ଭଦ୍ରକ

ଚିତ୍ରରେ ସଚେତନତା ବାର୍ତ୍ତା

ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍‌ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ କରିବାକୁ ସେ ବର୍ତ୍ତା ଦେବା ସହ ନିଃସ୍ବ ମଣିଷଙ୍କ ଅକୁହା କଥାକୁ ଚିତ୍ରରେ ରୂପ…

୯ ବଖରା ଜଳିଗଲା

ଭଣ୍ଡାରିପୋଖରୀ/ତିହିଡ଼ି, ୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନେଉଳିଆ ଓ ତିହିଡ଼ି ଥାନା ବାରସର ପଞ୍ଚାୟତ ଅଧୀନ ଚକରାସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳି ଯାଇଛି। ସୂଚନା ଅନୁଯାୟୀ, ନେଉଳିଆ ଗଁାରେ ରବିବାର ସନ୍ଧ୍ୟାରେ…

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଗିରଫ

ଭଣ୍ଡାରିପୋଖରୀ,୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତର ମଣିନାଥପୁର ଓ ମୁଢ଼ାପଦା ଗ୍ରାମର ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକମାନେ ହେଲେ ମୁଢ଼ାପଦାର ପ୍ରଶାନ୍ତ ଯେନା, ରମେଶ…

ବିବାଦରେ ଛନ୍ଦି ହୋଇପଡ଼ିଛି ବିଭିନ୍ନ ପ୍ରକଳ୍ପ

ଭଦ୍ରକ ଅଫିସ, ୧୫।୧୨- ଭଦ୍ରକ ଜିଲାରେ ଫୁଡ୍‌ ଓ ଟେକ୍ସଟାଇଲ ପାର୍କ ଭଳି ସରକାରୀ ଶିଳ୍ପ ପ୍ରକଳ୍ପ ବିବାଦୀୟ ପରିସ୍ଥିତି ଯୋଗୁ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଧାମରା ବନ୍ଦରକୁ ବାଦ୍‌ ଦେଲେ ଜିଲାରେ ଅନ୍ୟ କୌଣସି ଶିଳ୍ପ ସଂସ୍ଥା ହୋଇପାରି ନାହିଁ।…

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ପଦ୍ମପୁର,୧୪।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍କାର ଶ୍ରୀଧର-ଏକାଦମୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଶନିବାର ଛାତ୍ରୀଛାତ୍ର ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପୂର୍ବରୁ ବିଦ୍ୟାଳୟରେ ସଂସ୍କୃତ ଓ ହିନ୍ଦୀ ଶିକ୍ଷକ ପଦବୀ ଖାଲି ପଡିଛି।…

ଶିକ୍ଷକ ଡେପୁଟେଶନକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ମହାଳିକଙ୍କୁ ଡେପୁଟେଶନ୍‌ରେ ବିଇଓ କୋରକରା ପଣସା ବିଦ୍ୟାଳୟକୁ ପଠାଇଛନ୍ତି। ଏହାର ପ୍ରତିବାଦରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର,ଅଭିଭାବକ,ଏସ୍‌ଏମ୍‌ସି ସଦସ୍ୟ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା…

ଜଳିଗଲା ୩ ଦୋକାନ: ଦୁର୍ବୃତ୍ତ ନିଆଁ ଲଗାଇଥିବା ଅଭିଯୋଗ

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ୩ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ବଜାରରେ ଥିବା ଭାଗୀରଥି ଦାସଙ୍କ ଗ୍ରୋସରି, ଅଜୟ…

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ସହରାଞ୍ଚଳ ପୋଲିସ କଦମ୍ବବେଡ଼ା ଛକଠାରେ ଥିବା ଏକ ସେଲୁନ୍‌ରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରିଛି। ମୃତକ ଜଣକ ହେଲେ ସେଲୁନ୍‌ ମାଲିକ ସୁରେଶ ବାରିକ। ତେବେ ପାରିବାରିକ ସମସ୍ୟାରୁ ସୁରେଶ ଆତ୍ମହତ୍ୟା…

ପୋଖରୀରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ଫିସେରିବନ୍ଧ ପୋଖରୀରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସକାଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ…

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତ ମଣିନାଥପୁରସ୍ଥିତ ବୈତରଣୀ ନଦୀ ଘାଟରୁ ନିୟମିତ ବାଲି ଚୋରା ଚାଲାଣ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଥାଏ। ଏହି ପରିପ୍ରେକ୍ଷୀରେ ମଣିନାଥପୁର ଗ୍ରାମର କେତେଜଣ ବାଲିମାଫିଆ ଏକ ହାଇଓ୍ବାକୁ ପ୍ରରୋଚିତ…

ନୂଆବାଟ ଦେଖାଇଛି ଫୁଲ ବେପାର

ବାସୁଦେବପୁର,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବଜାରରେ କେତେକ ଯୁବକ ଫୁଲ ବ୍ୟବସାୟକୁ ଜୀବିକା ରୂପେ ଆପଣାଇ ପରିବାର ପ୍ରତିପୋଷଣ କରୁଛନ୍ତି। ଏହି ବ୍ୟବସାୟ ଦ୍ୱାରା ସେମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ଏହିଭଳି ଜଣେ ଯୁବ ଫୁଲ ବ୍ୟବସାୟୀ ହେଲେ ବାସୁଦେବପୁର ପୌରପାଳିକା ଉଚ୍ଚଡିହା…

ଅପହୃତା ନାବାଳିକା ଉଦ୍ଧାର

ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରି ପୋଲିସ କିଶୋର ନ୍ୟାୟ ପରିଷଦରେ ଉପସ୍ଥାପନ କରାଇଛି। ଏ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri