ଚାନ୍ଦବାଲିରେ ଶ୍ରମିକ, କୃଷକ ସମାବେଶ
ଚାନ୍ଦବାଲି,୧୭ା୧୧(ଡି.ଏନ.ଏ.)-ଶୋଷଣମୁକ୍ତ ଭାରତ ଗଠନ ଦିଗରେ କମ୍ୟୁନିଷ୍ଟମାନଙ୍କ ସଂଗ୍ରାମର ଶତବାର୍ଷିକୀ ପାଳନ ଅବସରରେ ରବିବାର ଭଦ୍ରକ ଜିଲା ଚାନ୍ଦବାଲି ବିଜୁସ୍ମୃତି ଭବନରେ ଶ୍ରମିକ ଓ କୃଷକଙ୍କ ସମାବେଶ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଶ୍ରମିକ ଓ କୃଷକମାନେ ଏଥିରେ ଯୋଗ…
ମୃତଦେହରୁ କାଢ଼ିନେଲେ ଆଖି
ଭଦ୍ରକ ଅଫିସ, ୧୭।୧୧- କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ମୃତ୍ୟୁ ଘଟିଥିବା ବୀର ଗାଗାରାଇ ଓରଫ ନଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଦୁଇ ଆଖିକୁ ଭୁବନେଶ୍ୱରର ଏକ ମେଡିକାଲ ପକ୍ଷରୁ କାଢ଼ି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…
ଜାତୀୟ ପ୍ରେସ୍ ଦିବସ ପାଳିତ
ଭଦ୍ରକ ଅଫିସ,୧୬।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ସଂସ୍କୃତି ଭବନ ପରିସରରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲା ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କ ସଭାପତିତ୍ୱରେ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ପି.ଡି. ମଧୁସୂଦନ ମିଶ୍ର, ଅବସରପ୍ରାପ୍ତ ଅଧ୍ୟକ୍ଷ…
ନାବାଳିକା ବଳାତ୍କାର ମାମଲା: ରିମାଣ୍ଡରେ ଆସିଲେ ୪ ଅଭିଯୁକ୍ତ
ଚାନ୍ଦବାଲି,୧୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର ମାମଲାରେ ପୂର୍ବରୁ ସମସ୍ତ ୪ଜଣ ଅଭିଯୁକ୍ତ ଗିରଫ ହୋଇଥିଲେ । ଏ ନେଇ ଥାନାରେ ୨୭୪/୧୯ରେ ଏକ ମାମଲା ରୁଜୁ ହୋଇଥିଲା । ତେବେ ଅଭିଯୁକ୍ତ ପ୍ରକାଶ ଦାସ,…
ବାଂଶଡ଼ା ସେତୁ ଲାଗି କଂଗ୍ରେସର ଆନ୍ଦୋଳନ: ଭଦ୍ରକ-ଧାମରା ରେଳଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ
ଚାନ୍ଦବାଲି,୧୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମନ୍ତେଈ ନଦୀ ଉପରେ ନିର୍ମାାଣାଧୀନ ବାଂଶଡ଼ା ସେତୁ ଦୀର୍ଘଦିନ ହେବ ଅଧାପନ୍ତରିଆ ହୋଇ ପଡ଼ିରହିଛି । ୨୦୧୩ ମସିହାରେ ଏହାର ନିର୍ମାଣ ଆରମ୍ଭ ହୋଇ ୨୦୧୬ରେ ଶେଷ ହେବାକୁ ଥିବା ବେଳେ ଏହା ଏବେ…
ଧାମରାରେ କେନ୍ଦ୍ରୀୟ ପ୍ରତିନିଧି ଦଳ
ଚାନ୍ଦବାଲି,୧୫।୧୧(ଡି.ଏନ୍.ଏ.): ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ପ୍ରଭାବରେ ଭଦ୍ରକ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳ ଚାନ୍ଦବାଲି ଓ ଧାମରାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏ ନେଇ କ୍ଷୟକ୍ଷତିର ଆକଳନ ଲାଗି ୮ ଜଣିଆ କେନ୍ଦ୍ରୀୟ ଟିମ୍ ଗୁରୁବାର ଧାମରା ଗସ୍ତ କରିଥିଲେ। ରାତିରେ ଧାମରାରେ…
ତହସିଲ କାର୍ଯ୍ୟାଳୟ ଘେରିଲା ନବନିର୍ମାଣ କୃଷକ ସଙ୍ଗଠନ
ତିହିଡ଼ି,୧୫।୧୧(ଡି.ଏନ୍.ଏ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟ ଘେରାଉ କରାଯାଇଛି। ‘ବୁଲ୍ବୁଲ୍’ରେ ବ୍ଲକର କ୍ଷତିଗ୍ରସ୍ତ ଚାଷୀଙ୍କୁ ନିରପେକ୍ଷ ଭାବେ ଚିହ୍ନଟ କରାଯାଇ ଏକର ପ୍ରତି ୨୦ ହଜାର ଟଙ୍କା କ୍ଷତିପୂରଣ…
ଟ୍ରକ୍ ଧକ୍କାରେ ଛାତ୍ରୀ ଗୁରୁତର: ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ
ଭଦ୍ରକ ଅଫିସ ,୧୫।୧୧: ଭଦ୍ରକ ୧୬ ନଂ. ଜାତୀୟ ରାଜପଥ ଗେଲପୁର ନିକଟରେ ଏକ ଟ୍ରକ୍ ଜଣେ ସ୍କୁଲ୍ ଛାତ୍ରୀଙ୍କୁ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ସେ ହେଲେ ଗେଲପୁର ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ରାଜଲକ୍ଷ୍ମୀ ମଲ୍ଲିକ। ଗୁରୁତର…
ବେଙ୍ଗାଲୁର-ଗୁଆହାଟୀ ଏକ୍ସପ୍ରେସ୍ରେ ୩ ସନ୍ତାନ ଜନ୍ମଦେଲେ ମହିଳା: ଆଖିବୁଜିଲେ ସମସ୍ତ ନବଜାତକ
ଭଦ୍ରକ ଅଫିସ ,୧୫।୧୧: ଭଦ୍ରକ ରେଳ ଷ୍ଟେଶନରେ ଶୁକ୍ରବାର ସକାଳେ ଜଣେ ମହିଳା ବେଙ୍ଗାଲୁର-ଗୁଆହାଟୀ ଏକ୍ସପ୍ରେସ୍ରେ ୩ ସନ୍ତାନଙ୍କୁ ଜନ୍ମ ଦେଇଥିବା ବେଳେ ସମସ୍ତ ଶିଶୁଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହିଳା ଜଣଙ୍କ ଆସାମ ଗୁଆହାଟୀ ନାଲବାରି ଜିଲାର ବାଲକ୍ଷେତ୍ରି ବ୍ଲକର…
ଅଗ୍ନିକାଣ୍ଡରେ ୫ ଗୋରୁ ଜୀବନ୍ତ ଦଗ୍ଧ
ଧାମନଗର,୧୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ପାହାଡ଼ପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଆନନ୍ଦ ଖୁଣ୍ଟିଆଙ୍କ ଗୁହାଳ ଜଳିଯାଇଥିବା ବେଳେ ୫ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଧାମନଗର ଅଗ୍ନିଶମ କର୍ମଚାରୀ ପହଞ୍ଚିି ନିଆଁ…
ଆଖଣ୍ଡଳମଣିଙ୍କ ଭଣ୍ଡାରଗୃହରେ ଅଗ୍ନିକାଣ୍ଡ: ଜଳିଗଲା ବାବାଙ୍କ ବେଶ ପାଇଁ ଲାଗୁଥିବା ଲୁଗାପଟା ଓ ଅନ୍ୟାନ୍ୟ ସାମଗ୍ରୀ
ଆରଡ଼ି,୧୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣିଙ୍କ ଭଣ୍ଡାରଗୃହରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ବାବାଙ୍କ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଭସ୍ମୀଭୂତ ହୋଇଯାଇଛି । ଦୈନଦିନ ହେଉଥିବା ବାବାଙ୍କ ବଡ଼ସିଂହାର ବେଶ ଓ ଅନ୍ୟାନ୍ୟ…
ମଞ୍ଜି ବିକାଳିଙ୍କ ବଡ଼ ହୃଦୟ: -ସ୍ବତନ୍ତ୍ର ଦିନରେ ବଡ଼ଦାଣ୍ଡରେ ବୁଲି ବାଣ୍ଟନ୍ତି ଚା, ପାନ
ପୁରୀ ଅଫିସ, ୧୪।୧୧- କଥାରେ ଅଛି ମାନବ ସେବା ହିଁ ମାଧବ ସେବା। ଏହାକୁ ଯିଏ ଭଲ ଭାବେ ବୁଝିଛି ତା’ ପାଇଁ ବୟସ କି ପଥ କିଛି ଫରକ୍ ପଡ଼େ ନାହିଁ। ଯେତେ ଦୂର ହୋଇଥାଉ ନା କାହିଁକି ମାନବ…
Archives


