ଭଦ୍ରକ

ପରିବାରର ସାହାରା ଗୁରମଣି

ପଦ୍ମପୁର, ୧୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ପଞ୍ଚାୟତ କପାଗଢ଼ିଆ ଗ୍ରାମର କୈଳାସ ସେଠୀଙ୍କ ବଡ଼ଝିଅ ଗୁରମଣି। ବୟସ ୨୯।  ଭୁଲ୍‌ ଇଞ୍ଜେକଶନ ଯୋଗୁ ୩ ବର୍ଷ ବୟସରୁ ସେ ଦିବ୍ୟାଙ୍ଗ ହୋଇଯାଇଛନ୍ତି। ଘରର ଅବସ୍ଥା ଭଲ ନ ଥିବାରୁ…

ଦେଢ଼କିଲୋ ଗଞ୍ଜେଇ ଜବତ: ଜଣେ ଗିରଫ

ବାସୁଦେବପୁର,୧୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ପୋଲିସ ମଙ୍ଗଳବାର ନୂଆ ଜଗନ୍ନାଥ ଛକରୁ ଦେଢ଼ କିଲୋ ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଅଟକ ରଖିଥିଲା। ସେ ହେଲେ ଜଗନ୍ନାଥ ଗ୍ରାମର ଦାମୋଦର ବେହେରା । ବୁଧବାର ପୋଲିସ ଦାମୋଦରଙ୍କୁ…

ବାବା ଆଖଣ୍ଡଳମଣିଙ୍କୁ ମକର ପୋଡ଼ପିଠା ସମର୍ପଣ

ଆରଡ଼ି,୧୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବୁଧବାର ମକର ସଂକ୍ରାନ୍ତି ଅବସରରେ ବାବା ଆଖଣ୍ଡଳମଣିଙ୍କୁ ପୋଡ଼ପିଠା ସମର୍ପଣ କରାଯାଇଛି । ଭୋର ୪ଟା ୩୦ମିନିଟ୍‌ରେ ମନ୍ଦିରରେ ପହଡ଼ ଖୋଲାଯିବା ପରେ ମଙ୍ଗଳ ଆଳତି ଓ ଅନ୍ୟାନ୍ୟ ପୂଜାବିଧି ସମ୍ପନ୍ନ ହୋଇଥିଲା…

ମକର ଲାଗି ଉତ୍ସବମୁଖର ‘ମା’ ବରୁଣେଇ ପୀଠ’

ଧାମନଗର,୧୪ା୧ – ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିସ୍ଥିତ ଭଦ୍ରକ- ଆଖଣ୍ଡଳମଣି ମୁଖ୍ୟ ରାସ୍ତାକଡରେ ରହିଛି ନେତ୍ରପୀଠ ମା’ ବରୁଣେଇଙ୍କ ପୀଠ। ଆଖଣ୍ଡଳମଣିଙ୍କ ପୀଠକୁ ଯିବା ବେଳେ ଏଠାରେ ଦୈନିକ ଶହ ଶହ ଗାଡି ମୋଟର ଅଟକି ପୂଜାର୍ଚ୍ଚନା କରି ଯାଇଥାନ୍ତି।…

ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବି କଲେ ଆଶାକର୍ମୀ

ଭଣ୍ଡାରିପୋଖରୀ, ୧୫ା୧(ଡି.ଏନ୍‌.ଏ.)- ଭଣ୍ଡାରିପୋଖରୀ ଆଶା କର୍ମୀ ମାନଙ୍କର ଏକ ବୈଠକ ନାରାୟଣ ପାତ୍ରଙ୍କ ସଭାପତିତ୍ୱରେ ମେଡିକାଲ ନିକଟରେ ଅନୁଷ୍ଠିତ ହୋଇଯାଇଛି। ସିଟୁର ନେତା ଦିବ୍ୟସିଂହ ନାୟକ, ମଳୟ ଭୋଇ, ସେକ୍‌ କମର, ବସନ୍ତ ସାହୁ, ନକୁଳ ଖିଲାର, ପଦ୍ମୀନ ପଣ୍ଡା, ସୁଲୋଚନା…

ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ଯୁବକ

ତିହିଡ଼ି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁରରେ ଘରଭଡ଼ା ନେଇ ରହୁଥିବା ଜଣେ ଯୁବକ ରବିବାର ରାତିରେ ବିଷପିଇ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ବାଂଶଡା ଥାନା ଅଧୀନ ବାଂଶଡା ଗ୍ରାମର ଉତ୍ତମ ରାଉଳ(୨୫)। ସେ…

ମଦ ଦୋକାନ ଭାଙ୍ଗି ୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ମଦ ଲୁଟ୍‌

ତିହିଡି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ବଜାରରେ ଥିବା ଏକ ବିଦେଶୀ ମଦ ଦୋକାନ ଭାଙ୍ଗି ରବିବାର ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନ ଦାୟିତ୍ୱରେ ଥିବା କାନପୁର ଗ୍ରାମର ଦୁର୍ଯ୍ୟୋଧନ ବେହେରା ସୋମବାର ଏ ସମ୍ପର୍କରେ ତହିଡି ଥାନାରେ ଜଣାଇବା…

ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ

ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଖଡ଼ଗପୁର ଏକାଦଶ ଚଳିତବର୍ଷର ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ୍‌ ଖଡ଼ଗପୁର ଏକାଦଶ ଓ…

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା

ଭଦ୍ରକ ଅଫିସ, ୧୨।୧: ଭଦ୍ରକ ଜିଲା ଧାମନଗର ବ୍ଲକ ଇଚ୍ଛାପୁର ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦୁର୍ଯ୍ୟୋଧନ ରାଉତଙ୍କ ୪ ବଖରା ସମେତ ଘରର ସମସ୍ତ ଆସବାବପତ୍ର ଜଳିଯାଇଛି । ଖବର ପାଇ ଘଟଣାସ୍ଥଳରେ ଧାମନଗର…

ତିହିଡ଼ିରେ କୋର୍ଟ ପ୍ରତିଷ୍ଠାରେ ବିଳମ୍ବ

ତିହିଡ଼ି,୧୧ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ିରେ ସିଭିଲ ଜଜ୍‌ ଜୁନିୟର ଡିଭିଜନ ଓ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ନେଇ ପ୍ରଶାସନ ପକ୍ଷରୁ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଶନିବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଘାଟିତ

ଭଦ୍ରକ ଅଫିସ,୧୧।୧: ଭଦ୍ରକ ବସ୍‌ ସିଣ୍ଡିକେଟ ପକ୍ଷରୁ ୩୧ତମ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟକ ଭାବେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ଆର୍‌ଟିଓ ବିରଞ୍ଚି ନାରାୟଣ ଅଧିକାରୀ, ଶ୍ରୀନିବାସ ପତି ପ୍ରମୁଖ ଯୋଗ…

ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ

ବନ୍ତ, ୧୧।୧ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ୧୪ଟି ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଧାନ ଅମଳ ସମୟରେ ବାରମ୍ବାର ଅଦିନିଆ ବର୍ଷା ନୟାନ୍ତ କଲାଣି। ଏପଟେ ମଣ୍ଡିରୁ ଧାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri