ଭଦ୍ରକ

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା: ନିରପେକ୍ଷ ତଦନ୍ତ ଦାବି

ଭଦ୍ରକ ଅଫିସ, ୭।୨-ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ୧୯ ଦିନ ତଳେ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ସେତେବେଳେ ରେଲଓ୍ବେ ପୋଲିସ ହାଲ୍‌କା ଭାବେ ନେଇ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ…

ବରିଷ୍ଠ ସାମ୍ବାଦିକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ଧରିତ୍ରୀର ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ୱର ସଂସ୍କରଣ ମୁଖ୍ୟ ଉପେନ୍ଦ୍ର ପ୍ରସାଦ ମହାଲାଙ୍କ ଧର୍ମପତ୍ନୀ ପ୍ରଭାତୀ ମହାଲା(୫୧)ଙ୍କ ଗୁରୁବାର ରାତି ସାଢ଼େ ୧୦ଟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ୨୦୧୮ ନଭେମ୍ବରରୁ କର୍କଟ ରୋଗରେ ପୀଡ଼ିତ…

ଜବରଦଖଲ ଉଚ୍ଛେଦ ଦାବିରେ ଅନଶନ

ବନ୍ତ,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ଷେଣ୍ଢତୀରା ପଞ୍ଚାୟତ ଅଧୀନ ବରପଦା ରାଜସ୍ବ ଗ୍ରାମର ସରକାରୀ ବସ୍ତି ଯୋଗ୍ୟ ଜମି ଜବରଦଖଲ ଉଚ୍ଛେଦ ଦାବିରେ ବୁଧବାର ଗ୍ରାମର ମହିଳା ଓ ପୁରୁଷମାନେ ତହସିଲ ଅଫିସ୍‌ ସମ୍ମୁଖରେ ଅନଶନରେ ବସିଥିଲେ। ସେମାନେ ଅଭିଯୋଗ କରିଥିଲେ…

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍‌ପି

ପଦ୍ମପୁର,୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଅଞ୍ଚଳର ଜଣେ କଲେଜ ଛାତ୍ରୀ ଗତ ୨୧ ତାରିଖରେ ଭଦ୍ରକ ଷ୍ଟେଶନରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏ ନେଇ ରେଲଓ୍ବେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ଛାତ୍ରୀଙ୍କ ଆତ୍ମହତ୍ୟାର…

ରାଜସ୍ବ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ

ଭଣ୍ଡାରିପୋଖରୀ,୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲର ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍‌ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆମାନେ ମଞ୍ଜୁରୀରୋଡ୍‌ସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ପଶି ଗତ ସୋମବାର ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ୨୧ ଜଣଙ୍କ ନାମରେ ମାମଲା…

ବିଶୃଙ୍ଖଳିତ ଛାତ୍ରୀଛାତ୍ରଙ୍କ ବହିଷ୍କାର ଦାବିରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଘେରାଉ

ତିହିଡ଼ି,୬।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରାୟଣ ମାଧବ ଅର୍ଜୁନ କଲେଜର ଛାତ୍ରୀଛାତ୍ର ଗୁରୁବାର ମଧ୍ୟାହ୍ନରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ବିଶୃଙ୍ଖଳିତ କିଛି ଛାତ୍ରୀଛାତ୍ରଙ୍କୁ କଲେଜରୁ ବହିଷ୍କାର ଦାବିରେ ଏହି ଆନ୍ଦୋଳନ କରାଯାଇଛି। ଅଧ୍ୟକ୍ଷ ଡ.ଅଜିଜୁର…

ଆନ୍ଦୋଳନରୁ ଓହରିଲେ ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀ

ଭଣ୍ଡାରିପୋଖରୀ,୫।୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍‌ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆଙ୍କ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ରାଜସ୍ବ ଅମଲା ଓ କ୍ଷେତ୍ର କର୍ମଚାରୀମାନେ ମଙ୍ଗଳବାରଠାରୁ କଲମଛାଡ଼ ଆନ୍ଦୋଳନ କରିଥିଲେ। ବୁଧବାର ଦ୍ୱିତୀୟ ଦିନରେ କର୍ମଚାରୀଙ୍କ…

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: କଲମଛାଡ଼ ଆନ୍ଦୋଳନ ପ୍ରତ୍ୟାହୃତ

ଭଣ୍ଡାରିପୋଖରୀ,୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଜସ୍ବ…

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟଣ ସାମଲ ଆହତ…

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ୨୧ ଜଣଙ୍କ ନାମରେ ମାମଲା ରୁଜୁ

ଭଣ୍ଡାରିପୋଖରୀ, ୫ା୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବେଆଇନ ବାଲି ଚୋରାଚାଲାଣ ରୋକିବାକୁ ଉଦ୍ୟମ କରି ମଞ୍ଜୁରିରୋଡ଼ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଓ ଆର୍‌ଆଇ ରାମନାରାୟଣ ସାମଲ ବାଲିମାଫିଆଙ୍କ ଆକ୍ରମଣର…

ଶୁଖିଲା ପଡିଛି ନଦୀ ଗର୍ଭ

ଧାମନଗର, ୫ା୨(ଡି.ଏନ.ଏ.)-ଧାମନଗର ବ୍ଲକରେ ନଦୀସଂସ୍କାର ଯୋଜନାରେ ସରକାର କୋଟିକୋଟି ଟଙ୍କା ବ୍ୟୟକରି ପୋତି ହୋଇ ପଡିଥିବା ବିଭିନ୍ନ ନଦୀର ସଂସ୍କାର କାର୍ଯ୍ୟ ହୋଇ ଚାଷୀମାନଙ୍କ ମନରେ ହସ ଫୁଟାଇଥିଲା। ପ୍ରଥମରୁ ଏହାକୁ ଚାଷୀକୂଳ ସ୍ବାଗତ କରିଥିବାବେଳେ ବର୍ତ୍ତମାନ ବର୍ଷା ଏବଂ ବନ୍ୟା…

ଶେଷ ହେଲା ତିହିଡ଼ି ମହୋତ୍ସବ: ମନ ମୋହିଲେ ଶ୍ରବଣ କୁମାର ଓ ଗାନ୍ଧୀ, ଜବାହାର

ତିହିଡ଼ି,୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି କାଳୀପଡ଼ିଆରେ ଶ୍ୟାମା କ୍ଲବ ପକ୍ଷରୁ ୫ଦିନ ଧରି ଚାଲିଥିବା ୩ୟ ତିହିଡ଼ି ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି । ମହୋତ୍ସବର ଫାଟକ ପାର୍ଶ୍ୱରେ ଶ୍ରବଣ କୁମାର ଓ ମହାତ୍ମାଗାନ୍ଧୀ ଏବଂ ଜବାହରଲାଲ ନେହେରୁଙ୍କ ଜୀବନ୍ତ ମୂର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri