ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ପରଲୋକ
ଧାମନଗର,୧।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିର ବିଶିଷ୍ଟ ସମାଜସେବୀ ତଥା ପୂର୍ବତନ ପ୍ରଧାନ ଶିକ୍ଷକ ଗୌରାଙ୍ଗ ଚରଣ ଦାସଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ଗୌରାଙ୍ଗ ଅନେକ ଦିନ ଧରି ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟ ସମସ୍ୟାରେ…
ସହାୟତା ଅପେକ୍ଷାରେ ସଞ୍ଜୟ
ପଦ୍ମପୁର,୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ପଞ୍ଚାୟତ ଅଧୀନ ଗଦି ଗ୍ରାମର ସଞ୍ଜୟ ବଳ(୩୪)। ଘରେ ବାପା, ମା’, ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ନେଇ ତାଙ୍କର ସଂସାର। କେରଳରେ ଏକ ବେସରକାରୀ କମ୍ପାନୀରେ ଚାକିରି କରି ପରିବାର ଚଳାଉଥିଲେ। ହେଲେ…
ଉଦ୍ଘାଟନ ପୂର୍ବରୁ ଭାଙ୍ଗିଦେଲେ ଫଳକ
ଧାମନଗର, ୩୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକରେ ନୂତନ ଭାବେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଶୁକ୍ରବାର ଉଦ୍ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଗୁରୁବାର ରାତିରେ ଉଦ୍ଘାଟନ ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଫଳକରେ ସ୍ଥାନୀୟ…
ଆଖଣ୍ଡଳମଣିଙ୍କ ଜାଗର ମହୋତ୍ସବ ପ୍ରସ୍ତୁତି
ଭଦ୍ରକ ଅଫିସ,୩୦।୧ – ଭଦ୍ରକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ବୁଧବାର ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ଜାଗର ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଫେବୃୟାରୀ ୨୧ରେ ଥିବା ମହାଶିବରାତ୍ରି ପାଇଁ ଆୟୋଜିତ…
ଭିତ୍ତିଭୂମି ଅବ୍ୟବସ୍ଥା, ଖୋଲାରେ ପଡ଼ିରହିଛି ଧାନ
ବାସୁଦେବପୁର, ୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର କୃଷିପ୍ରଧାନ ବ୍ଲକ। ବ୍ଲକରେ ମୋଟ ୩୪ ଶହ ହେକ୍ଟର ଚାଷଜମିରୁ ୩୨ ଶହ ହେକ୍ଟର ଜମିରେ ଧାନ ଚାଷ ଚଳିତ ଖରିଫ ଋତୁରେ ହୋଇଥିଲା। ଚାଷୀମାନଙ୍କର ବଳକା ଧାନକୁ ସମବାୟ ସମିତି ମାଧ୍ୟମରେ ବିକ୍ରି ଉଦ୍ଦେଶ୍ୟରେ…
ସମିତି ଋଣ ପରିଶୋଧ ନ କରି ଗିରଫ
ଭଣ୍ଡାରିପୋଖରୀ, ୨୯ା୧(ଡି.ଏନ୍.ଏ.)-ସେବା ସମବାୟ ସମିତିରୁ ଋଣ ଆଣି ପରିଶୋଧ ନ କରିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ଗ୍ରାମର ବୃନ୍ଦାବନ ନାୟକ। ବୃନ୍ଦାବନ ତେସିଙ୍ଗା ସେବା ସମବାୟ ସମିତିରୁ ବ୍ୟବସାୟ ପାଇଁ…
୩୦ରୁ ତିହିଡ଼ି ମହୋତ୍ସବ
ତିହିଡ଼ି,୨୯ା୧(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି କାଳିପଡ଼ିଆରେ ଆସନ୍ତା ୩୦ ତାରିଖଠାରୁ ତିହିଡ଼ି ମହୋତ୍ସବ ଆରମ୍ଭ ହେବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୋମବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ମହୋତ୍ସବର କର୍ମକର୍ତ୍ତା…
ରଟନ୍ତି କାଳୀପୂଜାରେ ଝଲସୁଛି ଅସୁରାଳି
ଧାମନଗର, ୨୮।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିରେ ଶନିବାର ରାତିରୁ ଆରମ୍ଭ ହୋଇଛି ମା’ ରଟନ୍ତି କାଳୀପୂଜା। ଏଥିପାଇଁ ଅସୁରାଳି ଉତ୍ସବମୁଖର ହୋଇଥିବାବେଳେ ବିଭିନ୍ନ ସାଜସଜ୍ଜା ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି। ବିଭିନ୍ନ ଅଞ୍ଚଳରୁ ଶ୍ରଦ୍ଧାଳୁମାନେ ଆସି ମା’ଙ୍କୁ ଦର୍ଶନ କରୁଛନ୍ତି।…
ଲୁଟିନେଲେ ୫ ଲକ୍ଷ ୫୦ ହଜାର ଟଙ୍କା
ଭଦ୍ରକ ଅଫିସ,୨୮।୧-ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଚୁଡ଼ାକୁଟି ବଜାରରେ ଥିବା ଏକ ଏଟିଏମ୍ରେ ଟଙ୍କା ଭର୍ତ୍ତି କରିବାକୁ ଯାଉଥିବା ଦୁଇ କର୍ମଚାରୀଙ୍କଠାରୁ ସୋମବାର ରାତିରେ ୫ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଦୁଇଟି ବାଇକ୍ରେ…
ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ
ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ସଂଗ୍ରାମୀ ମାଟି ଭଦ୍ରକର…
ସମିତିରେ ତାଲା ପକାଇଲେ ଚାଷୀ
ବାସୁଦେବପୁର,୨୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ସେବା ସମବାୟ ସମିତିରେ ଧାନ ବିକ୍ରି କ୍ଷେତ୍ରରେ ଚାଷୀମାନେ ଅସୁବିଧାରେ ପଡ଼ିଥିବାରୁ ଏହାର ପ୍ରତିବାଦରେ ସେମାନେ ଶନିବାର ସମିତି ଫାଟକରେ ତାଲା ପକାଇ ଦେଇଛନ୍ତି। ଫଳରେ ଧାନକିଣା କାର୍ଯ୍ୟ ବନ୍ଦ ରହିଛି। ଚଳିତବର୍ଷ ୩୦ରୁ…
ଧାନ କିଣାରେ ଅନିୟମିତତା
ପଦ୍ମପୁର,୨୫।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ନେଇ ଚାଷୀମାନେ ଶୁକ୍ରବାର ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ଜିଲା ଆରକ୍ଷୀ ଅଧୀକ୍ଷକ, ନାୟକାଣିଡିହୀ ଥାନାଧିକାରୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି।…
Archives


