ଭଦ୍ରକ

ହାତପାହାନ୍ତାରେ ଝୁଲୁଛି ବିପଦ

ଭଦ୍ରକ ଅଫିସ, ୧୫।୨- ଭଦ୍ରକ ଜିଲା ଧାମନଗର ବ୍ଲକ ପଦ୍ମପୋଖରୀ ଛକ ନିକଟରେ ହାତପାହାନ୍ତାରେ ଝୁଲିଛି ବିପଦ। ସତେ ଯେପରି ଯେକୌଣସି ମୁହୂର୍ତ୍ତରେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ୍‌ ତାର ବିପଦକୁ ଚାହିଁ ରହିଛି। ଧାମନଗର ବ୍ଲକର ଭଗବାନପୁର ଏବଂ…

ଆବାସ ଯୋଜନାରେ ନାମ ତାଲିକାଭୁକ୍ତ ପାଇଁ ଭିଡ଼

ବନ୍ତ,୧୪ା୨(ସ୍ବ.ପ୍ର./ଡି.ଏନ.ଏ.)-ବନ୍ତ ବ୍ଲକର ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ କାନ୍ଥରେ ଦୁଇଦିନ ତଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଲିକାଭୁକ୍ତ ହୋଇଥିବା ହିତାଧିକାରୀମାନଙ୍କ ନାମ ପ୍ରକାଶ ପାଇଛି। ଏହି ତାଲିକାରୁ ବାଦ୍‌ ପଡ଼ିଥିବା ହିତାଧିକାରୀମାନେ ନିଜ ନାମ ତାଲିକାଭୁକ୍ତ କରାଇବା ପାଇଁ ଆବେଦନ ଲାଗି…

ଜବରଦଖଲ ଉଚ୍ଛେଦ ବେଳେ ଅଧିକାରୀ, ପୋଲିସକୁ ମାଡ଼; ୩ ଗିରଫ

ପଦ୍ମପୁର, ୧୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର ବନ୍ଧସାହି ଠାରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ ବେଳେ ଅତିରିକ୍ତ ତହସିଲଦାର ଓ ପୋଲିସକୁ ଦୁର୍ବ୍ୟବହାର ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ…

ଜଳିଗଲା ୩ ବଖରା: ଆସବାବପତ୍ର, ଧାନଚାଉଳ ପୋଡ଼ି ପାଉଁଶ

ପଦ୍ମପୁର,୧୩।୨(ଡି.ଏନ୍‌.ଏ.): ଭଦ୍ରକ ବ୍ଲକ ଅଧୀନ ଗୋରାମାଟି ପଞ୍ଚାୟତସ୍ଥ ତୋରଣମଦା ଗ୍ରାମର ପଞ୍ଚାନନ ଜେନାଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯାଇଛି। ଘରେ ଥିବା ଆସବାବପତ୍ର ସମେତ ଧାନ ଚାଉଳ ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଖବର…

ଆବାସ ଯୋଜନାରେ ଅନିୟମିତତା: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ପଦ୍ମପୁର,୧୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ପଦ୍ମପୁରର ସାନକୃଷ୍ଣପୁର ପଞ୍ଚାୟତରେ ଆବାସ ଯୋଜନାରେ ଅନିୟମିତତା ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ଗୁରୁବାର ଗ୍ରାମବାସୀ ତାଲା ପକାଇ ଦେଇଛନ୍ତି। ଏଥିସହ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରାଉ କରିଥିଲେ। ଖବର ଲେଖାହେବା ପର୍ଯ୍ୟନ୍ତ ଧାରଣା ଜାରି ରହିଛି।

ତହସିଲର ୨ କିରାଣି ନିଲମ୍ବିତ

ତିହିଡ଼ି,୧୨।୨(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ କାର୍ଯ୍ୟାଳୟର କିରାଣି କମଳାକାନ୍ତ ଗିରି ଓ ଗଣେଶ୍ୱର ସିଂଙ୍କୁ ନିଲମ୍ବନ କରାଯାଇଛି। ଜିଲା ପ୍ରଶାସନ ଚିଠି ନଂ ୨୩୯୧ ଓ ୨୩୯୩/୨୦ରେ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାଯାଇଛି। ସୂଚନା ଅନୁସାରେ, କାର୍ଯ୍ୟାଳୟରେ ଲୋକଙ୍କୁ ହଇରାଣ…

ଯୁବତୀ ଅପହରଣ ଘଟଣା: ଏସ୍‌ପି ଅଫିସ ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ଭଦ୍ରକ ଅଫିସ,୧୨।୨: ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ଅପହରଣ କରିନେଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଇତିମଧ୍ୟରେ ଚାରିମାସ ବିତିଯାଇଥିଲେ ମଧ୍ୟ ଯୁବତୀଙ୍କୁ ଉଦ୍ଧାର କରାଯାଇ ନ ଥିବା ଯୋଗୁ ବୁଧବାର ତାଙ୍କ…

ଘର ସହ ଜଳିଗଲେ ନବବଧୂ

ଭଦ୍ରକ ଅଫିସ, ୧୨।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ସେରପୁର ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଘଟି ତିନି ବଖରା ସହ ଜଣେ ନବବଧୂ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକ ଜଣକ ହେଲେ ସରୋଜିନୀ ପରିଡା। ସରୋଜିନୀଙ୍କୁ…

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ

ଭଦ୍ରକ ଅଫିସ, ୧୨।୨: ଭଦ୍ରକ ଟାଉନ ଥାନା ଅର୍ନ୍ତଗତ ବାଇପାସ ଛକଠାରେ ରାସ୍ତା ଉପରେ ଏକ ଧାନ ବୋଝେଇ ଟ୍ରକ(ନମ୍ବର-ଓଆର୍‌୨୨ଏ୧୨୭୧) ଓଲଟି ପଡିଛି। ଟ୍ରକଟି ତିହିଡି ବ୍ଲକ ଭାଟପଡା ସୋସାଇଟିରୁ ଧାନ ନେଇ ଚରମ୍ପା ପିପି ରାଇସ ମିଲକୁ ଆସୁଥିବା ବେଳେ…

କୁହୁଡି ହେଲା କାଳ: ଆମ୍ବୁଲାନ୍ସକୁ ପିଟିଲା ଆମ୍ବୁଲାନ୍ସ, ୪ ଆହତ

ଭଦ୍ରକ ଅଫିସ, ୧୨।୨: କୁହୁଡି ଯୋଗୁ ଆମ୍ବୁଲାନ୍ସକୁ ପଛରୁ ପିଟିଛି ଆଉ ଏକ ଆମ୍ବୁଲାନ୍ସ। ଏଥିରେ ଦୁଇ ଜଣ ରୋଗୀଙ୍କ ସହ ୪ଜଣ ଆହତ ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥନ୍‌ର ଭଦ୍ରକ ଡାହାଣୀଗଢିଆ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘନ…

ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ଓ ୨୦ ଜଣରୁ ଅଧିକ…

କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି। ଏ ନେଇ ପୂର୍ବତନ ସରପଞ୍ଚ ସୁରଜିତ ପାତ୍ର ଶତାଧିକ ଦସ୍ତଖତ ସମ୍ବଳିତ ଦାବିପତ୍ର ଜିଲାପାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri