ହୁତୁହୁତୁ ହୋଇ ଜଳୁଥିଲା ଘର, ଅଗ୍ନିଶମ ବାହିନୀ ପହଞ୍ଚିବା ବେଳକୁ…
ଧୂଷୁରୀ,୧୫ା୧୨: ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ କୋଠାର ପଞ୍ଚାୟତର ପତ୍ରିସାହି ଗ୍ରାମରେ ଶାନ୍ତିଲତା ମାଝୀଙ୍କର ୨ ବଖରା ରବିବାର ଜଳିଯାଇଛି। ନିଆଁ ଲାଗିଯିବାରୁ ପରିବାର ଲୋକେ ଗ୍ରାମବାସୀଙ୍କୁ ଡାକ ପକାଇଥିଲେ। ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା…
ପଥଚାରୀଙ୍କ ଉପରେ ଓଲଟିଲା ବସ, ଜଣେ ମୃତ ୧୦ ଆହତ
ଭଦ୍ରକ,୧୫।୧୨(ସନାତନ ରାଉତ): ଭଦ୍ରକରୁ ଆନନ୍ଦପୁର ଯାଉଥିବା ଏକ ଯାତ୍ରୀବାହୀ ଅରୂପାନନ୍ଦ ବସ୍ ରବିବାର ସକାଳେ ଭାରସାମ୍ୟ ହରାଇଓଲଟି ପଡିଛି। ବନ୍ତ ଥାନା ଟିଲୋ ଜାଗୁଳାଇପଦା ଛକରେ ଜଣେ ପଥଚାରୀଙ୍କ ଉପରେ ଓଲଟି ପଡିବାରୁ ଘଟନସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବସରେ ଥିବା…
ଗୁରୁଜୀ ମୁଣ୍ଡା ନିକଟ ଜଙ୍ଗଲରୁ ମିଳିଲା ଯୁବକଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ
ବଘିଆପଡ଼ା,୧୦।୧୨(ଶ୍ରୀକାନ୍ତ ସାହୁ): ବୌଦ୍ଧ ଥାନା ବଘିଆ ପଡା ଫାଣ୍ଡି ଅନ୍ତର୍ଗତ ଟିକରପଦା ପଞ୍ଜୟତର ଗୁରୁଜୀମୁଣ୍ଡା ଗ୍ରାମ ନିକଟରୁ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁଜୀମୁଣ୍ଡା ଗ୍ରାମ ନିକଟରେ ଜଣେ ଯୁବକଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ପଡିଥିବା…
ଫିଲ୍ମ ଷ୍ଟାଇଲ୍ରେ ଘର ଭିତରେ ପଶି ହାଣିଲେ, ଲୁଟି ନେଲେ ସୁନାଗହଣା-ଟଙ୍କା
ଭଦ୍ରକ, ୫।୧୨(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ବଡ଼ ନପଙ୍ଗ ଗାଁରେ ସଶସ୍ତ୍ର ଡକାୟତି ହୋଇଛି l ଗାଁର ମାଧବ ସେଠୀଙ୍କ ଘରେ ପଶି ଦୁର୍ବୁତ୍ତମାନେ ଭୁଜାଲି ଦେଖାଇ ଭୟଭୀତ କରିବା ସହିତ କୋଦାଳରେ ଆକ୍ରମଣ କରି ଡକାୟତି କରିଛନ୍ତି…
ପରିତ୍ୟକ୍ତ ଅବସ୍ଥାରେ ଶବଦାହ କେନ୍ଦ୍ର
ଆଗରପଡ଼ା,୨।୧୨(ସୁଶାନ୍ତ ଦାଶ): ଭଦ୍ରକ ଜିଲା ଆଗରପଡ଼ା ଥାନା ଅନ୍ତର୍ଗତ ପୁରୁଷଣ୍ଢ ମେଳନ ପଡ଼ିଆ ଶ୍ମଶାନରେ ନିର୍ମାଣ ହୋଇଥିବା ଶବଦାହ କେନ୍ଦ୍ର ଅତ୍ୟନ୍ତ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କେନ୍ଦ୍ର ମଧ୍ୟରେ କଣ୍ଟା ଗଛ ଲତାରେ ଭରି ରହିଛି। ତା…
ପ୍ରେମିକଙ୍କ ସହ ବେଙ୍ଗାଲୁରୁ ପଳାଇଥିଲେ ଯୁବତୀ: ଫେରିଲା ମୃତଦେହ
ଧାମନଗର,୨୯।୧୧(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ):୮ ମାସ ତଳେ ଜଣେ ଯୁବକ ତାଙ୍କ ଝିଅକୁ ନେଇ ବେଙ୍ଗାଲୁରୁ ଚାଲି ଯାଇଥିଲେ। ଏବେ ତାଙ୍କ ଝିଅର ମୃତଦେହ ଫେରିଥିବା ବେଳେ ଯୁବକ ଜଣକ ଫେରାର ହୋଇଯାଇଛନ୍ତି। ଯୁବକ ଜଣକ ନ ଆସିବା ଯାଏ ତାଙ୍କ…
ସରୁନି ଡୁବଡୁବି ନଦୀ ପୋଲ ନିର୍ମାଣ
ବାଲେଶ୍ୱର, ୨୭।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ନିର୍ବାଚନମଣ୍ଡଳୀର ସାର୍ଥା ଓ କଷାଫଳ ପଞ୍ଚାୟତ ମଧ୍ୟରେ ଥିବା ଡୁବୁଡୁବି ନଦୀର ସାହୁଘାଟଠାରେ ନିର୍ମାଣାଧୀନ ପୋଲ ସମ୍ପୂର୍ଣ୍ଣ ହୋଇପାରୁନି। ୨୦୧୭-୧୮ରୁ ଦୀର୍ଘ ୬ବର୍ଷ ଧରି ଦୁଇଟି ଠିକାସଂସ୍ଥା ପକ୍ଷରୁ ନିର୍ମାଣ କାର୍ଯ୍ୟ ହୋଇଥିଲେ ହେଁ ଶହେ…
ଅଙ୍ଗନଓ୍ବାଡି ଚାଉଳ ହଡ଼ପ, ଠିକାଦାରଙ୍କ ଗୋଦାମ ସିଲ୍
ଧାମନଗର,୨୭।୧୧(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକୁ ଯୋଗାଉଥିବା ଚାଉଳ ହଡ଼ପ ଅଭିଯୋଗରେ ଠିକାଦାରଙ୍କ ଗୋଦାମକୁ ମଙ୍ଗଳବାର ସିଲ୍ କରାଯାଇଛି। ଧାମନଗର ସିଡିପିଓ ଧରିତ୍ରୀ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଦୀପକ କୁମାର ଦାସ ସିଲ୍ କରିଛନ୍ତି। ଅପରାହ୍ନରେ…
୪ ମନ୍ଦିରରୁ ସିରିଜ ଚୋରି: ପୋଲିସ ପହଞ୍ଚି କରୁଛି ଛାନଭିନ୍
ଭଦ୍ରକ, ୨୬।୧୧(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ୨୮ ନଂ ୱାର୍ଡ ନୁଆସାହିରେ ୪ଟି ମନ୍ଦିରରୁ ସୋମବାର ରାତିରେ ସିରିଜ ଚୋରି ହୋଇଛି l ପୁରୁଣା ବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ନୁଆସାହିର ମଙ୍ଗଳା ମନ୍ଦିର,…
ରୋଲରକୁ ପିଟିଲା ବସ୍, ୧୫ ଯାତ୍ରୀ ଆହତ
ଭଦ୍ରକ,୨୨ା୧୧: ବାଇକ୍କୁ ଓଭର ଟେକ୍ ବେଳେ ରୋଲରକୁ ପିଟିଲା ବସ୍। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି କାରଣବଶତଃ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ରୋଲର୍କୁ ପିଟିଥିଲା। ଏଥିରେ ଥିବା ୧୫…
ଖୋଲାଖୋଲି ଲାଞ୍ଚମାଗି ଭିଏଡବ୍ଲ୍ୟୁ ଦେଖାଉଥିଲେ ନାଲିଆଖି: ଭିଡିଓ ଭାଇରାଲ ପରେ ଏବେ….
ଚାନ୍ଦବାଲି,୨୦।୧୧(ଅଶୋକ କୁମାର ପଣ୍ଡା): ଲାଞ୍ଚମାଗିବା ପଡ଼ିଲା ମହଙ୍ଗା। ଗ୍ରାମ୍ୟ କୃଷି ଅଧିକାରୀ (V.A.W) ନିଲମ୍ବିତ। ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟ କ୍ଷତି ହୋଇ ଥିବା ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ କରିବା ପାଇଁ ଘୋଷଣା କରିବା ପରେ ଚାଷୀଙ୍କୁ ଶୋଷଣ କରା…
ଦୁର୍ବଳ ହୋଇପଡ଼ିଛି ରାଜଘାଟ ପୋଲ
ଭଦ୍ରକ,୨୦।୧୧(ସନାତନ ରାଉତ): ୨୦୮ ବର୍ଷ ତଳେ ବ୍ରିଟିଶ ଅମଳରେ ଭଦ୍ରକ ସହରର ସାଳନ୍ଦୀ ନଦୀ ଉପରେ ନିର୍ମିତ ଐତିହାସିକ ରାଜଘାଟ ପୋଲ ମରାମତି ଅଭାବରୁ ଦୁର୍ବଳ ହୋଇ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। କେଉଁ ମୁହୂର୍ତ୍ତରେ ବି ଏହା ଭୁଶୁଡ଼ି ପଡ଼ିବାର…
Archives


