କରାଯାଇପାରିବ ସେନେଇ ସମସ୍ତ ସରପଞ୍ଚଙ୍କୁ ବୁଧବାର…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଭଣ୍ଡାରିପୋଖରୀ, ୨୨।୪ (ଡି.ଏନ.ଏ.)-କରୋନାକୁ ପ୍ରତିହିତ କରିବା ପାଇଁ ଦିନ ରାତି ଏକ କରି ଖଟୁଥିବା ଯୋଦ୍ଧାମାନଙ୍କୁ ଭାଜପା ଭଣ୍ଡାରିପୋଖରୀ ଶାଖା ପକ୍ଷରୁ ମଙ୍ଗଳବାର ଭଣ୍ଡାରିପୋଖରୀ ଓ ଧାମନଗର ଥାନା ପୋଲିସକୁ ସମ୍ବର୍ଦ୍ଧନା କରାଯାଇଛି। ମଙ୍ଗଳବାର ଭାଜପାର ପୂର୍ବତନ ଜିଲା ସଭାପତି ବଦ୍ରିନାରାୟଣ…

ଲକ୍‌ଡାଉନ୍‌ ଊଲ୍ଲଂଘନ ଅଭିଯୋଗ , ୯ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ ଜଣ କରନା ରୋଗୀ ଚିହ୍ନଟ ହେବା ପରେ ବ୍ଲକର ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଯୋନ ଘୋଷଣା କରାଯାଇଛି। ଏହା ଛଡ଼ା ଲକଡାଉନ କଟକଣାକୁ ବ୍ଲକ ଅଞ୍ଚଳରେ କଡାକଡ଼ି କରାଯାଇଛି। କଟକଣା ସତ୍ତ୍ୱେ ଭଣ୍ଡାରିପୋଖରୀ ବଜାରରେ କେତକ…

ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ ସହଯୋଗ ନିମନ୍ତେ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଜିଲା ସଂସ୍କୃତି ଭବନରେ ଏକ ଆଲୋଚନାଚକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?