ପଥରଆଡି ମନ୍ଦିରରୁ ଚୋରି
ଭଦ୍ରକ ଅଫିସ,୨୩।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ପଥରଆଡିସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ବୁଧବାର ରାତିରେ କେହି ଦୁବୃର୍ତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି। ରାଧାକୃଷ୍ଣଙ୍କ ପିତଳ ପ୍ରତିମୂର୍ତ୍ତି ସହ ସୁନା ଅଳଙ୍କାର, ଦାନବକ୍ସ ଚୋରି କରିନେଇଥବା ଜଣାପଡିଛି। ଗୁରୁବାର ପୋଲିସ…
ମିଳିନି ବୁଲ୍ବୁଲ୍ କ୍ଷୟକ୍ଷତି ସହାୟତା
ଭଦ୍ରକ ଅଫିସ, ୨୩।୧-ଭଦ୍ରକ ଜିଲାରେ ଖରିଫ୍ ଧାନ ଅମଳ ସରିବାକୁ ବସିଲାଣି। ହେଲେ ଏଯାଏ ବୁଲ୍ବୁଲ୍ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିଲାନି ଇନ୍ପୁଟ୍ ସବ୍ସିଡି। ଯାହାକୁ ନେଇ କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ ପ୍ରତି ଅଭିଯୋଗ…
ସଫା ଆଳରେ ସୁନାଗହଣା ଲୁଟ୍
ଧାମନଗର,୨୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପଳିକିରି ମେଳଣଡିହି ଗ୍ରାମର ଆରତି ଦାସ ନାମ୍ନୀ ଜଣେ ମହିଳାଙ୍କଠାରୁ ସଫା ଆଳରେ ସୁନାଗହଣା ଲୁଟ୍ ହୋଇଥିବା ଧାମନଗର ଥାନାରେ ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁସାରେ, ବୁଧବାର ଦୁଇଜଣ ଅଚିହ୍ନା ଯୁବକ ସୁନା ଗହଣା…
ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନଗଲା
ପଦ୍ମପୁର,୨୨।୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଧୀନ ଏକର ସାହି ଗ୍ରାମ ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ ସେନାପତି (୭୫)। ମଙ୍ଗଳବାର ରାତିରେ ଅର୍ଜୁନ ଶୌଚହେବା ପାଇଁ ଯାଇ ଘରକୁ ଫେରି ନ ଥିଲେ। ପରିବାରଲୋକେ…
ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର: ୧୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ
ବାସୁଦେବପୁର, ୨୨।୧(ଡି.ଏନ.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବଳିବିନ୍ଧା ଗ୍ରାମର ଚାରିଘରିଆ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ଟି ପରିବାରର ୧୦ ବଖରା ଘର ସମ୍ପୂର୍ଣ୍ଣ ପୋଡିଯାଇଥିବା ଜଣାପଡିଛି। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…
ବାଦ୍ ପଡିଥିବା ତାଲିକାଭୁକ୍ତ ଉପଭୋକ୍ତାଙ୍କୁ ମିଳିବ ସଂଯୋଗ
ତିହିଡ଼ି, ୨୨ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବିଦ୍ୟୁତ୍ ଉପଖଣ୍ଡ ଅଧୀନରେ ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୧୩ ହଜାର ପରିବାରକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଛି। ରାଜୀବ ଜ୍ୟୋତି ଓ ସୌଭାଗ୍ୟ ଜ୍ୟୋତି ଯୋଜନାରେ ଏସବୁ ପରିବାରକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଛି। ଇତିମଧ୍ୟରେ ରାଜୀବ…
୨୦ବର୍ଷ ହେଲା ମରାମତି ହୋଇନି ନାଳ: ୪ଶହ ଏକର ଚାଷଜମିରେ ପାଣି ପଶୁଛି
ବନ୍ତ, ୨୨।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ବଡବର୍ଚ୍ଚିକୟାଁ ଉତ୍ତର ପାର୍ଶ୍ୱସ୍ଥ ବିଶଲକଣା, କୁସୁନନଗର ଆଦି ଅଞ୍ଚଳରୁ ଜଳ ନିଷ୍କାସନ ହେବାକୁ ଥିବା ମୁଖ୍ୟ ନାଳକୁ ମରାମତି କରାଯାଉ ନ ଥିବାରୁ ଦୟନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବଡବର୍ଚ୍ଚିକୟାଁ, ଜୟସିଂହପୁର…
ମୋବାଇଲ ଚୋରଙ୍କୁ ପୋଲିସ ଜିମା
ବନ୍ତ, ୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ସାପ୍ତାହିକ ହାଟଠାରେ ଜଣେ ମୋବାଇଲ ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ପୋଲିସ ଜିମା ଦେଇଛନ୍ତି। ରବିବାର ସାନବର୍ଚ୍ଚିକୟାଁ ଗ୍ରାମର ଯୁଧିଷ୍ଠିର ଦାସ ବନ୍ତ ସାପ୍ତାହିକ ହାଟରେ ପରିବା କିଣୁଥିବା ବେଳେ ଜଣେ ଯୁବକ ତାଙ୍କ ପକେଟରୁ…
ବିଦ୍ୟୁତ୍ ବିଲ୍ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା
ଭଦ୍ରକ ଅଫିସ୍,୨୧।୧: ବକେୟା ବିଦ୍ୟୁତ୍ ବିଲ୍ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍ ପଇଠ ଲାଗି ସେସୁ କାର୍ଯ୍ୟାଳୟରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ବିଲ୍ ପଇଠ କରି ଭଦ୍ରକର…
ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା
ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ରାତିରେ ଗୁହାଳରେ ଅଗ୍ନିକାଣ୍ଡ ଘଟି ଘରକୁ ବ୍ୟାପୀ…
ଟ୍ରେନ୍ ଆଗକୁ ଡେଇଁଲେ ନାବାଳିକା: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଭଦ୍ରକ ଅଫିସ, ୨୧।୧- ବିଜୟୱାଡାରୁ ହାଓ୍ବଡା ଅଭିମୁଖେ ଯାଉଥିବା ହମ୍ସଫର୍ ଏକ୍ସପ୍ରେସ୍ ସମ୍ମୁଖକୁ ଡେଇଁ ସୋମବାର ଅପରାହ୍ନରେ ଜଣେ ନାବାଳିକା ଆତ୍ମହତ୍ୟା କରିଛନ୍ତି। ମୃତା ନାବାଳିକାଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ଆତ୍ମହତ୍ୟାର କାରଣ ମଧ୍ୟ ଜଣାପଡ଼ି ନାହିଁ। ହମ୍ସଫର୍ ଏକ୍ସପ୍ରେସ୍ର ଭଦ୍ରକ…
ପ୍ରତିଭା ଦେଇଛି ସ୍ବତନ୍ତ୍ର ପରିଚୟ
ବାସୁଦେବପୁର,୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ଭୈରବପୁର ଗ୍ରାମର ଶିଳ୍ପୀ ରବୀନ୍ଦ୍ର ମହାରଣା। ନିଜର ପ୍ରତିଭା ବଳରେ ସମଗ୍ର ଜିଲା ଓ ରାଜ୍ୟରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କ ଶିଳ୍ପୀ ଜୀବନରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ମନ୍ଦିରର…
Archives


