ଭଦ୍ରକ

ଫସିଲେ ପୋଲିସ କନ୍‌ଷ୍ଟେବଳ: ମହିଳା କନ୍‌ଷ୍ଟେବଳଙ୍କୁ ଧୋକା ଦେବା ପଡ଼ିଲା ମହଙ୍ଗା, ଗିରଫ ସହ ଚାକିରିରୁ ନିଲମ୍ବିତ

ଭଦ୍ରକ ଅଫିସ,୧୭।୧୨: ପ୍ରଥମେ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ତା’ ପରେ ଧୋକା। ଏଭଳି ଏକ ଅଭାବନୀୟ ଘଟଣାକ୍ରମରେ ଭଦ୍ରକ ଥାନା ଅଞ୍ଚଳର ଜଣେ କନ୍‌ଷ୍ଟେବଳ ମଙ୍ଗଳବାର ଗିରଫ ହୋଇଛନ୍ତି। ଗିରଫ କନ୍‌ଷ୍ଟେବଳ ହେଲେ ଜଗତ୍‌ପତି ହାଁସଦା।…

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ ଜଣେ ଯୁବକ ବଳାତ୍କାର କରିଥିବା ଜଣାପଡିଛି। ଖବର ପାଇ ପୋଲିସ ବିଳମ୍ବିତ ରାତିରେ ଅଭିଯୁକ୍ତଙ୍କୁ…

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଲାଗି ବୁଲିବ ମାସ୍କଟ୍‌

ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଭଦ୍ରକରେ ଅନୁଷ୍ଠିତ ହେବ। ତେଣୁ ଜିଲାରେ ସଚେତନତା ପାଇଁ ଏକ ମାସ୍କଟକୁ ବିଧାୟକ ପ୍ରଫୁଲ୍ଲ ସାମଲ ସୋମବାର ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ,…

୨୦ରୁ ଭଦ୍ରକରେ ଧାନକ୍ରୟ ଆରମ୍ଭ: ପ୍ରଚାର ଗାଡ଼ି ଉଦ୍‌ଘାଟନ କଲେ ବିଧାୟକ

ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୨୦ ତାରିଖରୁ ଜିଲାରେ ଧାନକ୍ରୟ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ଜିଲାରେ ସଚେତନତା ପାଇଁ ୭ଟି ପ୍ରଚାର ଗାଡ଼ିକୁ ସୋମବାର ବିଧାୟକ ପ୍ରଫୁଲ୍ଲ ସାମଲ ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ପିଡି ମଧୁସୂଦନ…

ତହସିଲ ସମ୍ମୁଖରେ ଗ୍ରାମବାସୀଙ୍କ ଆମରଣ ଅନଶନ

ବାସୁଦେବପୁର,୧୬।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର କୁରୁଦା ଗ୍ରାମରେ ଏକ ପାଣିନାଳ ସଂଲଗ୍ନ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ ହେବା ପରେ ଜଳ ନିଷ୍କାସନରେ ପ୍ରତିବନ୍ଧକ ସାଜିଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଆମରଣ ଅନଶନ କରିଛନ୍ତି।…

ଦୁଇ ଶିଶୁଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର

ବାସୁଦେବପୁର/ପଦ୍ମପୁର,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୋମବାର କରଞ୍ଜ ଆଡ଼ିିଆ ଗ୍ରାମରେ ଏକ ଟ୍ରାକ୍ଟର ଦୁଇ ଶିଶୁଙ୍କ ଉପରେ ମାଡ଼ିଯିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ମୃତ ଶିଶୁ ଜଣକ ଅଭୟ…

ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ

ଆରଡ଼ି,୧୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଧନୁସଂକ୍ରାନ୍ତି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କୁ ଧନୁମୁଆଁ ସମର୍ପଣ କରାଯାଇଛି ା ସୋମବାର ଭୋର ୪.୩୦ରେ ମନ୍ଦିରରେ ପହୁଡ଼ ଖୋଲିବା ପରେ ବିଧି ଅନୁସାରେ ମଙ୍ଗଳ ଆଳତି କରାଯାଇ ସ୍ନାନ କରାଯାଇଥିଲା। ପରେ ବାବାଙ୍କୁ…

ଚିତ୍ରରେ ସଚେତନତା ବାର୍ତ୍ତା

ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍‌ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ କରିବାକୁ ସେ ବର୍ତ୍ତା ଦେବା ସହ ନିଃସ୍ବ ମଣିଷଙ୍କ ଅକୁହା କଥାକୁ ଚିତ୍ରରେ ରୂପ…

୯ ବଖରା ଜଳିଗଲା

ଭଣ୍ଡାରିପୋଖରୀ/ତିହିଡ଼ି, ୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନେଉଳିଆ ଓ ତିହିଡ଼ି ଥାନା ବାରସର ପଞ୍ଚାୟତ ଅଧୀନ ଚକରାସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ଜଳି ଯାଇଛି। ସୂଚନା ଅନୁଯାୟୀ, ନେଉଳିଆ ଗଁାରେ ରବିବାର ସନ୍ଧ୍ୟାରେ…

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଗିରଫ

ଭଣ୍ଡାରିପୋଖରୀ,୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତର ମଣିନାଥପୁର ଓ ମୁଢ଼ାପଦା ଗ୍ରାମର ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକମାନେ ହେଲେ ମୁଢ଼ାପଦାର ପ୍ରଶାନ୍ତ ଯେନା, ରମେଶ…

ବିବାଦରେ ଛନ୍ଦି ହୋଇପଡ଼ିଛି ବିଭିନ୍ନ ପ୍ରକଳ୍ପ

ଭଦ୍ରକ ଅଫିସ, ୧୫।୧୨- ଭଦ୍ରକ ଜିଲାରେ ଫୁଡ୍‌ ଓ ଟେକ୍ସଟାଇଲ ପାର୍କ ଭଳି ସରକାରୀ ଶିଳ୍ପ ପ୍ରକଳ୍ପ ବିବାଦୀୟ ପରିସ୍ଥିତି ଯୋଗୁ କାର୍ଯ୍ୟକାରୀ ହୋଇପାରୁ ନାହିଁ। ଧାମରା ବନ୍ଦରକୁ ବାଦ୍‌ ଦେଲେ ଜିଲାରେ ଅନ୍ୟ କୌଣସି ଶିଳ୍ପ ସଂସ୍ଥା ହୋଇପାରି ନାହିଁ।…

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ପଦ୍ମପୁର,୧୪।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍କାର ଶ୍ରୀଧର-ଏକାଦମୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଶନିବାର ଛାତ୍ରୀଛାତ୍ର ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପୂର୍ବରୁ ବିଦ୍ୟାଳୟରେ ସଂସ୍କୃତ ଓ ହିନ୍ଦୀ ଶିକ୍ଷକ ପଦବୀ ଖାଲି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?