ଭଦ୍ରକ

ଭଦ୍ରକର ୫ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ସମସ୍ତ ପ୍ରବେଶ ପଥ ସିଲ୍‌

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ସୋମବାର ଆଉ ୫ କରୋନା ରୋଗୀ ଚି଼ହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍‌ କରି ଦିଆଯିବା ସହ ଯାତାୟାତରେ କଟକଣା ଜାରି କରାଯାଇଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…

କାନଭାସ୍‌ରେ କରୋନା ସଚେତନତା

ଆରଡି,୨୦ା୪(ଡି.ଏନ.ଏ.)-ବିଭିନ୍ନ ସମୟରେ ସାମାଜିକ ଘଟଣାକୁ ନିଜ ରଙ୍ଗତୂଳୀରେ ରୂପଦେଇ ଆସୁଥିବା ଚିତ୍ରଶିଳ୍ପୀ ମୃତ୍ୟୁଞ୍ଜୟ ଏବେ କରୋନାକୁ ନେଇ ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି। ଘରୁ ନ ବାହାରିବା, ବାହାରକୁ ଗଲେ ହାତ ଧୋଇବା, ସାମାଜିକ ଦୂରତାକୁ ମାନିବା, କ୍ୱାରାଣ୍ଟାଇନରେ ରହିବା ଆଦି ଚିତ୍ର…

ମାଛ ମାର୍କେଟରେ ସାମାଜିକ ଦୂରତା ରଖୁନାହାନ୍ତି ଲୋକେ

ବନ୍ତ,୧୯।୪(ଡି.ଏନ୍‌.ଏ.)-କରୋନା ମହାମାରୀକୁ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକ ମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟରେ ସେହିଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଦେଖାଯାଉଛି। ଭଦ୍ରକ ଜିଲା ବନ୍ତ…

ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଚାରିମାସ ତଳେ ହୋଇଥିଲା ବିବାହ, ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

ଭଦ୍ରକ ଅଫିସ,୧୯।୪ – ରବିବାର ଅପରାହ୍ନରେ ଧାମନଗର ଥାନା ଚୂଡ଼ାକୁଟି ନାରାୟଣ ପୁର ଗାଁରେ ଜଣେ ନବବିବାହିତା ମହିଳା ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ ଦେବଦୀପ ପଣ୍ଡାଙ୍କ ପତ୍ନୀ ପ୍ରତିମା ଷଡ଼ଙ୍ଗୀ (୨୮)। ସେ…

କୁକୁଡ଼ା ଚୋରି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରାମାଡ଼: ଜଣେ ଗୁରୁତର; ୬ ଆହତ, ୨ଅଟକ

ଭଦ୍ରକ ଅଫିସ,୧୯ା୪: କୁକୁଡ଼ା ଚୋରି ସନ୍ଦେହରେ ପ୍ରଥମେ କମେଣ୍ଟମରା ଓ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଉଭୟ ପକ୍ଷର ଜଣେ ଗୁରୁତର ଏବଂ ଆହତ ହୋଇଛନ୍ତି। ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଗ୍ରାମଞ୍ଚଳ…

ଭଦ୍ରକରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ପରିବା ବଜାର

ଭଦ୍ରକ ଅଫିସ,୧୯।୪: ଏବେ ଭଦ୍ରକ ଜିଲାରେ ସନ୍ଧ୍ୟା ୬ ପର୍ଯ୍ୟନ୍ତ ପରିବା ମାର୍କେଟ ଖୋଲିବା ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିଛି। ପୂର୍ବରୁ ମଧ୍ୟାହ୍ନ ୧ ପର୍ଯ୍ୟନ୍ତ ଅନୁମତି ରହିଥିଲା। କେବଳ ଏରେଇଁ ଓ ଭଦ୍ରକ ପୌରପାଳିକା ଅଞ୍ଚଳରେ ମଧ୍ୟାହ୍ନ ୧…

ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ

ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ ମିଳିଛି। ଅଧିକାଂଶ ଦୋକାନୀ ଖାତା କିଣିଲେ ବହି ଦେଉଥିବା ଦେଖିବାକୁ ମିଳିଛି, ଏପରିକି ଅଧିକାଂଶ…

ଯୋଜନା ପରଖିଲେ ଭଦ୍ରକ ଜିଲାପାଳ

ଭଦ୍ରକ ଅଫିସ,୧୯।୪: କରୋନା ମୁକାବିଲା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ଗରିବ ତଥା ଶ୍ରମିକ ଶ୍ରେଣୀୟ ଲୋକେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଭଦ୍ରକ ଜିଲାପାଳ…

ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ

ଭଦ୍ରକ ଅଫିସ,୧୯।୪: ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି କୁ ଭଦ୍ରକ ଡିଷ୍ଟ୍ରିକ୍ଟ ଫ୍ଲlଇଆସ ବ୍ରିକ୍ସ ଓନର୍‌ ଆସୋସିଏଶନ ପକ୍ଷରୁ ୧ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆସୋସିଏଶନ ସଭାପତି ଅସିତ୍‌ କୁମାର ପାଣିଗ୍ରାହୀ, ସମ୍ପାଦକ ଜ୍ୟୋତି ପ୍ରକାଶ ମହାନ୍ତି ଓ…

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍‌ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ…

ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼

ବନ୍ତ,୧୯ା୪(ଡି.ଏନ୍‌.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ ସାମଗ୍ରୀ କିଣିବା ସମୟରେ ପ୍ରବଳ ଗହଳି ଲାଗି ରହୁଥିବା ଦେଖିବାକୁ ମିଳୁଛି। ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?