ବିବାହ ବାର୍ଷିକରେ ରୋଗୀଙ୍କୁ ଫଳ ବାଣ୍ଟିଲେ
ବନ୍ତ,୫।୩(ସ୍ବ.ପ୍ର.)-ନିଜ ବିବାହ ବାର୍ଷିକରେ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ଓ ବିସ୍କୁଟ ବାଣ୍ଟି ପ୍ରଶଂସା ସାଉଣ୍ଟିଛନ୍ତି ବନ୍ତ ବ୍ଲକ ସରମରା ଗ୍ରାମର ଦମ୍ପତି ପ୍ରିୟବ୍ରତ ରାଉତ ଓ ଶୁଭଶ୍ରୀ ରାଉତ। ଏହି ଦମ୍ପତି ଗୁରୁବାର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଫଳ ବାଣ୍ଟିବା ସହ…
ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାନ ନିରୂପଣ ଦାବିରେ ଅନଶନ
ବନ୍ତ,୫।୩(ସ୍ବ.ପ୍ର.): ଭଦ୍ରକ ଜିଲା ଚାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ପାଇଁ ସ୍ଥାନ ନିରୂପଣ ଦାବିରେ ଚକ୍ରାପାଢ଼ୀ ଗ୍ରାମବାସୀ ଗୁରୁବାର ଅନଶନରେ ବସିଛନ୍ତି। ଚକ୍ରାପାଢ଼ୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ ଭାବରେ ଚାଲିଥିବା ପଞ୍ଚାୟତ ଗୃହ ସମ୍ମୁଖରେ ଏହି ଅନଶନ ଜାରି…
ଆଜିଠୁ ଭଣ୍ଡାରିପୋଖରୀ ମୁନ୍ସୀ ମେଳଣ: ସମ୍ପର୍କ ଯୋଡ଼େ ଫଗୁଖେଳ
ଭଣ୍ଡାରିପୋଖରୀ,୫।୩(ଡି.ଏନ.ଏ.)- ଭଦ୍ରକ ଜିଲାର ପ୍ରସିଦ୍ଧ ଭଣ୍ଡାରିପୋଖରୀ ମୁନସୀ ମେଳଣ ଗୁରୁବାରଠାରୁ ଆରମ୍ଭ ହେବ। ଦୁଇଦିନ ଧରି ମେଳଣ ଚାଲିବ। ଏ ନେଇ ପୋଲିସ ଓ ମୁନସୀ ମେଳଣ କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଫଗୁ ରଙ୍ଗରେ ଭିଜିବେ ରାଧାଗୋବିନ୍ଦଜୀଉ ଠାକୁର।…
ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ
ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୫୪ ତା ୩।୩।୨୦ ରିଖରେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।…
କଣ୍ଟେନରକୁ ପଛରୁ ଧକ୍କା ଦେଲା ଇଣ୍ଡିକା: ଜଣେ ମୃତ, ତିନି ଗୁରୁତର
ଭଦ୍ରକ ଅଫିସ, ୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା-ଧାମରା ଓଭରବ୍ରିଜ ନିକଟରେ ଇଣ୍ଡିକା ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ବାସୁଦେବପୁର ସୁରେଶରପୁର ଗ୍ରାମର କଟି ମଲ୍ଲିକ ବୋଲି ଜଣାପଡିଛି। ପ୍ରକାଶ…
ଫାଇଲ୍ରେ ଅଟକିଛି ଭଦ୍ରକର ମାଷ୍ଟରପ୍ଲାନ
ଭଦ୍ରକ ଅଫିସ, ୪ା୩- ସରକାରଙ୍କ ଗେଜେଟ୍ ନୋଟିଫିକେସନ୍କୁ ଇତି ମଧ୍ୟରେ ୩ ବର୍ଷ ପୂରିଲା, ହେଲେ ଭଦ୍ରକ ମାଷ୍ଟର ପ୍ଲାନ ଭିତ୍ତିରେ ଆଶାତୀତ କାର୍ଯ୍ୟକାରୀ ହୋଇ ପାରିଲାନି। ଯୋଜନା କାର୍ଯ୍ୟକାରୀ ହେବା ଦୂରେ ଥାଉ ଯୋଜନାର ଅଗ୍ରଗତିକୁ ନେଇ ଏବେ ଅନ୍ଧାରରେ…
ରିଟେଲରଙ୍କୁ ନିଲମ୍ବନ ଦାବିରେ ଭାଜପା କର୍ମୀଙ୍କ ଅନଶନ
ତିହିଡ଼ି,୩।୩(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଭାଜପା ପକ୍ଷରୁ ମଙ୍ଗଳବାର ମଧ୍ୟାହ୍ନରେ ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା କରିଥିବା ରିଟେଲରଙ୍କୁ ନିଲମ୍ବନ ଦାବିରେ ଭାଜପା କର୍ମୀ ଅନଶନରେ ବସିବା…
ବିଦ୍ୟାଳୟରେ କମୁଛି ବାଳିକା ଉପସ୍ଥାନ
ଭଣ୍ଡାରିପୋଖରୀ,୩।୩(ଡି.ଏନ.ଏ.)-ବାଳିକା ସମୃଦ୍ଧି ଯୋଜନା ଭଳି ଅନେକ ସରକାରୀ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ସାଧାରଣତଃ ସର୍ବଶିକ୍ଷା ଅଭିଯାନରେ ୬ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟ ସରକାର ବାଳିକା ଡ୍ରପ ଆଉଟ୍ ସଂଖ୍ୟା କମାଇବା ଲାଗି ମାଗଣା…
ସହ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ: କୋଲକାତାରୁ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ବାସୁଦେବପୁର,୩।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ତହସିଲ ଅଧୀନ ବେତଡ଼ା ସହ ରାଜସ୍ବ ନିରୀକ୍ଷକ ସୁରେଶ ଚନ୍ଦ୍ର ସିହ୍ନାଙ୍କୁ ଗତ ୧୪ ତାରିଖରେ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ବାସୁଦେବପୁର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ କୋଲକାତାରୁ ରବିବାର ରାତିରେ ଗିରଫ କରିଛି। ଗିରଫ…
ନ୍ୟାୟ ପାଇଁ ଧାରଣା ଘଟଣା: ଆକ୍ରମଣକାରୀ ଗିରଫ
ତିହିଡ଼ି,୨।୩(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବୁଧପୁର ଗ୍ରାମର ସନ୍ତୋଷ କୁମାର ଜେନା ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଆକ୍ରମଣ କରାଯାଇଥିଲା। ପୋଲିସଠାରୁ ନ୍ୟାୟ ନ ପାଇ ସନ୍ତୋଷ ତାଙ୍କ ପରିବାର ସହିତ ରବିବାର ସନ୍ଧ୍ୟାରେ ଥାନା ସମ୍ମୁଖରେ…
ପିଇଓଙ୍କ ନିଲମ୍ବନ ଦାବିରେ ଗଣଧାରଣା
ତିହିଡ଼ି,୨।୩(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଭାଜପା ପକ୍ଷରୁ ସୋମବାର ପୂର୍ବାହ୍ନରେ ତିହିଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତିରେ ସାମିଲ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କ ନିଲମ୍ବନ ଦାବିରେ ଏହି ଧାରଣା…
ଗ୍ୟାସ୍ ଟର୍ମିନାଲରେ ନିଆଁ: ଜଳିଗଲା ବ୍ୟାପକ ଯନ୍ତ୍ରପାତି
ଚାନ୍ଦବାଲି,୨।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ବନ୍ଦର କମ୍ପାନି(ଆଦାନୀ) ପରିସରରେ ନିର୍ମାଣାଧୀନ ଏଲଏନ୍ଜି ଗ୍ୟାସ୍ ଟର୍ମିନାଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଛି। ନିର୍ମାଣ ସମୟରେ ଏକ ଗ୍ୟାସ୍ ଟାଙ୍କି ଲିକ୍ ହୋଇ ନିଆଁ ଲାଗିଥିବା କୁହାଯାଉଥିବା ବେଳେ ସୋମବାର ସକାଳେ ଏହାକୁ…
Archives


