ଭଦ୍ରକ

ଆଖଣ୍ଡଳମଣି ପୀଠରେ ଭକ୍ତଙ୍କ ଭିଡ଼

ଆରଡ଼ି,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିି ଉତ୍ସବମୁଖର ହୋଇଉଠିଛି। ଶ୍ରଦ୍ଧାଳୁମାନେ ରାତିରୁ ଲମ୍ବାଧାଡ଼ିରେ ଆସି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶିବରାତ୍ରିରେ ବାବାଙ୍କୁ ଦର୍ଶନ କଲେ କୋଟିଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ବାସ ରହିଛି । ଭିଡ଼ ନିୟନ୍ତ୍ରଣ…

ଆଜି ମହାଶିବରାତ୍ରି: ଚଳଚଞ୍ଚଳ ଆଖଣ୍ଡଳମଣି ପୀଠ

ଆରଡ଼ି,୨୧।୨ (ଡି.ଏନ.ଏ.)-ମହାଶିବରାତ୍ରି ପାଇଁ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ଜିଲା, ପୋଲିସ ଓ ମନ୍ଦିର ପ୍ରଶାସନ ତତ୍ପର ହୋଇପଡ଼ିଛନ୍ତି। ଶୁକ୍ରବାର ଭୋର ୪ଟାରେ ମନ୍ଦିର ପହଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯିବ। କନିକା…

ଧାମରା ବନ୍ଦରରେ ବାଂଲାଦେଶର ଜାହାଜ: ଚାଇନା କର୍ମଚାରୀ ଅବତରଣକୁ ନେଇ ଗୁଜବ

ଚାନ୍ଦବାଲି,୨୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମରା ବନ୍ଦରରେ ବୁଧବାର ବାଂଲାଦେଶର ଦୁଇଟି ଜାହାଜ ଇସ୍ପାତ ନେବାକୁ ଲାଗିଛି। ଏହି ଦୁଇ ଜାହାଜରେ ଚାଇନା କର୍ମଚାରୀ ଧାମରା ବନ୍ଦରରେ ଅବତରଣକୁ ନେଇ ଗୁଜବ ପ୍ରକାଶ ପାଇଛି। ଚାଇନା ଜାହାଜର କର୍ମଚାରୀଙ୍କ ଦ୍ୱାରା କରୋନା ସଂକ୍ରମଣ ହେବାର…

ଏକାଧିକ ଯୁବତୀଙ୍କୁ ଅଶ୍ଳୀଳ ମେସେଜ ପଠାଇ ବୃଦ୍ଧ ଗିରଫ

ଭଦ୍ରକ ଅଫିସ,୨୦।୨: ଯୁବତୀଙ୍କୁ ଅଶ୍ଳୀଳ ମେସେଜ ପଠାଇବା ଅଭିଯୋଗରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ଏରେଇଁ ଅଞ୍ଚଳର ଏସ୍‌. କେ. ସରିଫ। ସରିଫଙ୍କ ନିଜ ଘର ଜଟଣୀ ଅଞ୍ଚଳରେ…

ପଦାରେ ପଡ଼ିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ

ଭଦ୍ରକ ଅଫିସ, ୨୦।୨- ପୁରୀରେ ରାଜ୍ୟ ପ୍ରଭାରୀ ଓ ପିସିସି ମୁଖିଆଙ୍କ ଉପସ୍ଥିତିରେ କଂଗ୍ରେସର ଦୁଇଗୋଷ୍ଠୀ ହାତାହାତି ହୋଇଥିଲେ। ଏହି ଘଟଣାର ସମାଧାନ ନ ହେଉଣୁ ବୁଧବାର ଭଦ୍ରକ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ରାଜ୍ୟ ପ୍ରଭାରୀ…

ଜରି ବସ୍ତାରେ ଧାନ କିଣାକୁ ନେଇ ବିବାଦ

ପଦ୍ମପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗଠାରେ ମହିଳା ମହାସଂଘ ପକ୍ଷରୁ ଗୋରାମାଟି ଓ ସାବରଙ୍ଗ ପଞ୍ଚାୟତର ଚାଷୀଙ୍କଠାରୁ ଧାନ କିଣା ଯାଉଛି। ପ୍ରଥମରୁ ଝୋଟ ଅଖାରେ ଚାଷୀମାନଙ୍କଠାରୁ ଧାନ କିଣାଯାଇ ମିଲ୍‌କୁ ପଠାଯାଉଥିଲା। ଏବେ ସଂଘ ତରଫରୁ ଜରି ବସ୍ତାରେ…

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ ଅନୁଧ୍ୟାନ ପାଇଁ ବୁଧବାର ଭଦ୍ରକ ଗସ୍ତ କରିଥିଲେ। ଭଦ୍ରକ ରାଣୀତାଲସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର…

୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ଓଲଟିଲା ବସ୍‌

ଭଣ୍ଡାରିପୋଖରୀ,୧୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟିଛି। ଏଥିରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ସେମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି…

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା: ଭଦ୍ରକର ୧୧୭ କେନ୍ଦ୍ରରେ ୨୩,୫୬୩ ପରୀକ୍ଷାର୍ଥୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୧୯ା୨- ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଭଦ୍ରକ ଜିଲାର ୭ଟି ବ୍ଲକରେ ମୋଟ ୧୧୭ଟି ପରୀକ୍ଷା କେନ୍ଦ୍ରରେ ୨୩, ୫୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଜିଲା ଶିକ୍ଷାବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା…

ମୋବାଇଲ ଦାବି କରୁଛନ୍ତି ହିତାଧିକାରୀ

ତିହିଡ଼ି,୧୯।୨(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ମୋଟ ୧୧,୬୦୯ ଜଣ ହିତାଧିକାରୀଙ୍କ ମୋବାଇଲ ନମ୍ବର ସଂଗ୍ରହ କରାଯିବ। ମୋ ସରକାର ଆପ୍‌ରେ ଏହି ମୋବାଇଲ ନମ୍ବର ସଂଯୋଗ କରାଯିବାକୁ ସ୍ଥିର ହୋଇଛି। ସୋମବାର ସୁଦ୍ଧା ୬,୩୨୦ ଜଣଙ୍କ ନମ୍ବର…

ଫେରାର ନିର୍ବାହୀ ଯନ୍ତ୍ରୀଙ୍କୁ ଭୁବନେଶ୍ୱରରୁ ଗିରଫ କଲା ଭିଜିଲାନ୍ସ

ଭଦ୍ରକ ଅଫିସ,୧୮।୨- ଲାଞ୍ଚ ନେବା ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ମାସେ ହେଲା ଫେରାର ଥିବା ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୧)ର ନିର୍ବାହୀ ଯନ୍ତ୍ରୀ ମାନସ କୁମାର ମହାନ୍ତିଙ୍କୁ ଭିଜିଲାନ୍ସର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱର ପଟିଆସ୍ଥିତ ତାଙ୍କ ଘରୁ ଗିରଫ କରିଛି।…

ପାଟ୍ରୋଲିଂ ବେଳେ ମଦ ଜବତ: ଜଣେ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ସୋମବାର ରାତିରେ ଭଗବାନପୁର ଛକ ନିକଟରୁ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ବୋତଲ (୬ ଲିଟର ୨ ଶହ ଗ୍ରାମ) ଦେଶୀ ମଦ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ଭଗବାନପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri