ଭଦ୍ରକ

ବାଲି ଚୋରି ରୋକିବାରେ ପ୍ରଶାସନ ନାଚାର: ଘାଟରେ ଖୋଳାଗଲା ନାଳ

ଭଣ୍ଡାରିପୋଖରୀ, ୨୨ା୧୨(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ଘାଟରୁ ଚୋରାରେ ବାଲି ପରିବହନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ବାଲିଚୋରିକୁ ରୋକିବା ପାଇଁ ତହସିଲ ପକ୍ଷରୁ ଏକ ସ୍କ୍ବାଡ ଗଠନ କରାଯାଇ ବିଭିନ୍ନ ଘାଟରେ…

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ୩ କର୍ମଚାରୀଙ୍କୁ ବହିଷ୍କାର

ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ଜିଲାରେ ନକଲି ସାର୍ଟିଫିକେଟ ଦେଇ କୋଟି କୋଟି ଟଙ୍କା ଷ୍ଟାଇପେଣ୍ଡ ଲୁଟ୍‌ ଘଟଣାରେ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ୩ କର୍ମଚାରୀଙ୍କୁ ଶୁକ୍ରବାର ବହିଷ୍କାର କରାଯାଇଥିବା ସୂଚନା ମିଳିଛି। ଏହି ୩ କର୍ମଚାରୀ ଆଉଟ୍‌ସୋର୍ସିଂ ଏଜେନ୍ସି…

ସରିଲା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ

ଭଦ୍ରକ ଅଫିସ, ୨୨।୧୨- ଭଦ୍ରକ ନେହେରୁ ଷ୍ଟାଡିୟମରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସଭାରେ ୧୮ଟି ବିଭାଗରେ ୩ଟି ଲେଖାଏ ପୁରସ୍କାର ପ୍ରଦାନ କରାଯାଇଥିଲା। କୃତୀ ଜିଲାର ପ୍ରତିଯୋଗୀଙ୍କୁ ଅତିଥି ପୁରସ୍କୃତ କରିଥିଲେ। ଏଥିରେ କୃତୀ…

ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୬ ବଖରା ଜଳିଗଲା

ପଦ୍ମପୁର,୨୧।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତ ଶ୍ରୀବତ୍ସପୁର ଗ୍ରାମର କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ ବଖରା ଘର ଜଳିଯାଇଛି। ସୂଚନା ଅନୁଯାୟୀ, କାର୍ତ୍ତିକଙ୍କ ରୋଷେଇ…

କମ୍‌ ଦରରେ ସାମଗ୍ରୀ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ: ରାତାରାତି ଦୋକାନୀ ଫେରାର

ବାସୁଦେବପୁର,୨୧।୧୨: ଭଦ୍ରକ ଜିଲା ବାସୁଦେବପୁର ବଜାର ନିକଟସ୍ଥ ବ୍ଲକ ରୋଡ୍‌ରେ ଗତ ଏକ ମାସ ତଳେ ଦୁର୍ଗା ଏଜେନ୍ସି ନାମରେ ଏକ ସଂସ୍ଥା ଦୋକାନ ଖୋଲିଥିଲା। ତେବେ ଉକ୍ତ ଦୋକାନୀ ଲୋକଙ୍କୁ ସାମଗ୍ରୀ ଦେବା ଆଳରେ ପ୍ରାୟ ୨ କୋଟି ଟଙ୍କା…

ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ

ଭଦ୍ରକ ଅଫିସ, ୨୧।୧୨- ଭଦ୍ରକରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବର ଶୁକ୍ରବାର ଥିଲା ୩ୟ ଦିବସ। ଏଥିପାଇଁ ନେହେରୁ ଷ୍ଟାଡିୟମ, ଶହୀଦ ସ୍ମୃତି ଭବନ, ସଂସ୍କୃତି ଭବନ ସମେତ ଜିଲା ସ୍କୁଲ ପରିସର ବେଶ୍‌ ଚଳଚଞ୍ଚଳ ହୋଇଥିଲା। ମୁଖ୍ୟତଃ ନେହେରୁ ଷ୍ଟାଡିୟମ…

ଅଙ୍ଗଦାନ କରିବେ ୭୦ କିନ୍ନର

ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍‌ଲାଇଟ ପରିସରରେ ଶୁକ୍ରବାର ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଅର୍ଦ୍ଧନାରୀଶ୍ୱର କିନ୍ନର ମହାସଂଘର ୭୦ ଜଣ ସଦସ୍ୟ ଏ…

ବୃଦ୍ଧଙ୍କଠାରୁ ଲୁଟିନେଲେ ୫୦ ହଜାର ଟଙ୍କା

ତିହିଡ଼ି, ୨୦।୧୨ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା କଁାପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମର ଧନୀ ମଳିକ ନାମକ ଜଣେ ବୃଦ୍ଧ ଶୁକ୍ରବାର ମଧ୍ୟାହ୍ନରେ ଲୁଟ୍‌ର ଶିକାର ହୋଇଛନ୍ତି। ଲୁଟେରାମାନେ ତାଙ୍କଠାରୁ ୫୦ହଜାର ଟଙ୍କା ଲୁଟି ନେଇଛନ୍ତି। ସେ…

ରାତିଅଧିଆ ବିଧାୟକଙ୍କ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ଭଦ୍ରକ ଅଫିସ,୨୦।୧୨: ଭଦ୍ରକ ବିଧାୟକ ସଞ୍ଜୀବ ମଲିକ ଗୁରୁବାର ବିଳମ୍ବିତ ରାତିରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ରାତିରେ ରୋଗୀସେବା ନିରୀକ୍ଷଣ କରିବା ସହ ରୋଗୀଙ୍କୁ କିଭଳି ସେବା ଦିଆଯାଉଛି, ଖାଦ୍ୟ ଠିକ୍‌ ଭାବେ ଦିଅଯାଉଛି କି…

ସହରବାସୀଙ୍କୁ ଘାରିଛି ସୁରକ୍ଷା ଚିନ୍ତା

ଭଦ୍ରକ ଅଫିସ, ୨୦।୧୨- ଭଦ୍ରକ ସହର ଏକ ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀ। ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ବ୍ୟବସାୟୀମାନେ ଏଠାକୁ ଆସି ବ୍ୟବସାୟ କରିବାକୁ ପସନ୍ଦ କରିଥାନ୍ତି। ସହରର ଚରମ୍ପା ଷ୍ଟେଶନଠାରୁ ଆରମ୍ଭ କରି ଗେଲପୁର ଛକ ପର୍ଯ୍ୟନ୍ତ ରାସ୍ତାକଡ଼ରେ…

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ

ଭଦ୍ରକ ଅଫିସ, ୧୯।୧୨- ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଭଦ୍ରକ ନେହେରୁ ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ରାଜ୍ୟ ଉଚ୍ଚଶିକ୍ଷା, କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ…

ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି ରହିଥିଲା। ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଛାତ୍ରୀଛାତ୍ର ଜିଦ୍‌ରେ ଅଟଳ ରହି ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?