ଭଦ୍ରକ

ଭଦ୍ରକରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ଘଟଣା, ମୃତକଙ୍କ ପରିବାରକୁ ଦିଆଯିବ ୨ଲକ୍ଷ: ବିଧାୟକ

ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଏକ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କାହୋଇ ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଥିଲେ। ତେବେ ମୃତକଙ୍କ…

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ଆନ୍ଦୋଳନ

ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର୍‌ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଛନ୍ତି। ତେବେ…

ଯୁବ ବ୍ୟବସାୟୀ ହତ୍ୟା ଘଟଣା: ଅନ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଘେରାଉ

ତିହିଡ଼ି,୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ଅମୃତପୁର ଗ୍ରାମର ରତ୍ନାକର ଖୁଣ୍ଟିଆ ନାମକ ଜଣେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଶୁକ୍ରବାର ପୂର୍ବାହ୍ନରେ ଗ୍ରାମବାସୀ ତିହିଡ଼ି ଥାନା ଘେରାଉ କରିଛନ୍ତି। ଏହା…

ଟ୍ରେନରେ କଟି ଯୁବକଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩।୧: ଗୁରୁବାର ବିଳମ୍ବିତ ରାତିରେ ଟ୍ରେନରେ କଟି ଭଦ୍ରକ ନୂଆ ବଜାର ଅଂଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଜଣକ ପଙ୍କଜ କୁମାର ସାହୁ ବୋଲି ରେଳବାଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେ ବାଉଦପୁର ନିକଟ…

ବସ-ଟ୍ରକ ମୁହାଁମୁହିଁ ଧକ୍କା: ଦୁଇ ମୃତ, ୨୮ ଗୁରୁତର

ଭଦ୍ରକ ଅଫିସ, ୩।୧: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟଛି। ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ୨୮ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ଥିବା…

ଜମି ଅନୁଯାୟୀ ମିଳୁନି ଧାନବିକ୍ରି ଅନୁମତି

ଭଦ୍ରକ ଅଫିସ,୩।୧- ସରକାରୀ ସ୍ତରରେ ତଳସ୍ତରର କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଚାଷୀମାନେ ଉପଯୁକ୍ତ ପରିମାଣର ଧାନ ସମବାୟ ସମିତି ମାଧ୍ୟମରେ ବିକ୍ରି କରି ନ ପାରି ଦଲାଲଙ୍କ ଶୋଷଣର ଶିକାର ହେବେ ବୋଲି ଆଶଙ୍କା ପ୍ରକାଶ ପାଇଛି। ଭଦ୍ରକ ଉପକଣ୍ଠ…

ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ କେନ୍ଦ୍ରମନ୍ତ୍ରୀ

ବନ୍ତ,୨।୧(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁରେ ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ଅନାବରଣ କରିଛନ୍ତି । ବାତ୍ୟା ଆଶ୍ରୟସ୍ଥଳ ନିକଟରେ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି…

ସୁଗୁନା ଫୁଡ୍‌ ସୁପରଭାଇଜରଙ୍କ ସନ୍ଦେହଜନକ ମୃତ୍ୟୁ: ଗେଷ୍ଟ ହାଉସ୍‌ରୁ ମିଳିଲା ମୃତଦେହ

ଭଦ୍ରକଅଫିସ,୨।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ନିକଟରେ ଥିବା ସୁଗୁନା ଫୁଡ୍‌ର ଗେଷ୍ଟ ହାଉସ୍‌ରୁ କମ୍ପାନୀର ସୁପରଭାଇଜରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଖୋର୍ଦ୍ଧା ଅଞ୍ଚଳର ଦେବୀପ୍ରସାଦ ଚମ୍ପତିରାୟ। ଦୀର୍ଘଦିନ ଧରି ସେ ସୁଗୁନା କମ୍ପାନୀରେ ସୁପରଭାଇଜର…

ନୂଆବର୍ଷରେ ଆରଡିରେ ପ୍ରବଳ ଭିଡ

ଆରଡି,୧।୧, (ଡି.ଏନ.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିକୁ ନୂଆବର୍ଷ ଉପଲକ୍ଷେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଭକ୍ତମାନେ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ। ଆରଡି ଫାଣ୍ଡି ଅଧିକାରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧାନରେ ପୀଠରେ ଶାନ୍ତି…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ସତ୍ୟବ୍ରତ ଶିଅଳ(୨୫)ଙ୍କ ମୃତ୍ୟୁ ଘଟିଛି। ବୁଧବାର ସକାଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରଛି। ଭୋରୁ ବ୍ୟାଙ୍କ ନିକଟରେ ସତ୍ୟବ୍ରତଙ୍କ ମୃତଦେହ ଦେଖିବାକୁ ମିଳିଥିଲା।…

ପେଟ୍ରୋଲରେ ଚାଲୁଛି ସାଇକେଲ: ୧ ଲିଟରରେ ଯାଉଛି ୬୦ କି.ମି.,୨ ମାସରେ ତିଆରି କଲେ ଦୁଇଭାଇ

ପଦ୍ମପୁର, ୧।୧(ଡି.ଏନ୍‌.ଏ.)-ପେଟ୍ରୋଲ ଚାଳିତ ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ୫ମ ଶ୍ରେଣୀ ଛାତ୍ର ଶୁଭମ୍‌ ସୌଭାଗ୍ୟ ଓ ତାଙ୍କ ବଡଭାଇ ଜଗବନ୍ଧୁ। ଦୁଇ ମାସ ମଧ୍ୟରେ ଦୁଇ ଭାଇ ମିଶି ଏହି ସାଇକେଲ ତିଆରି କରିଛନ୍ତି। ଏକ ରେସିଂ ସାଇକେଲରେ…

ରଶି ଲଗାଇ ବୃଦ୍ଧଙ୍କ ଆତ୍ମହତ୍ୟା

ବନ୍ତ,୩୧ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ତଥା କେନ୍ଦୁଆପଦା ଫାଣ୍ଡି ଅଧୀନ ରତନପୁର ଗ୍ରାମର ଜଣେ ବୃଦ୍ଧ ସୋମବାର ରାତିରେ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ପୋଲିସ ସୂଚନା ଅନୁଯାୟୀ ଉକ୍ତ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?