ଜାତିଗତ ପ୍ରମାଣପତ୍ରରେ ଅନିୟମିତତା: ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ
ବନ୍ତ,୮।୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ତୋଫାବିବି ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ରାଉତରାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଅନିତାରାଣୀ ସେଠୀଙ୍କର ଜାତିଗତ ପ୍ରମାଣପତ୍ରରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ଲକ ଶିକ୍ଷାଧିକାରୀ ବାସନ୍ତୀ କୁମାରୀ ମିଶ୍ର ଡିସେମ୍ବର…
ଆବାସ ଯୋଜନାରେ ଦୁର୍ନୀତି ମାମଲା: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ପଦ୍ମପୁର,୮ା୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଘଟଣାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ଚାକିରିରୁ ନିଲମ୍ବନ କରିଛନ୍ତି। ଏହି ପଞ୍ଚାୟତରେ ଦୁର୍ନୀତି ହୋଇଥିବା ଅଭିଯୋଗ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପରେ…
ଜବତ ଚାଉଳର ତଦନ୍ତ ଦାବି: ବ୍ଲକ କାର୍ଯ୍ୟାଳୟ ଘେରିଲା ଭାଜପା
ତିହିଡି,୭।୧(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡି ବଜାରସ୍ଥିତ ଏକ ବ୍ୟକ୍ତିଗତ ଘର ସାମ୍ନାରୁ ଶନିବାର ସରକାରୀ ଚାଉଳ ଜବତ ହୋଇଥିଲା। ୨ଟି ଟ୍ରକରେ ବୋଝେଇ ହୋଇ ଚାଉଳ ରହିଥିବାବେଳେ ତହସିଲଦାର ରମେଶ ଚନ୍ଦ୍ର ପଣ୍ତା ଏହାକୁ ଅଟକ ରଖିଥିଲେ। ପରେ ଚାଉଳକୁ ଜବତ କରାଯାଇ…
ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା
ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ମାଡ଼। ବର୍ତ୍ତମାନ…
ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର କେନ୍ଦୁଆପଦା ରେଳ ଷ୍ଟେଶନଠାରୁ କିଛି ଦୂରରେ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତା ବୃଦ୍ଧା…
୫ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହେଲାନି ପୋଲ
ବାସୁଦେବପୁର,୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗ୍ରାମଠାରୁ ଗମେଈ ନଦୀକୁ ସଂଯୋଗ କରୁଥିବା ମୋହନ ସାମଲ ନାଳ ଜଳ ନିଷ୍କାସନର ଏକ ପ୍ରମୁଖ ନାଳ। ଏହି ନାଳ ବଳିବିନ୍ଧା ବାଷଠି, ଚୂଡ଼ାମଣି, ଭୈରବପୁର ଆଦି ସଂଲଗ୍ନ ଗ୍ରାମର ଚାଷୀଙ୍କ ଚାଷଜମିକୁ…
ସୁଧୁରୁନି ଚରମ୍ପା ଷ୍ଟେଶନରୋଡ୍ ଟ୍ରାଫିକ ସମସ୍ୟା
ଭଦ୍ରକ ଅଫିସ,୬।୧-ଭଦ୍ରକ ଷ୍ଟେଶନରୁ ସହରକୁ ପ୍ରବେଶ ପଥ ଚରମ୍ପା ଷ୍ଟେଶନ ଫିଡର ରୋଡ୍ରେ ଟ୍ରାଫିକ ଜାମ୍ ସମସ୍ୟା ଯୋଗୁ ଯାତ୍ରୀମାନେ ଦୈନିକ ହଇରାଣ ହେଉଛନ୍ତି। ରାସ୍ତା ଜାମ୍ ଯୋଗୁ ସାଧାରଣ ଲୋକେ ଚାଲି ଚାଲି ଯିବା ମଧ୍ୟ କଷ୍ଟକର ହୋଇପଡୁଛି। ଷ୍ଟେଶନ…
ଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଧାମନଗର,୫।୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ କାଞ୍ଜିଆପାଳ ଗ୍ରାମର ଏକ ପାଣି ଖାଲରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପୃଷ୍ଟି। ଦୁଇଦିନ ପୂର୍ବରୁ ତାଙ୍କ ଜମିରୁ ସାରୁ ଚୋରି ହୋଇଥିଲା।…
ରାଣୀତାଲରେ ଦୁର୍ଘଟଣା, ଭିଡ଼ରେ ଫସିଲେ ମନ୍ତ୍ରୀ: ଗଳାପୋଲ ଦାବି ଜଣାଇଲେ ଆନ୍ଦୋଳନକାରୀ
ଭଦ୍ରକ ଅଫିସ, ୫।୧- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବିରେ ଆନ୍ଦୋଳନ ଜାରି ରହିଛି। ଶନିବାର ଏହି ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି। ଏପରି ସ୍ଥିତିରେ ଶନିବାର ଅପରାହ୍ନରେ ୧୬ ନମ୍ବର ଜାତୀୟ ରାଜପଥରେ କାମ କରୁଥିବା କନଷ୍ଟ୍ରକ୍ସନର ଦୁଇଜଣ କର୍ମଚାରୀ…
ବର୍ଷାରେ ଭିଜିଲା ଅମଳ ଧାନ
ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ଦାଉ ସାଧୁଛି।…
ଚାଉଳ ବୋଝେଇ ୨ ଟ୍ରକ୍ ଅଟକ
ତିହିଡ଼ି, ୪।୧(ଡି.ଏନ.ଏ.)- ଭଦ୍ରକରୁ ଚାଉଳ ବୋଝେଇ ହୋଇ ତିହିଡ଼ିକୁ ଆସିଥିବା ୨ଟି ଟ୍ରକ୍କୁ ସ୍ଥାନୀୟ ତହସିଲଦାର ଶନିବାର ଅପରାହ୍ନରେ ଅଟକ ରଖିଛନ୍ତି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା, ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାନସ ମହାପାତ୍ର ଓ କେଦାରନାଥ ନାୟକ, ବ୍ଲକ…
ଜିଲା ଯୋଜନା କମିଟି ବାର୍ଷିକ ବଜେଟ: ୧୩୬୦. ୭୯ କୋଟିର ପ୍ରସ୍ତାବ ଅନୁମୋଦନ
ଭଦ୍ରକ ଅଫିସ, ୪।୧- ଭଦ୍ରକ ଜିଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଶୁକ୍ରବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଜିଲାରେ ୨୦୧୯-୨୦ ଆର୍ଥିକ ବର୍ଷ…
Archives


