କର୍ମରେ ସାହସ ଦେଖାଏ ବାଟ
ଧାମନଗର,୧୧।୧୨(ଡି.ଏନ.ଏ.)- ସାହସ ଓ ମନୋବଳ ରଖି କାର୍ଯ୍ୟ କଲେ କାହାରି ପେଟ ଅପୋଷା ରହିବ ନାହିଁ ା କୃଷି ବ୍ୟତୀତ ଆନୁଷଙ୍ଗିକ କୃଷି କିମ୍ବା ପ୍ରାଣୀଧନ ପାଳନ ଚାଷୀଙ୍କୁ ମଧ୍ୟ ସ୍ବାବଲମ୍ବୀ କରିପାରିବ। ଏକଦା ରିକ୍ସା ଟାଣି ପେଟ ପୋଷୁଥିବା ଭଦ୍ରକ…
ଏପ୍ରିଲରୁ ଧାନ ବିକି ଟଙ୍କା ପାଇ ନ ଥିବା ଚାଷୀଙ୍କ ଧାରଣା
ଭଣ୍ଡାରିପୋଖରୀ, ୧୦ା୧୨(ଡି.ଏନ୍.ଏ.)- ଗତ ଏପ୍ରିଲ ମାସରେ ଧାନ ବିକ୍ରି କରି ପାଉଣା ପାଇ ନ ଥିବାରୁ ଏହାର ପ୍ରତିବାଦରେ ଚାଷୀମାନେ ମଙ୍ଗଳବାର ଭଣ୍ଡାରିପୋଖରୀ ବ୍ଲକ ନଗୁଁଆ ସେବା ସମବାୟ ସମିତିରେ ତାଲା ପକାଇ ଧାରଣା ଦେଇଥିଲେ। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ କୌଣସି…
ଚଞ୍ଚକତା କରି ବ୍ୟାଙ୍କରୁ ଟଙ୍କା ଉଠାଣ: ଠକ ଇଞ୍ଜିନିୟର ଯୁବକ ଗିରଫ; ୫ ମୋବାଇଲ, ୩ ଫିଙ୍ଗର ପ୍ରିଣ୍ଟ ମେଶିିନ ସମେତ ବିଭିନ୍ନ ସାମଗ୍ରୀ ଜବତ
ବାସୁଦେବପୁର, ୧୦ା୧୨(ଡି.ଏନ୍.ଏ.)- ଆଧୁନିକ ପ୍ରଯୁକ୍ତି କୌଶଳ ଜରିଆରେ ଜାଲିଆତି ଓ ଚଞ୍ଚକତା କରି ଭଦ୍ରକ ଓ କଟକର ଦୁଇ ବ୍ୟାଙ୍କରୁ ୧.୭୫ ଲକ୍ଷ ଟଙ୍କା ଉଠାଇ ନେବା ଘଟଣାରେ ପୋଲିସ ତଦନ୍ତ କରି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୁଆଗଡ଼ିଆ ଗ୍ରାମର…
ଆର୍ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିଲେ, ଟ୍ରକ୍ ଚକାତଳେ ଚାଲିଗଲା ଜୀବନ
ଭଦ୍ରକ ଅଫିସ,୧୦।୧୨: ଆର୍ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିବାବେଳେ ଟ୍ରକ୍ ଚକାତଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଭଦ୍ରକ ଜିଲା ୧୬ ନଂ. ଜାତୀୟ ରାଜପଥ ରାଣୀତାଲ ଛକ ନିକଟରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ
ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ…
ଶଙ୍ଖାବାଲୀର ଶଙ୍ଖା, ଚୁଡ଼ି କିମିଆ
ଆରଡ଼ି, ୧୦।୧୨ (ଡି.ଏନ.ଏ.)- ଶଙ୍ଖା, ଚୁଡ଼ି, ସିନ୍ଦୂର ସୌଭାଗ୍ୟର ପ୍ରତୀକ। କାହିଁ କେଉଁ କାଳରୁ ବିବାହିତ ସଧବା ମହିଳାମାନେ ଏହାକୁ ପିନ୍ଧି ଆସୁଛନ୍ତି। ଆଜିକାଲି ହାଟବଜାରରେ ଲେଡିଜ କର୍ନ୍ନର ଓ ଫ୍ୟାଶନ ସେଣ୍ଟରରେ ଶଙ୍ଖାସିନ୍ଦୂର ଭଳି ନାନା ପ୍ରସାଧନ ସାମଗ୍ରୀ ବିକ୍ରି…
ଗୋପାଳନ ସବ୍ସିଡି ଯୋଜନା ବାଟବଣା
ଭଦ୍ରକ ଅଫିସ, ୧୦।୧୨- ଗୋପାଳନକୁ ପ୍ରୋତ୍ସାହନ ଦେବା ଲାଗି ସରକାର ବିଭିନ୍ନ ଯୋଜନା କରୁଥିବା ବେଳେ ଚାଷୀଙ୍କ ଆର୍ଥିକ ମାନଦଣ୍ଡ ଦୃଢ଼ କରିବା ପାଇଁ ସମବାୟ ସମିତି ମାଧ୍ୟମରେ ଋଣ ଯୋଗାଇ ଦେଉଛନ୍ତି। ଚାଷୀମାନେ ଋଣ ନେଇ କିସ୍ତି ପରିଶୋଧ କରୁଥିଲେ…
ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା
ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର ୨୬ ତାରିଖରେ ‘ନକଲି ସାର୍ଟିଫିକେଟ୍ରେ ଚାକିରି, ଷ୍ଟାଇପେଣ୍ଡ ଲୁଟ୍’ ଖବର ଧରିତ୍ରୀରେ ପ୍ରକାଶ ପାଇବା…
ଛୁଟିଦିନରେ ବିଦ୍ୟାଳୟ ପରିଦର୍ଶନ କଲେ ବିଡିଓ
ପଦ୍ମପୁର, ୮।୧୨ (ଡି.ଏନ.ଏ.)- ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତ ପୁରୁଷୋତ୍ତମପୁର ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ବିପଦସଙ୍କୁଳ ଶ୍ରେଣୀଗୃହରେ ପାଠ ପଢୁଛନ୍ତି। ଶନିବାର ଏ ସମ୍ପର୍କରେ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…
ଧାନ କାଟିବାକୁ ଆସି ବ୍ୟକ୍ତିଙ୍କ ଆତ୍ମହତ୍ୟା
ପଦ୍ମପୁର,୮।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କଶିଆ ସାମୁଦ୍ରିକ ଥାନା ଅଧିନସ୍ଥ ଗୋପବନ୍ଧୁ ନଗରଠାରେ ଜଣେ ବ୍ୟକ୍ତି ଶନିବାର ରାତିରେ ଏକ ଗଛରେ ଗାମୁଛା ସାହାଯ୍ୟରେ ଆତ୍ମହତ୍ୟା କରିଛନ୍ତି। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଉତ୍ତଆମଡିଆର ୬ ଜଣ ଲୋକ ଗ୍ରାମର…
ଭୁଲ ତଥ୍ୟ ଦେଇ ବ୍ୟାଙ୍କରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ ଉଠାଣ: ଜଣେ ଅଟକ
ବାସୁଦେବପୁର,୮।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଗୁଆଗଡ଼ିଆ ଗ୍ରାମର ଜଣେ ଏରୋନେଟିକ୍ ଇଞ୍ଜିନିୟର ଦୁଇଟି ବ୍ୟାଙ୍କରେ ଭୁଲ କାଗଜପତ୍ର ଦେଇ ଅନ୍ୟ ଜଣେ ଯୁବକଙ୍କ ନାମରେ ଆକାଉଣ୍ଟ ଖୋଲି ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଋଣ ଉଠାଣ…
ବାସୁଦେବପୁର ସୁନା ଦୋକାନରେ କର୍ନାଟକ ପୋଲିସର ଚଢ଼ାଉ: ବ୍ୟବସାୟୀ ଗିରଫ
ବାସୁଦେବପୁର,୮।୧୨(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଇରମ ବଜାରରେ ଏକ ସୁନା ଦୋକାନ ଉପରେ କର୍ନାଟକ ପୋଲିସ ସ୍ଥାନୀୟ ପୋଲିସ ସହାୟତାରେ ଶନିବାର ଚଢ଼ାଉ କରି ଦୋକାନୀ ଦୁଲାଳ ସାହୁଙ୍କୁ ଗିରଫ କରିଛି। ତାଙ୍କ ଠାରୁ ପୋଲିସ ୫…
Archives


