ଭଦ୍ରକ

କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଭଦ୍ରକ ଜିଲା ଗସ୍ତ ଓ କାର୍ଯ୍ୟ ନୀରିକ୍ଷଣ: ବକେୟା ମାମଲା ଫଇସଲା ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୨୬ା୧୧- କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମଙ୍ଗଳବାର ଅପରାହ୍ନରେ ଭଦ୍ରକ ଜିଲା ଗସ୍ତ କରିବା ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର କାର୍ଯ୍ୟ ନିରୀକ୍ଷଣ କରିଥିଲେ। ଜିଲାର ରାଜସ୍ବ ସମ୍ପର୍କିତ ତଥ୍ୟ ଓ ବକେୟା ମାମଲା…

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ

ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହିତ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟର ତଦାରଖ କରିଥିଲେ। ଏହି ଅବସରରେ ସେ ସରପଞ୍ଚ ବିଷ୍ଣୁ…

ଯୋରରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବାସୁଦେବପୁର / ପଦ୍ମପୁର,୨୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ନିକଟ ବିଶ୍ୱାଳ ଗୋହିରୀ ଯୋରରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କୁ ୫୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ…

ବାତିଲ୍‌ ହେଲା ଫେରିଘାଟ ନିଲାମ

ଚାନ୍ଦବାଲି, ୨୬।୧୧ (ଡି.ଏନ.ଏ.)- ଭଦ୍ରକ ଜିଲାର ଚାନ୍ଦବାଲି ଓ ବାସୁଦେବପୁର ବ୍ଲକ ସୀମା ଦେଇ ବହି ଯାଇଥିବା ମନ୍ତେଈ ନଦୀର ବାଲିଆପାଳ ଫେରିଘାଟ ନିଲାମକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏକମାତ୍ର ବିଡର ଉପସ୍ଥିତ କାରଣରୁ ଚାନ୍ଦବାଲି ବ୍ଲକ ପ୍ରଶାସନ ପକ୍ଷରୁ…

ନକଲି ଜର୍ଦ୍ଦା କାରଖାନା ଠାବ: ଜଣେ ଗିରଫ

ଭଦ୍ରକ ଅଫିସ, ୨୫ା୧୧- ଭଦ୍ରକ ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ମିର୍ଜାପୁର ଚିଡ଼ିଆମାରପଦାରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ସେଠାରୁ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ଜର୍ଦ୍ଦା ସମେତ ପ୍ରସ୍ତୁତ ସାମଗ୍ରୀ ଜବତ କରିଛି…

ଦାଣ୍ଡ ସୁବର୍ଣ୍ଣମୁଖୀ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ମା’ଙ୍କ ଅଳଙ୍କାର ନେଇଗଲେ ଦୁର୍ବୃତ୍ତ

ଭଣ୍ଡାରିପୋଖରୀ,୨୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ସରସଦା ପଞ୍ଚାୟତ ଏକଗୋଲା ଗ୍ରାମ ଛକରେ ଥିବା ଦାଣ୍ଡ ସୁବର୍ଣ୍ଣମୁଖୀ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ମା’ଙ୍କ ସୁନା ଓ ରୁପାର ମୁକୁଟ, ଚିତା…

ମନ୍ଦିର ଗାତ୍ରରେ ଆଧ୍ୟାତ୍ମିକ ଚେତନାର ଛବି

ଭଦ୍ରକ ଅଫିସ, ୨୫।୧୧(ଡି.ଏନ.ଏ.)- ଲୌକିକ ପରମ୍ପରା ଓ ବିଶ୍ୱାସକୁ ନେଇ ଭଦ୍ରକ ସହରରେ ଗଢ଼ି ଉଠିଛି ବାବା ଲୋକନାଥଙ୍କ ମନ୍ଦିର। ସହର ମଧ୍ୟଭାଗସ୍ଥିତ ଓଟି ମାର୍କେଟ୍‌ଠାରେ ଥିବା ଏହି ଭବ୍ୟ ମନ୍ଦିର ୧୯୪୨ରେ ପ୍ରତିଷ୍ଠିତ ହୋଇଥିବା କୁହାଯାଏ। ହେଲେ ଲୋକନାଥ ବାବାଙ୍କ…

ଆଖଣ୍ଡଳମଣି ମନ୍ଦିର ପରିସରକୁ ପଲିଥିନ ମନା

ଆରଡ଼ି,୨୪।୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ପରିସରକୁ ସୋମବାରଠାରୁ ପଲିଥିନ ଓ ପ୍ଲାଷ୍ଟିକ ଜାତୀୟ ଉପକରଣ ପ୍ରବେଶ ଉପରେ ରୋକ ଲଗାଇଛନ୍ତି ଉଭୟ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୋଲିସ। ଏହି ଆଇନକୁ କୌଣସି ବର୍ଗର ଲୋକେ ଅମାନ୍ୟ…

ଯୁବ ପ୍ରତିଭା ରୁଦ୍ରମାଧବ: ସଙ୍ଗୀତରେ ନିଜେ ହଜି ଅନ୍ୟକୁ ହଜାନ୍ତି

ଭକ୍ତି ସଙ୍ଗୀତ ହେଉ କି ଆଧୁନିକ ଗୀତ ଏହାର ଦରଦୀ ସ୍ବର ଭିତରେ ରୂପ ନେଇଥାଏ ଜୀବନ-ସଙ୍ଗୀତ। ଆନନ୍ଦ ହିଁ ସଙ୍ଗୀତର ଉତ୍ସ, ଯାହା ମଣିଷ ମନର ଆଶା, ବିଶ୍ୱାସକୁ ଊର୍ଦ୍ଧ୍ୱଗାମୀ କରି ଏକ ଚେତନ ସ୍ତରରେ ସମ୍ମିଳିତ ହୋଇଥାଏ। ଓଡ଼ିଆ…

ଧୁଷୂରୀ ଏରିଆ ହସ୍ପିଟାଲରେ ତାଲା ପକାଇଲେ ଲୋକେ: ରୋଗୀ ହନ୍ତସନ୍ତ

ଧାମନଗର,୨୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ଏରିଆ ହସ୍ପିଟାଲରେ ଶନିବାର ସ୍ଥାନୀୟ ଲୋକେ ତାଲା ପକାଇଛନ୍ତି। ତେବେ ଡାକ୍ତର ସମସ୍ୟା ନେଇ ସେମାନେ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହାର ସ୍ଥାୟୀ ସମାଧାନ ପାଇଁ ସେମାନେ ଦାବି କରିଛନ୍ତି। ଏ…

ଗଁ। ଲୋକେ ପ୍ରତିବର୍ଷ ବାନ୍ଧୁଛନ୍ତି ବନ୍ଧ

ଚାନ୍ଦବାଲି,୨୩।୧୧(ଡି.ଏନ.ଏ.)- ପ୍ରଶାସନ ପକ୍ଷରୁ ହୋଇପାରୁନି ସ୍ଥାୟୀ ପ୍ରତିକାର। ନିଜ ଜମିକୁ ଜୁଆର ପ୍ରଭାବରୁ ରକ୍ଷା କରିବା ପାଇଁ ଚାଷୀମାନେ ପ୍ରତିବର୍ଷ ମାଟିବନ୍ଧ ତିଆରି କରୁଛନ୍ତି। ବର୍ଷାଦିନେ ଏହି ମାଟିବନ୍ଧ ଧୋଇ ଯାଉଛି। ଶୁକ୍ରବାର ଚାନ୍ଦବାଲି ବ୍ଲକର ଜଳଦେଶ ଅଞ୍ଚଳରେ କେତେକ ଗଁ।ର…

ରହଣିଆରେ ଅଗ୍ନିକାଣ୍ଡ: ୧୦ ବଖରା ଜଳିଗଲା

ଭଦ୍ରକ ଅଫିସ, ୨୨।୧୧- ଭଦ୍ରକ ପୌରପାଳିକାର ଚରମ୍ପା ୨ ନମ୍ବର ୱାର୍ଡ ବରାଳପୋଖରୀ ରହଣିଆ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ପରିବାରର ୧୦ ବଖରା ଘର ଜଳିଯାଇଛି। ଗ୍ରାମର ବିଜୟ ପ୍ରଧାନ, ସତ୍ୟନାରାୟଣ ପ୍ରଧାନ, ବୈଶାଖୀ ପ୍ରଧାନ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri