ଭଦ୍ରକ

ଅଙ୍ଗନଓ୍ବାଡି କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ନାୟକାଣିଡିହି ଥାନା ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ପଞ୍ଚାୟତ ଗ୍ରାସଡ଼ିହର ଅଙ୍ଗନଓ୍ବାଡି କର୍ମୀଙ୍କୁ ଉକ୍ତ ଗ୍ରାମର କିଛି ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିଥିବା ଶନିବାର ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ କର୍ମୀ ବୃନ୍ଦାବତୀ…

କୋଇଲା ବୋଝେଇ ପିକ୍‌ଅପ ଜବତ: ଡ୍ରାଇଭର ଗିରଫ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ନାୟକାଣିଡିହି ପୋଲିସ ଶନିବାର ବିଳମ୍ବିତ ରାତିରେ ଗେଡ଼ବାଟିଆ ହତାସିଆ ରାସ୍ତାରୁ ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ ଗାଡ଼ି ଜବତ କରିଛି। ଏହା ସହ ଡ୍ରାଇଭର ଗଦଳା ଗ୍ରାମର ଶୈରଭ ସୁନ୍ଦର ନାୟକଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ,…

ତିହିଡ଼ିରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭଦ୍ରକ ଅଫିସ,୧।୩ : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ନୂଆ ଶାସନ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଗଦାଧର ପାଣିଗ୍ରାହୀଙ୍କ ଘରେ ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି…

‘ଅଳଙ୍କାର’ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୫ ଯାତ୍ରୀ ଆହତ, ଭଦ୍ରକ ମେଡିକାଲରେ ଭର୍ତ୍ତି

ଭଦ୍ରକ ଅଫିସ,୧।୩: ଭଦ୍ରକ ଜିଲା ୧୬ନଂ ଜାତୀୟ ରାଜପଥ ସିମୁଳିଆ ଭଗିଆ ଛକଠାରେ ଶନିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ରାଇରଙ୍ଗପୁରରୁ ଭୁବନେଶ୍ୱରର ଯାଉଥିବା ‘ଅଳଙ୍କାର’ ନାମକ ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟିବା ଯୋଗୁ ୨୫ଜଣ ଯାତ୍ରୀ ଆହତ…

ବାହାଘରରେ ଚାରା ବାଣ୍ଟିଲେ

ଆରଡ଼ି,୨୯।୨(ଡି.ଏନ.ଏ.)-ବାହାଘର ଏକ ସାମାଜିକ ପ୍ରଥା। ବାହାଘରରେ କନ୍ୟାଙ୍କୁ ନାନାଦି ଦ୍ରବ୍ୟ ଉପହାର ରୂପେ ଦିଆଯାଇଥାଏ। ହେଲେ ଭଦ୍ରକ ଜିଲା ଧାମନଗର ବ୍ଲକ ପାଳସାହିଠାରେ ଭାଗ୍ୟଶ୍ରୀ ନାୟକ ନାମ୍ନୀ ଜଣେ କନ୍ୟା ନିଜ ବାହାଘରରେ ଚାରା ବାଣ୍ଟି ଚର୍ଚ୍ଚାକୁ ଆସିଛନ୍ତି। ସେ ବିବାହ…

ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଟକ

ଭଣ୍ଡାରିପୋଖରୀ,୨୯।୨ (ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାଗୀରଥି ଜେନା ୨୦୧୯ ମସିହାରେ ଜନୈକା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ଅଭିଯୋଗରେ ଭଣ୍ଡାରିପୋଖରୀ ପୋଲିସ ଶୁକ୍ରବାର ରାତିରେ ଭାଗୀରଥିଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ…

ବାଇକ୍‌ ଡିକି ଭାଙ୍ଗି ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଚୋରି, ପୋଲିସ ତଦନ୍ତ ଆରମ୍ଭ

ତିହିଡି,୨୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଖେରଙ୍ଗ ପଞ୍ଚାୟତ ତଳବନ୍ଧ ଗ୍ରାମର ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି କେହି ଦୁର୍ବୃତ୍ତ ଶୁକ୍ରବାର ମଧ୍ୟାହ୍ନରେ ୭ଲକ୍ଷ ଟଙ୍କା ଚୋରିକରି ନେଇଛନ୍ତି। ସେ ହେଲେ ସରୋଜ ରାଉତ। ପ୍ରକାଶ ଯେ, ସରୋଜ ଭଦ୍ରକସ୍ଥିତ…

ରାଜରାସ୍ତାରେ ମହିଳାଙ୍କ ପ୍ରସବ

ଭଦ୍ରକ ଅଫିସ,୨୯।୨: ଭଦ୍ରକ ବନ୍ତ ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ରାଜରାସ୍ତାରେ ଜଣେ ବିକୃତ ମସ୍ତିଷ୍କ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହୋଇ ଏକାକି ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। କିଛି ଯୁବକଙ୍କ ଉଚିତ ପଦକ୍ଷେପ ଯୋଗୁ ବଞ୍ଚିଲେ ମାଆ ଓ…

କାର୍ଯ୍ୟକ୍ଷମ ହେଉନି ସେବାଶ୍ରମ ଛାତ୍ରାବାସ

ପଦ୍ମପୁର,୨୯।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ସନନ୍ଦପୁର ଗ୍ରାମରେ ୫୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ସେବାଶ୍ରମ ଛାତ୍ରାବାସ। ମାତ୍ର ଛାତ୍ରାବାସ ଏବେ ସୁଦ୍ଧା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଦୂରଦୂରାନ୍ତରୁ ପାଠ ପଢ଼ିବାକୁ ଆସୁଥିବା ଛାତ୍ରୀଛାତ୍ର ହଇରାଣ…

ଭଦ୍ରକରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ସଚିବ

ଭଦ୍ରକ ଅଫିସ, ୨୮।୨- କେନ୍ଦ୍ର ସରକାରଙ୍କ ସଂଖ୍ୟାଲଘୁ ବ୍ୟାପାର ସଚିବ ପ୍ରମୋଦ କୁମାର ଦାସ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଜିଲା ମଙ୍ଗଳ ବିଭାଗ ଦ୍ୱାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି। ଭଦ୍ରକ ପୌରପାଳିକା ଅଧୀନରେ ସଂଖ୍ୟାଲଘୁ ସମ୍ପ୍ରଦାୟର…

କମୁଛି ସାମୁଦ୍ରିକ ମାଛ ଉତ୍ପାଦନ

ବାସୁଦେବପୁର,୨୮।୨(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨ଟି ୱାର୍ଡ ବଙ୍ଗୋପସାଗର ଉପକୂଳରେ ରହିଛି। ବାସୁଦେବପୁର ଅଞ୍ଚଳର ୧୫ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର ମାଛ…

ସଂଗ୍ରାମଙ୍କୁ ଯୁବ ପ୍ରେରଣା ସମ୍ମାନ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ଯୁବ ପ୍ରତିଭା ତଥା ଶୁଭପଲ୍ଲବ ଇ-ପତ୍ରିକାର ପ୍ରତିଷ୍ଠାତା ତଥା ସମ୍ପାଦକ ସଂଗ୍ରାମ କେଶରୀ ସେନାପତିଙ୍କୁ ଯୁବ ପ୍ରେରଣା ସମ୍ମାନରେ ସମ୍ମାନିତ କରାଯାଇଛି। ଗତ ୨୦ ଓ ୨୧ ତାରିଖରେ ଦିଲ୍ଲୀସ୍ଥିତ କନ୍‌ଷ୍ଟିଚ୍ୟୁସନ କ୍ଲବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri