ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା
ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। କରଞ୍ଜଆଡ଼ିଆ ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମର କୈଳାସ ନାଥଙ୍କ ଅଭିଯୋଗ ଅନୁଯାୟୀ,…
ଆଗ ଥଇଥାନ, ପରେ ଉଚ୍ଛେଦ
ଚାନ୍ଦବାଲି,୨୦।୩(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ସହର ସନ୍ନିକଟ ବୈତରଣୀ ନଦୀକଡ଼ରୁ ପୋଲିସ ଓ ପ୍ରଶାସନ ଉପସ୍ଥିତିରେ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପ୍ରଥମ ଦିନରେ କ୍ରସ୍ଷ୍ଟାଣ୍ଡ ରୋଡ୍ର ବଡ଼ ବଜାରଠାରୁ ଲଞ୍ଚ ଘାଟ ପର୍ଯ୍ୟନ୍ତ ଜବରଦଖଲମୁକ୍ତ କରାଯାଇଛି। ମାତ୍ର ଆଗ ଥଇଥାନ ଓ…
ଆଖଣ୍ଡଳମଣି ମନ୍ଦିରରେ ତାଲା: ନିରାଶ ହୋଇ ଫେରୁଛନ୍ତି ଭକ୍ତ
ଆରଡି,୨୦।୩,(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର ପ୍ରଭାତରୁ ତାଲା ଝୁଲୁଥିବା ଦେଖିବାକୁ ମିଳିଛି । ଗୁରୁବାର ରାତିରେ ଜିଲା ପ୍ରଶାସନ ମନ୍ଦିର ବନ୍ଦ ସଂକ୍ରାନ୍ତୀୟ ବିଜ୍ଞପ୍ତି ୪୦୦/୧୯.୦୩.୨୦ ଜାରି କରିଥିଲା। ସେଥିରେ ଏପ୍ରିଲ…
ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ
ଧାମନଗର,୨୦।୩(ଡି.ଏନ.ଏ.)-ଗରିବ ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କରାଯାଇଛି। ଆବାସଠାରୁ ଆରମ୍ଭ କରି ରାଶନ ସବୁକିଛି ସେମାନଙ୍କୁ ଯୋଗାଇ ଦିଆଯାଉଛି। କିନ୍ତୁ ଭଦ୍ରକ ଜିଲା ଧାମନଗର ବ୍ଲକ ନଦୀଗଁ। ଉଆସସାହିର ଦିବ୍ୟାଙ୍ଗ ଜୟନ୍ତ ଦାସ(୩୨)ଙ୍କ ପରିବାର ସରକାରଙ୍କ ସୁବିଧା ସୁଯୋଗ…
ବୈତରଣୀ ପାର୍ଶ୍ୱରୁ ଭଙ୍ଗାଗଲା ଉଠାଦୋକାନ
ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ ସହାୟତାରେ ଦୋକାନଗୁଡ଼ିକୁ ଭଙ୍ଗାଯିବା ସହିତ ଜବରଦଖଲମୁକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଚାନ୍ଦବାଲି କ୍ରସଷ୍ଟାଣ୍ଡ ରୋଡ୍ର…
ବୈତରଣୀ ପାର୍ଶ୍ୱରୁ ଭଙ୍ଗାଗଲା ଉଠାଦୋକାନ
ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ ସହାୟତାରେ ଦୋକାନଗୁଡ଼ିକୁ ଭଙ୍ଗାଯିବା ସହିତ ଜବରଦଖଲମୁକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଚାନ୍ଦବାଲି କ୍ରସଷ୍ଟାଣ୍ଡ ରୋଡ୍ର…
‘ଆତ୍ମବିଶ୍ୱାସ ଥିଲେ ସଫଳତା ମିଳେ’
ଆରଡ଼ି,୧୯।୩(ଡି.ଏନ.ଏ.)-କଥାରେ ଅଛି ‘ଚାଷ ଅଛି ଯାହାର, କେତେ ସୁଖ ତାହାର’। ପିଲାଦିନୁ ପଢ଼ିଥିବା ଏହି ଉକ୍ତିକୁ ପ୍ରମାଣିତ କରିବାକୁ ସେ ସ୍ବପ୍ନ ଦେଖିଥିଲେ। ବାଧ୍ୟବାଧ୍ୟକତାରେ ଯୁକ୍ତ ୨ ପର୍ଯ୍ୟନ୍ତ ଚାଲିଲା ପାଠପଢ଼ା। ଏହାପରଠାରୁ ଆଉ ପାଠରେ ତାଙ୍କର ମନ ଲାଗିଲାନି। ନିଜର…
ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ
ଜଳେଶ୍ୱର,୧୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ବିଡ଼ିଓ ଦୀପ୍ତିରଞ୍ଜନ ସେଠୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।…
ନବବିବାହିତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର
ପଦ୍ମପୁର, ୧୮।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ରାଉତ ସାହିର ଜଣେ ନବ ବିବାହିତ ଯୁବକଙ୍କର ବୁଧବାର ସକାଳେ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରାଜେନ୍ଦ୍ର ବେହେରା(୨୮)। ପ୍ରକାଶ ଯେ, ଗତ ୧୩ ତାରିଖରେ ରାଜେନ୍ଦ୍ର…
ଦୁଇ ଜିଲାର ଗୋଟିଏ ହାଟ
ବନ୍ତ,୧୮ା୩(ହରି ନାରାୟଣ ମହାନ୍ତି)- ଭଦ୍ରକ ଓ କେନ୍ଦୁଝର ଜିଲା ସୀମାବର୍ତ୍ତୀ ବସନ୍ତିଆ ହାଟ ଦୁଇ ଜିଲା ମଧ୍ୟରେ ପ୍ରାୟ ଶହେ ବର୍ଷ ଧରି ସମ୍ପର୍କର ସେତୁ ଗଢି ଆସିଛି। ସଜ ପନିପରିବାଠାରୁ ଆରମ୍ଭ କରି ମାଛ, ମାଂସ, ବିଭିନ୍ନ କୃଷି ଜାତ…
ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ
ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି। କାହିଁ କେଉଁ କାଳରୁ ବରାଳପୋଖରୀ ଅଞ୍ଚଳରେ ପ୍ରତିବର୍ଷ ପରି ରୀତିନୀତି ଅନୁଯାୟୀ ଠାକୁରଙ୍କ ମୃଣ୍ମୟୀ…
ବିଲୁପ୍ତ ହେବାକୁ ବସିଲାଣି କୁଣ୍ଡି ନଦୀ
ତିହିଡ଼ି,୧୮ା୩(ସ୍ବ.ପ୍ର.)- ନଦୀ ଏକ, ନାମ ଏକାଧିକ । ଏପରି ଏକ ନଦୀ ହେଲା କୁଣ୍ଡି ନଦୀ। ଭିନ୍ନ ଭିନ୍ନ ସ୍ଥାନରେ ଲୋକେ ଏହାକୁ ଚୂଡ଼ାଖିଆ, ଗୁପ୍ତଗଙ୍ଗା, କରଞ୍ଜଇ, ଧଳା ନଦୀ ବୋଲି କହନ୍ତି। ଭଦ୍ରକ ଜିଲାର ସାଳନ୍ଦୀ ନଦୀ ସହିତ ସଂଯୋଗ…
Archives


