ଭଦ୍ରକ

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼ ମିଳିବା ପରେ ଏକ ଡବଲ ମର୍ଡର ଘଟଣା ସାମ୍ନାକୁ ଆସିଛି।  ପାରିବାରିକ କଳହକୁ...

ଲୁଣାପାଣି, କୁମ୍ଭୀର ଆତଙ୍କ ନିଦ ହଜାଇଛି

ଚାନ୍ଦବାଲି,,୧୬।୧୦(ଅଶୋକ କୁମାର ପଣ୍ଡା):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଶ୍ଚିମରେ ସାଳନ୍ଦୀ, ଦକ୍ଷିଣରେ ବୈତରଣୀ, ପୂର୍ବରେ ମନ୍ତେଇ ନଦୀ ସହ କେତେକ କେନାଲ ଓ ଯୋର ଘେରି ରହିଛି। ନଦୀକୂଳିଆ ଗାଁର ଲୋକେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ପୁରୁଷ ପୁରୁଷ ଧରି...

ପୂଜା ମଣ୍ଡପ ବୁଲିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ

ଧାମନଗର,୧୨।୧୦(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବିଧାୟକ ତଥା ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମହାଷ୍ଟମୀ ଅବସରରେ ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ...

ଭଦ୍ରକରେ ୨୩ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦୁର୍ଗତିନାଶିନୀ

ଭଦ୍ରକ,୧୧ା୧୦(ସନାତନ ରାଉତ): ଭଦ୍ରକ ସହରର ୨୩ଟି ପୂଜାମଣ୍ଡପରେ ମା’ ଦୁର୍ଗତିନାଶିନୀଙ୍କ ପୂଜା ଆରାଧନା ଆରମ୍ଭ ହୋଇଛି। ଶୁକ୍ରବାର ମହାଷ୍ଟମୀ ପୂଜା ଥିବାରୁ ସବୁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସକାଳ ୬ଟାରୁ ଅଷ୍ଟମୀ ପୂଜା ଆରମ୍ଭ ହୋଇଥିବା ବେଳେ ଉପବାସ...

ସୁଭଦ୍ରା KYC ପାଇଁ ବ୍ୟାଙ୍କରେ ଠେଲାପେଲା: ଭିଡ଼ରେ ଜଣେ ଆହତ

ଭଦ୍ରକ,୯।୧୦: ସୁଭଦ୍ରା ପାଇଁ କଓ୍ବୋଇସି ଅପଡେଟ ବେଳେ ବୁଧବାର ଏକ ଅଭାବନୀୟ ସ୍ଥିତ ଦେଖିବାକୁ ମିଳିଛି। ବ୍ୟାଙ୍କରେ ପ୍ରବଳ ଭିଡ଼ ଓ ଠେଲାପେଲା ଭିତରେ ଜଣେ ଯୁବକଙ୍କ ଧକ୍କାରେ ଅନ୍ୟଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ...

ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା

ଭଦ୍ରକ,୯।୧୦: ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା। ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ୧୬୩ ଧାରା ହଟିଛି। ଆଜି ଠାରୁ କଟକଣା ହଟିବା ନେଇ ଉପଜିଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଜାରି ରହିଥିଲା ୧୬୩...

ଚଞ୍ଚକତା କରି ସରପଞ୍ଚ ହାତେଇନେଲେ ରାଶନ କାର୍ଡ

ଚାନ୍ଦବାଲି, ୯।୧୦ (କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଜଳେଶରପୁର ପଞ୍ଚାୟତ ସରପଞ୍ଚ ରାଶନ କାର୍ଡ ହାତେଇଥିବା ନେଇ ଭାଜପା ପକ୍ଷରୁ ସୋମବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ରାଶନ କାର୍ଡ ନମ୍ବର-୦୪୦୫୧୫୧୦୬୮୮ରେ ପରିବାର...

ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା

ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ ଘର ତିହିଡ଼ି ଥାନା ନୂଆନନ୍ଦ ପଞ୍ଚାୟତ ଅଧୀନ ହାଟୁଆରୀ ଗ୍ରାମରେ। ତାଙ୍କ ନାଁରେ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮ ଖଣ୍ଡ ଭୋଟ୍‌ରେ ହରାଇ ପ୍ରଥମଥର ବିଧାୟକ ହୋଇଛନ୍ତି। ନିର୍ବାଚନମଣ୍ଡଳୀର କୁଆଁସରେ ୧୯୮୨ ଜୁନ୍‌...

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି ତିହିଡ଼ି ପୁରୁଣାହାଟରେ ପହଞ୍ଚିଥିଲେ। ପରେ ସେଠାରେ ଆଇନଜୀବୀ ବିଷ୍ଣୁ...

ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଭାଜପା ରାଜ୍ୟ ସଭାପତି

ତିହିଡି,୨।୧୦:ପବିତ୍ର ଗାନ୍ଧୀ ଜୟନ୍ତୀରେ ତିହିଡି ବ୍ଲକ ଅଧୀନ ପିରହାଟ କାଳିପଡିଆସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମାଲ୍ୟାର୍ପଣ କରିଛନ୍ତି। ଭାଜପା ପକ୍ଷରୁ ପାଳିତ ହେଉଥିବା ସେବା ପକ୍ଷ ଅବସରରେ ସଭାପତି ସାମଲ ବୁଧବାର ସକାଳେ...

ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri