ରଶି ଲଗାଇ ବୃଦ୍ଧଙ୍କ ଆତ୍ମହତ୍ୟା
ବନ୍ତ,୩୧ା୧୨(ଡି.ଏନ୍.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ତଥା କେନ୍ଦୁଆପଦା ଫାଣ୍ଡି ଅଧୀନ ରତନପୁର ଗ୍ରାମର ଜଣେ ବୃଦ୍ଧ ସୋମବାର ରାତିରେ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ପୋଲିସ ସୂଚନା ଅନୁଯାୟୀ ଉକ୍ତ ବୃଦ୍ଧଙ୍କ…
ସଫା କରିବା ବାହାନାରେ ଚେନ୍, କାନଫୁଲ ଲୁଟ୍
ଭଣ୍ଡାରିପୋଖରୀ, ୩୧ା୧୨(ଡି.ଏନ୍.ଏ.)- ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ପଞ୍ଚାୟତ ଫତେପୁର ଗ୍ରାମରେ ସୁନା, ରୁପା ସଫା କରିଦେବା କହି ଜଣେ ମହିଳାଙ୍କଠାରୁ ଦୁଇଜଣ ଯୁବକ ସୁନାହାର ଓ କାନଫୁଲ ନେଇ ଚମ୍ପଟ ମାରିଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦୁଇ ଯୁବକ…
ଗଳାପୋଲ ଦାବିରେ ଆନ୍ଦୋଳନ ଜାରି
ଭଦ୍ରକ ଅଫିସ, ୩୧।୧୨- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବି ନେଇ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଆନ୍ଦୋଳନ ଜାରି ରହିଛି। ସୋମବାର ଆନ୍ଦୋଳନ ୭ମ ଦିନରେ ପହଞ୍ଚିଛି। ରାଣୀତାଲ ବିକାଶ ମଞ୍ଚ ଆହ୍ବାନରେ ଏହି ଆନ୍ଦୋଳନକୁ ସମର୍ଥନ କରୁଥିବା…
ସର୍ବଭାରତୀୟ ଚରମ୍ପା କପ୍ କ୍ରିକେଟ ଉଦ୍ଯାପିତ: ଛତିଶଗଡ଼ ଫରେଷ୍ଟ ଚାମ୍ପିୟନ
ଭଦ୍ରକ ଅଫିସ, ୩୧।୧୨- ଭଦ୍ରକ ଚରମ୍ପା ହାଇସ୍କୁଲ ପଡ଼ିଆରେ ଚାଲିଥିବା ସର୍ବଭାରତୀୟ ଚରମ୍ପା କପ୍ କ୍ରିକେଟ ଟୁର୍ନାମେଣ୍ଟ ସୋମବାର ଉଦ୍ଯାପିତ ହୋଇଯାଇଛି। ରାଉରକେଲା ଆର୍ଏସ୍ଏକୁ ପରାସ୍ତ କରି ଛତିଶଗଡ଼ ଫରେଷ୍ଟ ଚାମ୍ପିୟନ ହୋଇଛି। ଟସ୍ ଜିତି ଛତିଶଗଡ଼ ଫରେଷ୍ଟ ନିର୍ଦ୍ଧାରିତ ୩୦ଓଭରରେ…
ଆନ୍ଧ୍ରକୁ ଚାଲାଣ ବେଳେ ଧାନ ବୋଝେଇ ଟ୍ରକ ଅଟକ
ତିହିଡ଼ି, ୩୦।୧୨(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡ଼ି ବ୍ଲକରୁ ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ବେଳେ ଧାନ ବୋଝେଇ ଏକ ଟ୍ରକକୁ ସୋମବାର ତହସିଲ ଛକଠାରେ ତହସିଲଦାର ଅଟକ ରଖିଥିଲେ। ପରେ ଗାଡ଼ିକୁ ପୋଲିସକୁ ହସ୍ତାନ୍ତର କରାଯାଇଛି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା ଧାନ ଯାଞ୍ଚ…
ସିଏଏ, ଏନ୍ଆର୍ସି କାର୍ଯ୍ୟକାରୀ ଦାବି
ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା କୁଆଁସ ଯୁବ ସଙ୍ଗଠନ ସଦସ୍ୟଙ୍କ ପକ୍ଷରୁ ସିଏଏ ଓ ଏନ୍ଆର୍ସି କାର୍ଯ୍ୟକାରୀ ନେଇ ଦାବି ହୋଇଛି। ପୂର୍ବାହ୍ନରେ ସଦସ୍ୟମାନେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ।…
ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍: ଜଣେ ମୃତ
ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚରମ୍ପା ମହିନ୍ଦ୍ରା ଶୋ’ରୁମ୍ ସମ୍ମୁଖରେ ସୋମବାର ଦୁର୍ଘଟଣା ଘଟିଛି। ଏକ ବାଇକ୍ ଉପରେ ଟ୍ରକ୍ ଚଢ଼ିଯିବା ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚରମ୍ପା ନିବାସୀ ଅନନ୍ତ…
ମା’ ଧାମରାଇଙ୍କ ମନ୍ଦିରରୁ ଚୋରି
ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟିନେଇଛନ୍ତି। ୧୫ ଦିନ ପରେ…
ଐତିହାସିକ ଗାନ୍ଧୀ କର୍ମମନ୍ଦିର ଶ୍ରୀହୀନ
ବନ୍ତ,୩୦।୧୨(ସ୍ବ.ପ୍ର.)- ଦେଶକୁ ସ୍ବାଧୀନ କରିବା ପାଇଁ ସେତେବେଳେ ବହୁ ସ୍ଥାନରେ ସଂଗ୍ରାମୀମାନେ ମେଳି ବାନ୍ଧି ବ୍ରିଟିଶ ଶାସନ ବିରୋଧରେ ରଣକୌଶଳ ପ୍ରସ୍ତୁତ କରୁଥିଲେ। ପରେ ସେହି ସ୍ଥାନଗୁଡ଼ିକ ସ୍ବାଧୀନତାର ମୂକ ସାକ୍ଷୀ ଭାବେ ପରିଚିତ। ସେଥିମଧ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକ…
ବିଲରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନଗୁଁଆ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦମକଳ କେନ୍ଦ୍ର ପଛପଟ ବିଲ ବୁଦା ନିକଟରୁ ରବିବାର ଅପରାହ୍ନରେ ଜଣେ ବୃଦ୍ଧାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତା ବୃଦ୍ଧା…
ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ
ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍ ଟେଷ୍ଟ ସେଣ୍ଟରର ବାଥ୍ରୁମ୍ ଗ୍ରୀଲ କାଟି ଭିତରେ ପଶି ଦୁର୍ବୃତ୍ତମାନେ…
ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍ ବିଭାଗ କାର୍ଯ୍ୟ ସମୀକ୍ଷା
ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍ ପାନ୍ଥିକା ପରିସରରେ ଓପିଟିସିଏଲ୍, ନେସ୍କୋ, ଠିକା ଏଜେନ୍ସି ଓ ପ୍ରଶାସନିକ ଅଧିକାରୀଙ୍କ ସହ…
Archives


