ଲୁଣାପାଣି ଅଟକାଇବା ପାଇଁ ବନ୍ଧ ବାନ୍ଧିଲେ ଚାଷୀ
ଆରଡ଼ି, ୨୧।୧୧ (ଡି.ଏନ.ଏ.)-ପ୍ରଥମେ ମରୁଡ଼ିର ପଦଧ୍ୱନି। ପରେ ବାତ୍ୟାର ତାଣ୍ଡବ। ଯାହା କିଛି ଫସଲ ଥିଲା ଏବେ ବି ପାଣିରେ ଭାସୁଛି। ଖରିଫ ଫସଲ ନଷ୍ଟ ପରେ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ। ଏବେ ଟାଇଚୁଙ୍ଗ ଚାଷ ଲାଗି ଆଗଭର…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍ ଗଲେ ୪ର୍ଥ ଶ୍ରେଣୀ କର୍ମଚାରୀ
ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ଗ୍ରାମର ଆର୍ଡବ୍ଲ୍ୟୁଏସ୍ଏସ୍ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ(ଫିଟର) ସତ୍ୟନାରାୟଣ ମଲ୍ଲିକଙ୍କୁ ବୁଧବାର ଭଦ୍ରକ ଭିଜିଲାନ୍ସ ଟିମ୍ ଗିରଫ କରି ବାଲେଶ୍ୱର ଜେଲ୍କୁ ପଠାଇଛି। ଭଦ୍ରକ ଭିଜିଲାନ୍ସ ଡିଏସ୍ପି ସଞ୍ଜୟ କୁମାର…
ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ଚକୋଲେଟ୍
ଆରଡି, ୨୦ା୧୧(ଡି.ଏନ.ଏ.)-ଗତ ଶିଶୁ ଦିବସ ଉତ୍ସବ ପାଳନ ବେଳେ ଭଦ୍ରକ ଜିଲା ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ତର୍ଗତ ତଳଦୁମୁକା ଉନ୍ନୀତ ଉପ୍ରା ବିଦ୍ୟାଳୟରେ ପିଲାଙ୍କୁ ମଧ୍ୟାହ୍ଣ ଭୋଜନ ଦିଆ ନ ଯାଇ କେବଳ ଚକୋଲେଟ ବଣ୍ଟା ଯାଇଥିଲା। କିନ୍ତୁ ଶିକ୍ଷାନୁଷ୍ଠାନ…
ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ
ଭଦ୍ରକ ଅଫିସ, ୨୦ା୧୧- ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରା ଜଜ୍ ପ୍ରଣତି ସାହା ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଶରତ ମଳିକଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବା ସହିତ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା ବିବରଣୀ…
ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ
ଆରଡି,୧୯।୧୧,(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଲାଗି ରୋଷେଇ ହୋଇ ନ ଥିଲା। ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ୪ଟି…
ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ
ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଏହି ବାତ୍ୟାରେ ବ୍ଲକର…
ନକଲି ସାର୍ଟିଫିକେଟ୍ରେ ଶିକ୍ଷକତା
ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା କରିଆସୁଥିଲେ। ନିକଟରେ ଶିକ୍ଷା ବିଭାଗ ଦ୍ୱାରା ଧରାପଡ଼ିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।…
ଜମିବିକ୍ରିରେ ଜାଲିଆତି: ଜଣେ ଗିରଫ
ଚାନ୍ଦବାଲି, ୧୮।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ତହସିଲ ଅଧୀନ ଧାମରା ଆର୍ଆଇ ସର୍କଲର ଅମରନଗର ମୌଜାରେ ଏକ ଜମିବିକ୍ରିରେ ଜାଲିଆତି ଅଭିଯୋଗରେ ବସନ୍ତ ମହତା ନାମକ ଜଣେ ଯୁବକଙ୍କୁ ସ୍ଥାନୀୟ ପୋଲିସ ସୋମବାର ଗିରଫ କରିଛି। ଏ ନେଇ ଚାନ୍ଦବାଲି…
ବୀମାରାଶି ନ ମିଳିବା ପ୍ରତିବାଦରେ ଚାଷୀଙ୍କ ଧାରଣା
ଆରଡ଼ି,୧୮।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ପାଳସାହି ସେବା ସମିତି ଅଧୀନରେ ଥିବା ଚାଷୀମାନଙ୍କୁ ଗତବର୍ଷ ଖରିଫ ଫସଲ ବୀମା ରାଶି ମିଳିନାହିଁ। ଏହାର ପ୍ରତିବାଦ ସ୍ବରୂପ ପାଳସାହି ଓ ରଇପୁର ପଞ୍ଚାୟତର ଶତାଧିକ ଚାଷୀ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ…
ଦୋଛକିରେ ଭାରତମାଳା ପ୍ରକଳ୍ପ
ଭଦ୍ରକ ଅଫିସ,୧୮ା୧୧- କେନ୍ଦ୍ର ସରକାରଙ୍କ ଭାରତମାଳା ପ୍ରକଳ୍ପ ଏବେ ଦିଗହରା ହୋଇ ପଡିଛି। ଏହି ପ୍ରକଳ୍ପ ସକାଶେ ବିଜ୍ଞପ୍ତି ଜାରି ସତ୍ତ୍ୱେ ଏହାର କାର୍ଯ୍ୟକାରିତା ନେଇ ଆଉ କିଛି ସୂଚନା ମିଳୁ ନାହିଁ। ଭଦ୍ରକ ଜିଲାର ଧାମରା ବନ୍ଦରଯାଏ ପରିବହନ ବ୍ୟବସ୍ଥାକୁ…
ମୃତକଙ୍କ ଆଖି କାଢ଼ିନେବା ଘଟଣା: ମାମଲା ରୁଜୁ ପରେ ପୋଲିସର ତନାଘନା
ଭଦ୍ରକ ଅଫିସ, ୧୭ା୧୧- ପରିବାର ଲୋକଙ୍କ ଅଜାଣତରେ ଚକ୍ଷୁ ଦାନ କରିବା ଲାଗି କାଗଜପତ୍ରରେ ଦସ୍ତଖତ କରାଇ ନେଇ ମେଡିକାଲରେ ଜଣେ ମୃତବ୍ୟକ୍ତିଙ୍କ ଦୁଇ ଆଖି କାଢି ନିଆଯିବା ଘଟଣା ସମ୍ପର୍କରେ ଅଭିଯୋଗ ପାଇ ଭଦ୍ରକ ଟାଉନ ଥାନା ପୋଲିସ ଏକ…
ସମୁଦ୍ରକୁ ମାଛ ଧରିବାକୁ ଯାଇ ଧୀବର ମୃତ
ପଦ୍ମପୁର, ୧୭ା୧୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢୁଆଁ ଗ୍ରାମର ଜଣେ ବ୍ୟକ୍ତି ସମୁଦ୍ରକୁ ମାଛ ଧରିବାକୁ ଯାଇ ଅସୁସ୍ଥ ହୋଇ ପରେ ମୃତ୍ୟୁମୁଖରେ ପଡିଛନ୍ତି। ମୃତକ ହେଲେ ଅଢୁଆଁ ଗ୍ରାମର ସୋମବାରୀ ମଳିକ। ଗତ ୧୪ ତାରିଖରେ ସୋମବାରୀଙ୍କ…
Archives


