ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ
ଧାମନଗର,୧୮।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ସରିଫ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ଧାମନଗର ପୋଲିସ ସୋମବାର ରାତିରେ ଚଢ଼ାଉ କରି ୩ ଜୁଆଡ଼ୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଲଣାସାହି ଗ୍ରାମର ସିତାର ଖାଁ, ଦକ୍ଷିଣ ବାଡ ଗ୍ରାମର ସଞ୍ଜୟ…
ମାଟ୍ରିକ ପରୀକ୍ଷା ଲାଗି ବିଦ୍ୟୁତ୍ କାଟ ବନ୍ଦ ଦାବି
ଭଦ୍ରକ ଅଫିସ, ୧୭ା୨-ମାଟ୍ରିକ ପରୀକ୍ଷା ଆଉ ଗୋଟିଏ ଦିନ ଥିବାରୁ ନେସ୍କୋ ପକ୍ଷରୁ କରାଯାଉଥିବା ବିଦ୍ୟୁତ୍ କାଟ ବନ୍ଦ କରାଯିବାକୁ ଦାବି ହୋଇଛି। ଏପରିକି ବକେୟା ବିଦ୍ୟୁତ୍ ଦେୟ ସଂଗ୍ରହ ନାଁରେ ଘରୋଇ ଉପଭୋକ୍ତାଙ୍କ ବିଦ୍ୟୁତ୍ କାଟ ବନ୍ଦ କରାଯାଉ ବୋଲି…
ସହାୟତା ପାଇଁ କର୍କଟ ରୋଗୀ ପ୍ରଶାସନର ଦ୍ୱାରସ୍ଥ
ଭଦ୍ରକ ଅଫିସ, ୧୭ା୨- ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଅଭିଯୋଗ ଶୁଣାଣିରେ କର୍କଟ ରୋଗରେ ପୀଡ଼ିତ ଭଦ୍ରକ ବ୍ଲକ ବେଲଦା ଗ୍ରାମର ରାଜନ ଯେନା ଆର୍ଥିକ ସହାୟତା ପାଇଁ ନିବେଦନ କରିଛନ୍ତି। ଭଦ୍ରକ ସୋସିଆଲ ସର୍ଭିସ ସଂଗଠନ ସହାୟତାରେ ରୋଗୀଙ୍କ ଗାଁରୁ…
ସ୍ବୟଂ ସହାୟକ ଗୋଷ୍ଠୀର ଚଢ଼ାଉ ପରେ ଚୋରାମଦ ବେପାରୀ ଗିରଫ
ପଦ୍ମପୁର,୧୭।୨(ଡି.ଏନ୍.ଏ.): ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ଗ୍ରାମ ପଞ୍ଚାୟତ ସନନ୍ଦପୁର ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ଶତାଧିକ ମହିଳା ସୋମବାର ଚୋରାମଦ ବିକ୍ରେତାଙ୍କ ଘରେ ଚଢ଼ାଉ କରିଛନ୍ତି। ଗ୍ରାମରେ ଦୀର୍ଘ ଦିନ ଧରି ଦେଶୀ ଓ ବିଦେଶୀ ମଦ ବିକ୍ରିହେବା ସହ…
ଗ୍ୟାସରୁ ନିଆଁ ଲାଗି ମହିଳାଙ୍କ ସମେତ ୬ ବଖରା ଜଳିଗଲା
ଚାନ୍ଦବାଲି,୧୭।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଚଡ଼ଦିଆ ଗ୍ରାମରେ ଏକ ରନ୍ଧନ ଗ୍ୟାସ୍ ଟାଙ୍କି ଲିକ୍ ହୋଇ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ପଡ଼ୋଶୀଙ୍କ ଘର ସମେତ ୬ ବଖରା ଜଳିଯାଇଛି। ଖବର ପାଇ ଚାନ୍ଦବାଲି ତହସିଲଦାର ଘଟଣାସ୍ଥଳରେ ପହଞ୍ଚି…
ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର
ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍…
ଛାତ୍ରୀଙ୍କୁ ଅସଦାଚରଣ: ଶିକ୍ଷକ ଗିରଫ
ବନ୍ତ,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଏକ ବିଦ୍ୟାଳୟର ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଶିକ୍ଷକ ହେଲେ ସେହି ଅଞ୍ଚଳର ସଜୀବ ଦାସ।…
ବିଧାୟକ ପ୍ରତିନିଧିଙ୍କ ଭାଇଙ୍କୁ ଅପହରଣ: ବ୍ୟବହୃତ ଗାଡି ଜବତ
ବାସୁଦେବପୁର,୧୬।୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାଶଙ୍କ ବଡ଼ ଭାଇ ଅଶୋକ କୁମାରଙ୍କୁ ଶନିବାର ରାତିରେ ଅପହରଣ କରାଯାଇଥିବା ବାସୁଦେବପୁର ଥାନାରେ ଅଭିଯୋଗ ହୋଇଛି। ଖବରପାଇ ପୋଲିସ ତନାଘନା ଆରମ୍ଭ କରିବା ପରେ ସୋର ପୋଲିସ ସହାୟତାରେ…
ପାଚେରି ଭଙ୍ଗାକୁ ନେଇ ଉତ୍ତେଜନା
ଧାମନଗର,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗରରେ ପାଣି ଟାଙ୍କି ପାଚେରି ଭଙ୍ଗାକୁ ନେଇ ଶନିବାର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏହାକୁ କେନ୍ଦ୍ରକରି ଉତ୍ତେଜନା ପ୍ରକାଶ ପାଇଥିଲା। ସନ୍ଧ୍ୟାରେ ଧାମନଗର ଥାନା ପରିସରରେ ଏକ ଜରୁରିକାଳୀନ ଶାନ୍ତି କମିଟି ବୈଠକ ବସି ଘଟଣାର ସମାଧାନ…
ଟାଟା ମ୍ୟାଜିକ୍କୁ ୧୭,୫୦୦ ଜରିମାନା
ଭଦ୍ରକ ଅଫିସ,୧୫।୨-ଭଦ୍ରକ ଆର୍ଟିଓ ପକ୍ଷରୁ ଶନିବାର ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଏକ ଟାଟା ମ୍ୟାଜିକ୍କୁ ଜରିମାନା କରାଯାଇଛି। ସୂଚନା ଅନୁଯାୟୀ, ଟାଟା ମ୍ୟାଜିକ୍ (ନଂ ଓଆର୍ ୨୨ ଇ ୪୦୬୫) ସ୍କୁଲ ପିଲାଙ୍କୁ ନେଇ ଇଚ୍ଛାପୁରସ୍ଥିତ ଏକ ବେସରକାରୀ…
ହାତପାହାନ୍ତାରେ ଝୁଲୁଛି ବିପଦ
ଭଦ୍ରକ ଅଫିସ, ୧୫।୨- ଭଦ୍ରକ ଜିଲା ଧାମନଗର ବ୍ଲକ ପଦ୍ମପୋଖରୀ ଛକ ନିକଟରେ ହାତପାହାନ୍ତାରେ ଝୁଲିଛି ବିପଦ। ସତେ ଯେପରି ଯେକୌଣସି ମୁହୂର୍ତ୍ତରେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ୍ ତାର ବିପଦକୁ ଚାହିଁ ରହିଛି। ଧାମନଗର ବ୍ଲକର ଭଗବାନପୁର ଏବଂ…
ଆବାସ ଯୋଜନାରେ ନାମ ତାଲିକାଭୁକ୍ତ ପାଇଁ ଭିଡ଼
ବନ୍ତ,୧୪ା୨(ସ୍ବ.ପ୍ର./ଡି.ଏନ.ଏ.)-ବନ୍ତ ବ୍ଲକର ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ କାନ୍ଥରେ ଦୁଇଦିନ ତଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଲିକାଭୁକ୍ତ ହୋଇଥିବା ହିତାଧିକାରୀମାନଙ୍କ ନାମ ପ୍ରକାଶ ପାଇଛି। ଏହି ତାଲିକାରୁ ବାଦ୍ ପଡ଼ିଥିବା ହିତାଧିକାରୀମାନେ ନିଜ ନାମ ତାଲିକାଭୁକ୍ତ କରାଇବା ପାଇଁ ଆବେଦନ ଲାଗି…
Archives


