ଜଳିଗଲା ୩ ଦୋକାନ: ଦୁର୍ବୃତ୍ତ ନିଆଁ ଲଗାଇଥିବା ଅଭିଯୋଗ
ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ୩ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ବଜାରରେ ଥିବା ଭାଗୀରଥି ଦାସଙ୍କ ଗ୍ରୋସରି, ଅଜୟ…
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ସହରାଞ୍ଚଳ ପୋଲିସ କଦମ୍ବବେଡ଼ା ଛକଠାରେ ଥିବା ଏକ ସେଲୁନ୍ରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରିଛି। ମୃତକ ଜଣକ ହେଲେ ସେଲୁନ୍ ମାଲିକ ସୁରେଶ ବାରିକ। ତେବେ ପାରିବାରିକ ସମସ୍ୟାରୁ ସୁରେଶ ଆତ୍ମହତ୍ୟା…
ପୋଖରୀରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ,୧୪।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ଫିସେରିବନ୍ଧ ପୋଖରୀରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ସକାଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ…
ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ
ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତ ମଣିନାଥପୁରସ୍ଥିତ ବୈତରଣୀ ନଦୀ ଘାଟରୁ ନିୟମିତ ବାଲି ଚୋରା ଚାଲାଣ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଥାଏ। ଏହି ପରିପ୍ରେକ୍ଷୀରେ ମଣିନାଥପୁର ଗ୍ରାମର କେତେଜଣ ବାଲିମାଫିଆ ଏକ ହାଇଓ୍ବାକୁ ପ୍ରରୋଚିତ…
ନୂଆବାଟ ଦେଖାଇଛି ଫୁଲ ବେପାର
ବାସୁଦେବପୁର,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବଜାରରେ କେତେକ ଯୁବକ ଫୁଲ ବ୍ୟବସାୟକୁ ଜୀବିକା ରୂପେ ଆପଣାଇ ପରିବାର ପ୍ରତିପୋଷଣ କରୁଛନ୍ତି। ଏହି ବ୍ୟବସାୟ ଦ୍ୱାରା ସେମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ଏହିଭଳି ଜଣେ ଯୁବ ଫୁଲ ବ୍ୟବସାୟୀ ହେଲେ ବାସୁଦେବପୁର ପୌରପାଳିକା ଉଚ୍ଚଡିହା…
ଅପହୃତା ନାବାଳିକା ଉଦ୍ଧାର
ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରି ପୋଲିସ କିଶୋର ନ୍ୟାୟ ପରିଷଦରେ ଉପସ୍ଥାପନ କରାଇଛି। ଏ ନେଇ…
ଆଦିବାସୀ ନାବାଳିକାଙ୍କୁ ବଳାତ୍କାର
ଭଦ୍ରକ ଅଫିସ,୧୩।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ନାବାଳିକାଙ୍କୁ ବଳାତ୍କାର ଅବସ୍ଥାରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗାଁକୁ କାମ ପାଇଁ…
ପ୍ରକଳ୍ପ ଥାଇ ବି ପୋଖରୀ ଭରସା
ଆରଡ଼ି, ୧୩।୧୨ (ଡି.ଏନ.ଏ.)- ଗ୍ରାମାଞ୍ଚଳରେ ଲୋକଙ୍କୁ ସୁବିଧାରେ ପାନୀୟଜଳ ଯୋଗାଇ ଦେବା ପାଇଁ ନିର୍ମାଣ କରାଯାଇଛି ଜଳ ପ୍ରକଳ୍ପ। ସେଥିଲାଗି ଆଉ ଗାଁରେ ସରକାରୀ ନଳକୂପ ବସାଯାଉନି। ହେଲେ ପ୍ରକଳ୍ପ ଚଳାଇବା ପାଇଁ ନିଯୁକ୍ତ କର୍ମଚାରୀଙ୍କ ଖାମଖିଆଲି ନୀତି ଯୋଗୁ ଗାଁ…
କଳା ଶୁଣାଇଥାଏ ଜୀବନର ଗାଥା
ବନ୍ତ,୧୨।୧୨(ଡି.ଏନ.ଏ.)- ଜୀବନ ପାଇଁ କଳା ଅପରିହାର୍ଯ୍ୟ। କଳା ସଂସ୍କୃତିରେ ମଣିଷ ଜୀବନର ଅନୁଭବ ହସକାନ୍ଦ ଫେଣ୍ଟି ହୋଇ ରହିଥାଏ। କଳା ପାଇଁ ସାଧନାର ପଥ ବାଛି ନେଉଥିବା ଗ୍ରାମୀଣ କଳାକାରଙ୍କୁ ଆଜି ବି କିଭଳି ସଂଘର୍ଷମୟ ଜୀବନ ବିତାଇବାକୁ ପଡୁଛି ଭଦ୍ରକ…
ଭିକ୍ଷାବୃତ୍ତି ଶେଷ ସାହାରା
ଭଦ୍ରକ ଅଫିସ, ୧୨।୧୨- ବେଶ୍ ହସଖୁସିରେ ଚାଲିଥିଲା ତାଙ୍କ ସଂସାର। ଘର ନିକଟ ତଥା ଆଖପାଖ ଅଞ୍ଚଳରେ ସାଇକେଲ ଯୋଗେ ବୁଲି ଦହିବରା ବିକୁଥିଲେ। ସେହି ବ୍ୟବସାୟରୁ ଯାହା ରୋଜଗାର ହେଉଥିଲା ସେଥିରେ ତାଙ୍କର ଛୋଟିଆ ପରିବାର ଚଳିଯାଉଥିଲା। ହେଲେ ଦୁର୍ଘଟଣା…
ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର
ତିହିଡ଼ି,୧୧।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ହେଲେ ତିହିଡ଼ି ଥାନା…
ସରକାରୀ ଯୋଜନାରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ ଭାଜପାର ଗଣଧାରଣା
ବାସୁଦେବପୁର,୧୧।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଅନ୍ତ୍ୟୋଦୟ ଯୋଜନାରେ ଅନିୟମିତତା ହୋଇଥିବା ଭାଜପା ଅଭିଯୋଗ କରିଛି। ତେବେ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ଭାଜପା ପକ୍ଷରୁ ବୁଧବାର ବାସୁଦେବପୁର…
Archives


