ଭଦ୍ରକ

ଘରେ ଘରେ ଔଷଧ ପହଞ୍ଚାଉଛି ପୋଲିସ

ଆରଡି, ୧୧ା୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା ଅନୁସାରେ ଯେଉଁ ପରିବାରରେ ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଥିବେ, ସେମାନଙ୍କ ମେଡିସିନ ଆଣିବାରେ ପ୍ରତିବନ୍ଧକ…

ହଜିଥିବା ଅର୍ଥ ଫେରିପାଇଲେ ଯୁବକ

ଆରଡି, ୧୦ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଧୁଷୁରୀ ଥାନା ଅନ୍ତର୍ଗତ ପାୟାସାହି ଗ୍ରାମର ରାଜେଶ ଖାଁ ଏକ ଘରୋଇ ବ୍ୟାଙ୍କରୁ ୨୫ ହଜାର ଟଙ୍କା ଉଠାଇ ନିଜ ଘରକୁ ସାଇକେଲ ଯୋଗେ ଫେରିଥିଲେ ା ବାଟରେ ଆସିଲା ବେଳେ ସୂର୍ଯ୍ୟପୁର ନିକଟରେ ତାଙ୍କର ମନିପର୍ସ…

ବାଇକ୍‌ ଚାଳକଙ୍କ ଠାରୁ ୧୪ ହଜାର ଜରିମାନା ଆଦାୟ

ବନ୍ତ, ୧୦।୪(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଗୁରବାର ୨ଟି ବାଇକ୍‌୍‌ ଚାଳକଙ୍କ ଠାରୁ ୪ ହଜାର ଏବଂ ବୁଧବାର ସନ୍ଧ୍ୟା ବେଳେ ୫ଟି ବାଇକ୍‌ ଚାଳକଙ୍କ ଠାରୁ ୧୦ ହଜାର ଟଙ୍କା…

ସବୁଠି ଜଗିଛି ପୋଲିସ: ବାଇକ୍‌, ୪ ଚକିଆ ଯାନ ଉପରେ ନଜର

ବନ୍ତ, ୧୦।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ସରକାର ଦିନକୁଦିନ ଲକଡାଉନ୍‌ ଆଇନକୁ କଡାକଡି କରୁଛନ୍ତି ା ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି ା ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ…

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୧୦ା୪ – ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଭଦ୍ରକ ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଜ୍ଞାନରଞ୍ଜନ ଦାସ ସୂଚନା ଦେଇଛନ୍ତି। ପରିବା ମାର୍କେଟ୍‌,…

ଲକ୍‌ଡାଉନକୁ କଡ଼ାକଡ଼ି କଲେ ତହସିଲଦାର

ବନ୍ତ, ୯।୪(ଡି.ଏନ.ଏ.)-କରୋନା ମହାମାରୀ ସାରା ବିଶ୍ୱକୁ ଭୟଙ୍କର ପରିସ୍ଥିତିକୁ ଟାଣି ନେଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକଡାଉନ୍‌ କରିଛନ୍ତି । ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରାଯିବା ସହ ବିନା…

ଏଟିଏମ୍‌ କାଉଣ୍ଟରରେ ସାମାଜିକ ଦୂରତା

ବନ୍ତ, ୯।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ କଟକଣାକୁ କଡାକଡି କରାଯାଇଛି । ସାମଗ୍ରୀ କିଣିବାଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ ସବୁଠି ଲୋକେ ସାମାଜିକ ଦୂରତା ପାଳନ କରୁଛନ୍ତି। ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ୬ଟି…

ଘର ଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା

ବନ୍ତ,୯।୪(ସ୍ବ.ପ୍ର.)-କରୋନା ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି ା ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଅଧୀନ ୧୧ଟି…

ପ୍ରସ୍ତାବିତ କୋଭିଡ ହସ୍ପିଟାଲ ବୁଲି ଦେଖିଲେ ୫-ଟି ସଚିବ

ଭଦ୍ରକ ଅଫିସ, ୮ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକରେ କରୋନା ସନ୍ଦିଗ୍ଧ ଏବଂ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ଭାବେ ମୋଟେଲ ଛକସ୍ଥିତ ସାଳନ୍ଦୀ ଘରୋଇ ହସ୍ପିଟାଲକୁ ମନୋନୀତ କରାଯାଇଛି। ଯେଉଁମାନେ ସନ୍ଦିଗ୍ଧ ସେମାନଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ଏହି ହସ୍ପିଟାଲରେ…

ବିଭିନ୍ନ ସ୍ଥାନରେ ଚଢ଼ାଉ: ୧୪ ଗାଡି ଜବତ, ୩୧ ହଜାର ଜରିମାନା ଆଦାୟ

ଭଣ୍ଡାରିପୋଖରୀ,୮।୪(ଡି.ଏନ୍‌.ଏ): କରୋନା (କୋଭିଡ-୧୯)ର ମୁକାବିଲା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ ଠାରୁ ଆରମ୍ଭକରି ସଟ୍‌ଡାଉନ୍‌ ଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଏହି ସମୟରେ ବାଇକ୍‌ ଚଳାଇବାକୁ ବାରଣ କରାଯାଉଥିବା ବେଳେ ଅମାନିଆମାନେ ଏହାକୁ ମାନୁ…

୩୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ବାଇକ୍‌ ଛାଡ଼ି ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ,୮ା୪: ବନ୍ତ ଛକ ପୋଲ ନିକଟରୁ ବୁଧବାର ପୂର୍ବାହ୍ନରେ ପୋଲିସ ଯାଞ୍ଚ କରୁଥିବା ବେଳେ ବାଇକ୍‌ ଡିକିରୁ ୩୨୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୩୨ ଲକ୍ଷ ଟଙ୍କା ହେବ। ତେବେ ଅଭିଯୁକ୍ତ ଜଣକ…

ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କଲେ ଭଦ୍ରକ ବିଧାୟକ

ଭଦ୍ରକ ଅଫିସ,୮ା୪: ଭଦ୍ରକ ପୌରାଞ୍ଚଳରେ ବୁଧବାର ସକାଳୁ ଭଦ୍ରକ ବିଧାୟକ ସଂଜୀବ ମଲିକ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀର ସହର ଓ ଗ୍ରାମାଞ୍ଚଳରେ ଖୋଲା ହେଉଥିବା ମାର୍କେଟ ଗସ୍ତ କରି ସାମାଜିକ ଦୂରତ୍ୱ ଉପରେ ତନଖି କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?