ଭଦ୍ରକ

ବାତ୍ୟା ମୁକାବିଲା ଲାଗି ପ୍ରସ୍ତୁତି: ପହଞ୍ଚିଲେ ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା ଆଶଙ୍କାରେ ସମୟ ବିତାଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ଲକ ପ୍ରଶାସନ ମାଧ୍ୟମରେ ଡାକବାଜି…

ଧାମରାରେ ଲାଗିଲା ପଶ୍ଚିମବଙ୍ଗର ୩୭ ବୋଟ୍‌

ଚାନ୍ଦବାଲି,୮ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମରା ବନ୍ଦରଠାରୁ ଅନତି ଦୂରରେ ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ କେତେକ ମାଛଧରା ବୋଟ୍‌ ଫସି ରହିବାର ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଶୁକ୍ରବାର ଅପରାହ୍ନ ସୁଦ୍ଧା ଧାମରାରେ ମୋଟ ୩୭ଟି ବୋଟ୍‌ ଆସି ପହଞ୍ଚିଥିବାବେଳେ ଆହୁରି କେତେକ ବୋଟ୍‌ ସମୁଦ୍ରରେ…

ଦୃଢ଼ ଇଚ୍ଛାଶକ୍ତି ଦେଇଛି ପରିଚୟ

ବାସୁଦେବପୁର, ୮।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ ଏବେ ଐତିହାସିକ କାଳୀପୂଜାର ମାହୋଲ ଚାଲିଛି। ଜିଲାରେ ପଥର ମୂର୍ତ୍ତି ଏବଂ ପଥରରେ ନିର୍ର୍ମିତ ସାମଗ୍ରୀର ଚାହିଦା ରହିଛି। ଏହି ଶିଳ୍ପ କାରୁକାର୍ଯ୍ୟ ଲାଗି ପଥରଶିଳ୍ପୀ ମୁକ୍ତିକାନ୍ତ ନାୟକ(୩୨) ବେଶ୍‌ ଜଣାଶୁଣା।…

ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜେଲ୍‌ ଗଲେ ୪ ଅଭିଯୁକ୍ତ

ଚାନ୍ଦବାଲି, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିରୁ ଅପେରା ଦେଖି ଫେରୁଥିବା ବେଳେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ସ୍ଥାନୀୟ ପୋଲିସ ଗୁରୁବାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ସ୍ଥାନୀୟ ଅଞ୍ଚଳର ପ୍ରକାଶ ଦାସ, ପିଣ୍ଟୁ ମହାଳିକ ଓ…

ତୁଳସୀଙ୍କ ହାତ ଧରିବାକୁ ବାହାରିଲେ ଶ୍ରୀବଳଦେବ ଜୀଉ

ବାସୁଦେବପୁର, ୭।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ନିକଟସ୍ଥ ଗୁଡ଼ ଗ୍ରାମର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉ ତୁଳସୀ ଦେବୀଙ୍କ ହାତ ଧରିବେ। ବଳଦେବ ଜୀଉ ବିବାହ ନିମନ୍ତେ ଗୁରୁବାର ତୁଳସୀକ୍ଷେତ୍ର କେନ୍ଦ୍ରାପଡ଼ା ଅଭିମୁଖେ ଶୋଭାଯାତ୍ରାରେ ଯାଇଛନ୍ତି। ପ୍ରଥମେ ମହାପ୍ରଭୁ…

ମହିଳା କର୍ମଚାରୀଙ୍କୁ ଅସଦାଚରଣ : ଜିଆର୍‌ଏସ୍‌ ଗିରଫ

ବାସୁଦେବପୁର,୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟ ପରିସରରେ ଜିଆର୍‌ଏସ୍‌ ଅସଦାଚରଣ କରି ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ମହିଳା କର୍ମଚାରୀ ଜଣଙ୍କ କମ୍ପ୍ୟୁଟର କାର୍ଯ୍ୟରେ ନିୟୋଜିତ ଥିବାବେଳେ…

ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ

ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମା’ଙ୍କୁ…

ଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ୩ ଗିରଫ

ଧାମନଗର, ୬।୧୧ (ଡି.ଏନ.ଏ.):  ଭଦ୍ରକ ଜିଲା ଧାମନଗର ବ୍ଲକ ଦଇପୁର ଅଞ୍ଚଳର ଜଣେ ଛାତ୍ରୀଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଥିଲା। ପରେ ତାଙ୍କୁ ଆଣି ଧାମନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଧାମନଗର ଥାନା ପୋଲିସ ତଦନ୍ତ…

ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର ଜି. ପିଆରୀ। ଜିଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଯାତ୍ରା ଦେଖୁଥିବା ବେଳେ…

୬ ବର୍ଷ ପରେ ଜନ୍ମମାଟିକୁ ଫେରିଲେ ନାବାଳିକା

ଭଦ୍ରକ ଅଫିସ,୬ା୧୧- ଦୀର୍ଘ ୬ ବର୍ଷ ପରେ ନୟାଗଡ଼ରୁ ଉଦ୍ଧାର ହୋଇଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଅସହାୟ ନାବାଳିକା ନିଜ ଜନ୍ମମାଟିକୁ ଫେରିଛନ୍ତି। ତାଙ୍କ ପରିବାର ଲୋକଙ୍କ ଖୋଜ ଖବର ମିଳୁ ନ ଥିବାରୁ ତାଙ୍କୁ ଆସିଆନା ମୁକ୍ତାଶ୍ରୟ କେନ୍ଦ୍ରରେ ରଖାଯାଇଛି।…

ବନ୍ଧା ପଡିଛି ମଣିଷ ପଣିଆ: ଆହାରକେନ୍ଦ୍ର ଶେଷ ଠିକଣା

ଚାନ୍ଦବାଲି,୬ା୧୧(ଡି.ଏନ.ଏ.)-ଆଖିକୁ ଭଲ ଦେଖାଯାଉ ନ ଥିବା ଜଣେ ୯୦ ବର୍ଷର ବୃଦ୍ଧାଙ୍କୁ କେହି ଆଣି ଭଦ୍ରକ ଜିଲା ଚାନ୍ଦବାଲି ଏନଏସି ଆହାର କେନ୍ଦ୍ର ବାରଣ୍ଡାରେ ସୋମବାର ସକାଳେ ଛାଡି ଚାଲିଯାଇଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଆଲୋଡିତ କରିଥିଲା।…

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି ଜାରି

ଭଦ୍ରକ ଅଫିସ,୫ା୧୧- ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜାରି ରହିଛି। ମଙ୍ଗଳବାର ଛାତ୍ର ଆନ୍ଦୋଳନର ୨ୟ ଦିନରେ ଶତାଧିକ ଛାତ୍ରୀଛାତ୍ର ପାଠପଢା ବର୍ଜନ କରି କଲେଜ ଫାଟକ ସମ୍ମୁଖରେ ଟାୟାର ଜାଳି ଆନ୍ଦୋଳନ କରିଥିଲେ। ସେମାନେ ମୁଖ୍ୟତଃ ପୂର୍ତ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri