ଭଦ୍ରକ

ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟିନେଇଛନ୍ତି। ୧୫ ଦିନ ପରେ…

ଐତିହାସିକ ଗାନ୍ଧୀ କର୍ମମନ୍ଦିର ଶ୍ରୀହୀନ

ବନ୍ତ,୩୦।୧୨(ସ୍ବ.ପ୍ର.)- ଦେଶକୁ ସ୍ବାଧୀନ କରିବା ପାଇଁ ସେତେବେଳେ ବହୁ ସ୍ଥାନରେ ସଂଗ୍ରାମୀମାନେ ମେଳି ବାନ୍ଧି ବ୍ରିଟିଶ ଶାସନ ବିରୋଧରେ ରଣକୌଶଳ ପ୍ରସ୍ତୁତ କରୁଥିଲେ। ପରେ ସେହି ସ୍ଥାନଗୁଡ଼ିକ ସ୍ବାଧୀନତାର ମୂକ ସାକ୍ଷୀ ଭାବେ ପରିଚିତ। ସେଥିମଧ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକ…

ବିଲରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନଗୁଁଆ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦମକଳ କେନ୍ଦ୍ର ପଛପଟ ବିଲ ବୁଦା ନିକଟରୁ ରବିବାର ଅପରାହ୍ନରେ ଜଣେ ବୃଦ୍ଧାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତା ବୃଦ୍ଧା…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍‌ ଟେଷ୍ଟ ସେଣ୍ଟରର ବାଥ୍‌ରୁମ୍‌ ଗ୍ରୀଲ କାଟି ଭିତରେ ପଶି ଦୁର୍ବୃତ୍ତମାନେ…

ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍‌ ବିଭାଗ କାର୍ଯ୍ୟ ସମୀକ୍ଷା

ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍‌ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍‌ ପାନ୍ଥିକା ପରିସରରେ ଓପିଟିସିଏଲ୍‌, ନେସ୍କୋ, ଠିକା ଏଜେନ୍ସି ଓ ପ୍ରଶାସନିକ ଅଧିକାରୀଙ୍କ ସହ…

ଆଗରପଡ଼ା ବିଦ୍ୟୁତ୍‌ ଉପକେନ୍ଦ୍ର ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି

ବନ୍ତ,୨୮।୧୨(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ାଠାରେ ନିର୍ମାଣାଧୀନ ଥିବା ୧୩୨/୩୩ କେଭି ବିଦ୍ୟୁତ୍‌ ଉପକେନ୍ଦ୍ରକୁ ଶନିବାର ବିଧାନସଭା ଷ୍ଟାଣ୍ଡିଂ କମିଟି ପରିଦର୍ଶନ କରିଛି। ଷ୍ଟାଣ୍ଡିଂ କମିଟିର ଏହି ଟିମ୍‌ ବିଦ୍ୟୁତ୍‌ ଉପକେନ୍ଦ୍ରରେ ପହଞ୍ଚି କାର୍ଯ୍ୟର ସମୀକ୍ଷା କରିବା ସହିତ ତୁରନ୍ତ…

କମ୍‌ ଦରରେ ସାମଗ୍ରୀ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲା: ପୋଲିସ ସିଲ୍‌ କାଟି ସାମଗ୍ରୀ ନେଲାବେଳେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ବାସୁଦେବପୁର,୨୮।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବଜାରରେ ଦୁର୍ଗା ଏଜେନ୍ସି ନାମରେ ଏକ ସଂସ୍ଥା ଦୋକାନ ଖୋଲିଥିଲା। ସମ୍ପୃକ୍ତ ଦୋକାନୀ ଲୋକଙ୍କୁ ଲୋଭ ଦେଖାଇ ସାମଗ୍ରୀ ଦେବା ଆଳରେ ପ୍ରାୟ ୨ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ କରି ରାତାରାତି ଫେରାର ହୋଇଯାଇଥିଲା।…

ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭଣ୍ଡାରିପୋଖରୀ, ୨୮।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦୁଇଦିନ ଧରି ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଧାନ ଅମଳ ସମୟରେ ଏଭଳି ଅଦିନିଆ ବର୍ଷାକୁ ନେଇ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଚାଷୀମାନେ ଖରିଫ ଧାନ କାଟି ବିଲରେ ପକାଇଥିବାବେଳେ…

‘ସୌଭାଗ୍ୟ’ ପାଲଟିଛି ଦୁର୍ଭାଗ୍ୟ

ଭଦ୍ରକ ଅଫିସ, ୨୮।୧୨- ଭଦ୍ରକ ଜିଲାରେ ସୌଭାଗ୍ୟ ଯୋଜନା ଏବେ ଗରିବ ଲୋକଙ୍କ ପାଇଁ ଦୁର୍ଭାଗ୍ୟ ଅବସ୍ଥା ଆଣିଦେଇଛି। ବିଦ୍ୟୁତ୍‌ ବିଭାଗର ଅଜବ ନିୟମ କାରଣରୁ ଗରିବ ହିତାଧିକାରୀ ମୁଣ୍ଡରେ ହାତଦେଇ ବସିଛନ୍ତି। ଦୁଇ ପରିବାର ବକେୟା ଦେୟ ପୈଠ କରି…

ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ମଞ୍ଜୁରୀରୋଡ୍‌ର ବ୍ୟବସାୟୀ ଶଙ୍କର୍ଷଣ…

ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ ବିଲ ଓ ଖଳାରେ ରଖିଥିବା ଅମଳ ହେବା ପାଇଁ ଥିବା ପାଚିଲା ଧାନ ନଷ୍ଟ…

ଉଦାହରଣ ସାଜିଛନ୍ତି ମହେଶ୍ୱର

ବନ୍ତ, ୨୭।୧୨(ସ୍ବ.ପ୍ର.) – ବର୍ତ୍ତମାନ ଦେଶରେ ନିଯୁକ୍ତି ଅଭାବରୁ ବେକାର ସମସ୍ୟା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ସମାଜରେ ଶାରୀରିକ ସୁସ୍ଥ ଶିକ୍ଷିତ ଯୁବକମାନେ ବେକାର ହୋଇ ବୁଲୁଥିବାବେଳେ ଜଣେ ଦିବ୍ୟାଙ୍ଗ ଯୁବକ ନିଜେ ରୋଜଗାରକ୍ଷମ ହୋଇ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?