ଭଦ୍ରକ

ପାରିବାରିକ କଳହ: ବିଷ ପିଇ ଜୀବନ ହାରିଲେ ଯୁବକ

ତିହିଡ଼ି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁରରେ ଘରଭଡ଼ା ନେଇ ରହୁଥିବା ଜଣେ ଯୁବକ ରବିବାର ରାତିରେ ବିଷପିଇ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ବାଂଶଡା ଥାନା ଅଧୀନ ବାଂଶଡା ଗ୍ରାମର ଉତ୍ତମ ରାଉଳ(୨୫)। ସେ…

ମଦ ଦୋକାନ ଭାଙ୍ଗି ୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ମଦ ଲୁଟ୍‌

ତିହିଡି,୧୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ବଜାରରେ ଥିବା ଏକ ବିଦେଶୀ ମଦ ଦୋକାନ ଭାଙ୍ଗି ରବିବାର ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନ ଦାୟିତ୍ୱରେ ଥିବା କାନପୁର ଗ୍ରାମର ଦୁର୍ଯ୍ୟୋଧନ ବେହେରା ସୋମବାର ଏ ସମ୍ପର୍କରେ ତହିଡି ଥାନାରେ ଜଣାଇବା…

ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ

ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଖଡ଼ଗପୁର ଏକାଦଶ ଚଳିତବର୍ଷର ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ୍‌ ଖଡ଼ଗପୁର ଏକାଦଶ ଓ…

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା

ଭଦ୍ରକ ଅଫିସ, ୧୨।୧: ଭଦ୍ରକ ଜିଲା ଧାମନଗର ବ୍ଲକ ଇଚ୍ଛାପୁର ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦୁର୍ଯ୍ୟୋଧନ ରାଉତଙ୍କ ୪ ବଖରା ସମେତ ଘରର ସମସ୍ତ ଆସବାବପତ୍ର ଜଳିଯାଇଛି । ଖବର ପାଇ ଘଟଣାସ୍ଥଳରେ ଧାମନଗର…

ତିହିଡ଼ିରେ କୋର୍ଟ ପ୍ରତିଷ୍ଠାରେ ବିଳମ୍ବ

ତିହିଡ଼ି,୧୧ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ିରେ ସିଭିଲ ଜଜ୍‌ ଜୁନିୟର ଡିଭିଜନ ଓ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ନେଇ ପ୍ରଶାସନ ପକ୍ଷରୁ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଶନିବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ପରିସରରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଘାଟିତ

ଭଦ୍ରକ ଅଫିସ,୧୧।୧: ଭଦ୍ରକ ବସ୍‌ ସିଣ୍ଡିକେଟ ପକ୍ଷରୁ ୩୧ତମ ସଡ଼କ ସୁରକ୍ଷା ସଚେତନତା ସପ୍ତାହ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟକ ଭାବେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ଆର୍‌ଟିଓ ବିରଞ୍ଚି ନାରାୟଣ ଅଧିକାରୀ, ଶ୍ରୀନିବାସ ପତି ପ୍ରମୁଖ ଯୋଗ…

ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ

ବନ୍ତ, ୧୧।୧ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ୧୪ଟି ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଧାନ ଅମଳ ସମୟରେ ବାରମ୍ବାର ଅଦିନିଆ ବର୍ଷା ନୟାନ୍ତ କଲାଣି। ଏପଟେ ମଣ୍ଡିରୁ ଧାର୍ଯ୍ୟ…

ଡାଟା ଏଣ୍ଟ୍ରି ଅପରେଟର ଲାଞ୍ଚ ନେବା ଘଟଣା: ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌

ଭଦ୍ରକ ଅଫିସ,୧୦।୧: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଧରାପଡ଼ିବା ଘଟଣାରେ ଶୁକ୍ରବାର ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ (୧)ର ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌ କରାଯାଇଛି। ଲାଞ୍ଚ କାରବାରରେ ଗ୍ରାମ୍ୟ ଉନୟନ…

୨୨ ମହଣର ପଥର ବଖାଣୁଛି ବୀରତ୍ୱ ଗାଥା

ବାସୁଦେବପୁର, ୧୦।୧(ଡି.ଏନ.ଏ.)- ଭଦ୍ରକ ଜିଲାର ବାସୁଦେବପୁର ଏକ ଐତିହ୍ୟ ସମ୍ପନ୍ନ ଅଞ୍ଚଳ। କଥିତ ଅଛି, ମଧ୍ୟଯୁଗରେ ବାସୁଦେବପୁର ଏକ ପ୍ରଗଣା ଭାବେ ଗଢ଼ି ଉଠିଥିଲା। ବର୍ତ୍ତମାନର ବାସୁଦେବପୁର ସହରର ଅଂଶବିଶେଷ ଭେଡ଼ାଆଙ୍କୁଡ଼ାରେ ଥିଲା ରାଜଉଆସ। ରାଜା ଶାସନର ଅବସାନ ପରେ ରାଜଉଆସର…

ଲାଞ୍ଚ ନେଇ ଧରାପଡ଼ିଲେ ଡାଟାଏଣ୍ଟ୍ରି ଅପରେଟର

ଭଦ୍ରକ ଅଫିସ,୯।୧: ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟାଏଣ୍ଟ୍ରି ଅପରେଟର ପ୍ରିୟବ୍ରତ ପଣ୍ଡା ଜଣେ ଠିକାଦାରଙ୍କଠାରୁ ନିଜ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଚଢ଼େୟା ଗ୍ରାମର ଦିଗାମ୍ବର ଦାସଙ୍କ ୮ ଲକ୍ଷ ୨୦ ହଜାର ଟଙ୍କାର ବିଲ୍‌…

ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ

ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗିରଫ ଯୁବକ…

ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ

ଚାନ୍ଦବାଲି,୮ା୧(ଡି.ଏନ୍‌.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଦଳୀୟ ନେତୃବୃନ୍ଦଙ୍କ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?