ଭଦ୍ରକ

ବୃଦ୍ଧଙ୍କଠାରୁ ଲୁଟିନେଲେ ୫୦ ହଜାର ଟଙ୍କା

ତିହିଡ଼ି, ୨୦।୧୨ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା କଁାପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମର ଧନୀ ମଳିକ ନାମକ ଜଣେ ବୃଦ୍ଧ ଶୁକ୍ରବାର ମଧ୍ୟାହ୍ନରେ ଲୁଟ୍‌ର ଶିକାର ହୋଇଛନ୍ତି। ଲୁଟେରାମାନେ ତାଙ୍କଠାରୁ ୫୦ହଜାର ଟଙ୍କା ଲୁଟି ନେଇଛନ୍ତି। ସେ…

ରାତିଅଧିଆ ବିଧାୟକଙ୍କ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ଭଦ୍ରକ ଅଫିସ,୨୦।୧୨: ଭଦ୍ରକ ବିଧାୟକ ସଞ୍ଜୀବ ମଲିକ ଗୁରୁବାର ବିଳମ୍ବିତ ରାତିରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ରାତିରେ ରୋଗୀସେବା ନିରୀକ୍ଷଣ କରିବା ସହ ରୋଗୀଙ୍କୁ କିଭଳି ସେବା ଦିଆଯାଉଛି, ଖାଦ୍ୟ ଠିକ୍‌ ଭାବେ ଦିଅଯାଉଛି କି…

ସହରବାସୀଙ୍କୁ ଘାରିଛି ସୁରକ୍ଷା ଚିନ୍ତା

ଭଦ୍ରକ ଅଫିସ, ୨୦।୧୨- ଭଦ୍ରକ ସହର ଏକ ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ। ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ବ୍ୟବସାୟୀମାନେ ଏଠାକୁ ଆସି ବ୍ୟବସାୟ କରିବାକୁ ପସନ୍ଦ କରିଥାନ୍ତି। ସହରର ଚରମ୍ପା ଷ୍ଟେଶନଠାରୁ ଆରମ୍ଭ କରି ଗେଲପୁର ଛକ ପର୍ଯ୍ୟନ୍ତ ରାସ୍ତାକଡ଼ରେ…

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ

ଭଦ୍ରକ ଅଫିସ, ୧୯।୧୨- ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଭଦ୍ରକ ନେହେରୁ ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ରାଜ୍ୟ ଉଚ୍ଚଶିକ୍ଷା, କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ…

ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି ରହିଥିଲା। ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଛାତ୍ରୀଛାତ୍ର ଜିଦ୍‌ରେ ଅଟଳ ରହି ଧାରଣା…

ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର ଏକ ଘରେ ଅଚାନକ ଚଢ଼ାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ୧୩୮ ବସ୍ତା…

ବିରଳ ବୋଡ଼ା ସାପ ଉଦ୍ଧାର

ପଦ୍ମପୁର,୧୮ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ବୁଢ଼ା ନାୟକ ନାମକ ଜଣେ ବ୍ୟକ୍ତିଙ୍କ ବାଡ଼ିରୁ ଏକ ବିରଳ ଜାତିର ବୋଡ଼ା ସାପ ମଙ୍ଗଳବାର ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ ବୁଲୁଥିବାବେଳେ ଘରଲୋକେ ଦେଖି ତାକୁ କୌଶଳକ୍ରମେ ଜାଲ…

‘ଗ୍ରାମାଞ୍ଚଳ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ କରାଯିବ’

ଭଦ୍ରକ ଅଫିସ, ୧୮ା୧୨- ଗ୍ରାମାଞ୍ଚଳରେ ଶିକ୍ଷା ଭିତ୍ତିଭୂମିକୁ ଅଧିକ ସୁଦୃଢ କରାଯିବ। ଏଥିଲାଗି ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଗ୍ରାମାଞ୍ଚଳ ଶିଶୁଙ୍କୁ ଶିକ୍ଷାଭିମୁଖୀ କରିବା ସକାଶେ ଅଧିକ ସ୍କୁଲ ଖୋଲିବା ସହ ଗରିବ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା…

ଆଲୋଚନା ସତ୍ତ୍ୱେ ତୁଟୁନି ବିବାଦ: ଚତୁର୍ଥ ଦିନରେ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୧୭ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଡେପୁଟେଶନରେ ଅନ୍ୟ ସ୍କୁଲକୁ ପଠାଯିବା ଏପ୍ରତିବାଦରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ ଜାରି ରଖିଛନ୍ତି। ମଙ୍ଗଳବାର ଏହି ଆନ୍ଦୋଳନ…

‘ଭଦ୍ରକ ତ୍ୟାଗ ଓ ବଳିଦାନର ମାଟି’

ଭଦ୍ରକ ଅଫିସ, ୧୭ା୧୨- ଭଦ୍ରକ ଟାଉନ ହଲ ପରିସରରେ ୭ ଦିନ ଧରି ଚାଲିଥିବା ତ୍ୟାଗଭୂମି ମହୋତ୍ସବ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପୌରାଣିକ କଥାବସ୍ତୁକୁ ମନେ ପକାଇ ଓଡ଼ିଶାର…

କାର୍ଯ୍ୟରେ ଯୋଗଦେଲେ ନୂତନ ଥାନାଧିକାରୀ

ଭଦ୍ରକ ଅଫିସ,୧୭।୧୨: ଭଦ୍ରକ ଟାଉନ୍‌ ଥାନା ଅଧିକାରୀ ଭାବେ ମଙ୍ଗଳବାର ଚନ୍ଦନ ଘଡ଼େଇ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୁରୁଣା ଥାନା ଅଧିକାରୀ ସରୋଜିନୀ ସିଂଙ୍କଠାରୁ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଫସିଲେ ପୋଲିସ କନ୍‌ଷ୍ଟେବଳ: ମହିଳା କନ୍‌ଷ୍ଟେବଳଙ୍କୁ ଧୋକା ଦେବା ପଡ଼ିଲା ମହଙ୍ଗା, ଗିରଫ ସହ ଚାକିରିରୁ ନିଲମ୍ବିତ

ଭଦ୍ରକ ଅଫିସ,୧୭।୧୨: ପ୍ରଥମେ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ତା’ ପରେ ଧୋକା। ଏଭଳି ଏକ ଅଭାବନୀୟ ଘଟଣାକ୍ରମରେ ଭଦ୍ରକ ଥାନା ଅଞ୍ଚଳର ଜଣେ କନ୍‌ଷ୍ଟେବଳ ମଙ୍ଗଳବାର ଗିରଫ ହୋଇଛନ୍ତି। ଗିରଫ କନ୍‌ଷ୍ଟେବଳ ହେଲେ ଜଗତ୍‌ପତି ହାଁସଦା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri