ସ୍ବୀକୃତି ମିଳିନି, ସଙ୍ଗୀତ ଦେଇଛି ଜୀବନ
ବନ୍ତ,୧୮।୩ (ସ୍ବ.ପ୍ର.)-ତାଙ୍କ ଚେହେରା, ବେଶଭୂଷା ବେଶ୍ ନିଆରା। ସକାଳୁ ସକାଳୁ ନାଲି ପୋଷାକ ରଙ୍ଗର ପରିଧାନ ପିନ୍ଧି ମଥାରେ ନାଲି ପଗଡ଼ି ଓ କାନ୍ଧରେ ନାଲି ରଙ୍ଗର ଝୁଲାମୁଣି ଧରି ଘରୁ ବାହାରି ପଡ଼ିନ୍ତି। ହାତରେ ଥାଏ ଏକତାରା। ଖଣ୍ଡେ ସାଇକେଲ…
ବିଦେଶ ଫେରନ୍ତାଙ୍କ ଉପରେ ସତର୍କ ଦୃଷ୍ଟି: ଯୁବକଙ୍କୁ ୨୮ ଦିନ ପର୍ଯ୍ୟବେକ୍ଷଣରେ ରହିବା ପାଇଁ ପରାମର୍ଶ
ଭଣ୍ଡାରିପୋଖରୀ, ୧୭ା୩(ଡି.ଏନ୍.ଏ.)- ସାରା ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଦେଇଥିବାବେଳେ ଏହାକୁ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ବିଦେଶରୁ ଫେରୁଥିବା ଲୋକଙ୍କ ଉପରେ ସତର୍କ ଦୃଷ୍ଟି ରଖାଯାଇ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି।…
ଟୋକନ କଟିବା ପ୍ରତିବାଦରେ ସମିତିରେ ତାଲା ପକାଇଲେ ଚାଷୀ
ବାସୁଦେବପୁର, ୧୭ା୩(ଡି.ଏନ୍.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଖରିଦା ବିନାୟକପୁର ସେବା ସମବାୟ ସମିତିରେ ଚାଷୀଙ୍କଠାରୁ ଧାନ କିଣା ନେଇ ଅବ୍ୟବସ୍ଥା ଲାଗି ରହିଛି। ୩୧ ଜଣ ଚାଷୀଙ୍କ ଧାନକ୍ରୟ ଲାଗି ପ୍ରଦତ୍ତ ଟୋକନ ଅନ୍ଲାଇନରେ କଟିଯିବା ଫଳରେ ସେମାନେ ସରକାରୀ ଧାର୍ଯ୍ୟ…
ଭଦ୍ରକରେ କରୋନା କଟକଣାକୁ ବେଖାତିର: ଘରୋଇ ଶିକ୍ଷାନୁଷ୍ଠାନ ଖୋଲା, ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର
ଆରଡି, ୧୭।୩(ଡି.ଏନ.ଏ.): କରୋନାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାରଠାରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ଆଉ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦିଆଯିବା ସହ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାତ୍ର ଭଦ୍ରକ ଜିଲାରେ ଏହାର…
ଶ୍ୱଶୁରଘରୁ ଫେରୁଥିବା ବେଳେ ଦୁର୍ଘଟଣା: ଜ୍ୱାଇଁଙ୍କ ଜୀବନଗଲା
ପଦ୍ମପୁର,୧୭।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ମନ୍ଦାରଇ ଧାମରା ରାସ୍ତାରେ ବାଇକ୍ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ (ଇଚ୍ଛାପୁର) ବ୍ରହ୍ମପୁର ଶିବ ଆରଖ। ଶିବ ସୋମବାର ବିଳମ୍ବିତ ରାତିରେ ଶ୍ୱଶୁରଘରୁ ଫେରୁଥିବା ବେଳେ କୌଣସି କାରଣବଶତଃ…
ନିଆରା ‘ବୁଢ଼ା ସାର୍’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ
ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ୪୨ବର୍ଷ ଧରି ବିନା ଚାକିରି ବିନା ପାରିଶ୍ରମିକରେ ସେ ଶିକ୍ଷାଦାନ କରିଆସୁଛନ୍ତି। ଏଥିସହ…
ଅତୀତକୁ ଝୁରୁଛି ଶିବମାହାରା
ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର ଜଳକୁ ପବିତ୍ରତାର ପ୍ରତୀକ ଭାବେ ଗ୍ରହଣ କରିଥାନ୍ତି। ଏଥିରେ ଆଖଣ୍ଡଳମଣିଙ୍କ ସ୍ନାନ ଓ…
ପାଣିରେ ବୁଡ଼ି ୩ ଜଣଙ୍କ ସଲିଳ ସମାଧି
ଭଦ୍ରକ ଅଫିସ/ବାସୁଦେବପୁର, ୧୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ସନିଆ ସାବରଙ୍ଗ ଓ ବାସୁଦେବପୁର ବ୍ଲକ ଆର୍ତ୍ତୁଂ ଗ୍ରାମରେ ସୋମବାର ପାଣିରେ ବୁଡ଼ି ୩ ବାଳକଙ୍କ ମୃତ୍ୟୁ ଘଟିଛି। ସନିଆ ସାବରଙ୍ଗର ମୃତକଦ୍ୱୟ ହେଲେ ରଞ୍ଜନ କୁମାର ଧୂପାଳଙ୍କ ପୁଅ…
ଭଦ୍ରକରେ କରୋନା ସତର୍କତା: ପ୍ରଶାସନ ପକ୍ଷରୁ ଛୁଟି ବାତିଲ
ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନ…
ଗୃହିଣୀରୁ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀ
ଭଦ୍ରକ ଅଫିସ,୧୬।୩-ଘରର ଚାରିକାନ୍ଥ ମଧ୍ୟରେ ଆଉ ସୀମିତ ହୋଇ ରହିନାହାନ୍ତି ମହିଳା। ପ୍ରତ୍ୟେକ କ୍ଷେତ୍ରରେ ସେମାନେ ଆଗରେ। ପାଠ ଠାରୁ ଆରମ୍ଭ କରି କ୍ରୀଡ଼ା ସବୁଠି ସେମାନେ ପୁରୁଷଙ୍କ ଭଳି ପ୍ରତିଭା ପ୍ରଦର୍ଶନ କରୁଛନ୍ତି। ଏପରିକି ଚାଷ କ୍ଷେତ୍ରରେ ମଧ୍ୟ ଆଗକୁ…
ବନବିଭାଗ ଚଢ଼ାଉ:୧୨୩ ସିଏଫ୍ଟି ଶାଳକାଠ ଜବତ
ଧାମନଗର,୧୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ବିଭିନ୍ନ ସ୍ଥାନରେ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ବହୁ ପରିମାଣରେ ଚୋରା କାଠ ଜବତ ହୋଇଛି । ଧୁଷୁରୀ ବଜାର, ଗୋପାଳବିନ୍ଧା ଏବଂ ଗଢ଼ିଆଳିରେ ଚଢ଼ାଉ ହୋଇ ମୋଟ…
ଚୋରା ମଦ ଜବତ: ୩ ଗିରଫ
ଧାମନଗର,୧୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇ ଚୋରା ମଦ ଜବତ ହୋଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଗବାନପୁରର ରମେଶ ବେହେରା, ଚୁଡାକୁଟିର ଲିପୁନ…
Archives


