ବୋମା ବିସ୍ଫୋରଣରେ ଜଣେ ଆହତ: ଯୁବକ ଗିରଫ
ବନ୍ତ,୧୩।୧୧ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅନ୍ତର୍ଗତ ଟିଲୋ ତାଳପଦା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଯୁବକଙ୍କ ବୋମା ବିସ୍ଫୋରଣରେ ଜଣେ ବ୍ୟକ୍ତି ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଆହତ ହୋଇଥିବା ବ୍ୟକ୍ତିଙ୍କ ପୁଅ…
ଜମା ଟଙ୍କା ମାଗିବାରୁ ମହିଳାଙ୍କୁ ଦୁର୍ବ୍ୟବହାର
ବନ୍ତ,୧୩।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ବସନ୍ତିଆ ସବ୍ପୋଷ୍ଟ ଅଫିସ କର୍ମଚାରୀ ତଥା ଆପଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳର କେତେଜଣ ମହିଳା ନିଜର ଜମା ଟଙ୍କା ମାଗିବାରୁ ସେମାନଙ୍କୁ ଦୁର୍ବ୍ୟବହାର କରାଯାଇଥିବା ନେଇ…
ବିଦ୍ୟୁତ୍ ଆଘାତରେ ଯୁବକ ମୃତ
ପଦ୍ମପୁର,୧୩।୧୧(ଡି.ଏନ୍.ଏ.): ବାସୁଦେବପୁର ବ୍ଲକ ଅଧୀନ ରାଧାବଲ୍ଲଭପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍ ଆଘାତରେ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ପ୍ରହଲ୍ଲାଦ ଜେନା। ସୂଚନାନୁଯାୟୀ, ପ୍ରହଲ୍ଲାଦ ନିଜ ଚାଷ ଜମିକୁ ଯାଇଥିବା ବେଳେ ଧାନବିଲ ଦେଇ ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ…
ପୁରୁଣା ଅଶ୍ୱତ୍ଥ ଗଛ ଉପୁଡ଼ି ଭଦ୍ରକ-ଆଖଣ୍ଡଳମଣି ମୁଖ୍ୟ ରାସ୍ତା ଅବରୋଧ
ଧାମନଗର ,୧୩।୧୧(ଡି.ଏନ.ଏ.)- ଭଦ୍ରକ କିଲା ଧାମନଗର ବ୍ଲକଦେଇ ଯାଇଥିବା ଭଦ୍ରକ- ଆଖଣ୍ଡଳମଣି ମୁଖ୍ୟ ରାସ୍ତାର ସୂର୍ଯ୍ୟପୁର ଛକରେ ଥିବା ଏକ ପୁରାତନ ବିରାଟ ଅଶ୍ୱତ୍ଥ ଗଛ ମଙ୍ଗଳବାର ଉପୁଡି ପଡିବାରୁ ରାସ୍ତା ଅବରୋଧ ହୋଇ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଏହି…
ନୌବାଣିଜ୍ୟ ସ୍ମୃତିରେ ବିଭୋର ଚାନ୍ଦବାଲିି, ଧାମରା
ଚାନ୍ଦବାଲି/ଆରଡିି,୧୩ା୧୧(ଡି.ଏନ.ଏ.)-ସୁଦୂର ଅତୀତର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ମଙ୍ଗଳବାର ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ ଉତ୍ସବ ପାଳିତ ହେବା ଯୋଗୁ ପରିବେଶ ଉତ୍ସବମୁଖର ହୋଇଉଠିଛି। ପ୍ରାଚୀନ ବନ୍ଦର ନଗରୀ ଚାନ୍ଦବାଲି ସମେତ ଧାମରାରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବର…
୧୫୦ ବର୍ଷରେ ରାହାସ ମେଳା, ଜମୁଛି ଭିଡ
ପଦ୍ମପୁର, ୧୩ା୧୧(ଡି.ଏନ୍.ଏ.)- ଭଦ୍ରକ ସଦର ବ୍ଲକଠାରୁ ପ୍ରାୟ ୧୬ କି.ମି.ଦୂର ସାହାଡ଼ାଠାରେ ରହିଛି ଦୀର୍ଘ ୩୦୦ ବର୍ଷର ଲାଲାଜୀ ଗୌଡୀୟ ମଠ। ଶ୍ରୀ ଚୈତନ୍ୟଙ୍କର ଶାସ୍ତ୍ରୀୟ ପରମ୍ପରା ଅନୁଯାୟୀ ସେଠାରେ ଥିବା ରାଧାକୃଷ୍ଣଙ୍କର ପୂଜାର୍ଚ୍ଚନା କରାଯାଇ ଆସୁଛି। ଶ୍ରୀ ଚୈତନ୍ୟଙ୍କ ଓଡ଼ିଶା…
ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ
ଆରଡି,୧୨।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଶୈବପୀଠ ଆରଡିରେ ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି । ମଙ୍ଗଳବାର ଭୋର ସମୟରେ ମଙ୍ଗଳ ଆଳତି ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ଦେଖିବାକୁ…
ଚାନ୍ଦବାଲିରେ ବୋଇତ ବନ୍ଦାଣ ଉତ୍ସବ
ଚାନ୍ଦବାଲି,୧୨ା୧୧(ଡି.ଏନ୍.ଏ.): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବୋଇତ ବନ୍ଦାଣ ଉତ୍ସବ ପାଳନ ପାଇଁ ଭଦ୍ରକ ଜିଲାର ଉଭୟ ଚାନ୍ଦବାଲି ଓ ଧାମରା ଅଞ୍ଚଳ ମଙ୍ଗଳବାର ଉତ୍ସବମୁଖର ହୋଇଉଠିଛି। ଚାନ୍ଦବାଲି ‘ଆମ ପରମ୍ପରା’ ସଙ୍ଗଠନ ପକ୍ଷରୁ ୭ଜଣ ସାଧବ ଶନିବାର…
ଭୋଗ ଖାଇ ଝାଡ଼ାବାନ୍ତିରେ ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ବନ୍ତ,୧୨।୧୧(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଦୋଳପଦି ଓ ମଙ୍ଗୁଲି ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସୋମବାର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ରବିବାର ରାତିରେ ଖାଇଥିବା ବଡ଼ଓଷା ଭୋଗର ପାର୍ଶ୍ୱପ୍ରତିକ୍ରିୟା ଯୋଗୁ ଏମାନେ…
ଅନ୍ଧାରରେ ବାସୁଦେବପୁର, ଧାମରା ଅଞ୍ଚଳ
ଭଦ୍ରକ ଅଫିସ/ପଦ୍ମପୁର, ୧୨।୧୧ (ଡି.ଏନ.ଏ.)- ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି, ଧାମରା ଓ ବାସୁଦେବପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଚାଷଜମିରେ ପାଚିଲା ଧାନ ପାଣିରେ ବୁଡ଼ିଛି। ବହୁ ଘର, ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ପଡ଼ିଛି।…
ମିଳୁନି ପୂର୍ବ ବର୍ଷର ବୀମାରାଶି: ଚାଷୀ କରିବେ ରାସ୍ତାରୋକୋ
ଆରଡ଼ି, ୧୧।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ସମବାୟ ସମିତି ଅଧୀନ ଚାଷୀମାନଙ୍କୁ ପୂର୍ବବର୍ଷର ବୀମାରାଶି ଏଯାଏ ମିଳିନାହିଁ। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର ଏ ନେଇ ଆଲୋଚନା କରାଯାଉଥିଲେ ମଧ୍ୟ…
ଅଗ୍ନିକାଣ୍ଡ: ୩ ବଖରା ଭସ୍ମୀଭୂତ
ବନ୍ତ,୧୧ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ଦେବଗଡ଼ି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁରେନ୍ଦ୍ର ଜେନା, ଗୌରାଙ୍ଗ ଜେନା ଓ ବିନୁ ଜେନାଙ୍କ ଗୋଟିଏ ଲେଖାଏ ୩ ବଖରା ଜଳିଯାଇଛି । ଘରେ ଥିବା ନଗଦ…
Archives


