ଭଦ୍ରକ

ଅପହୃତା ନାବାଳିକା ଉଦ୍ଧାର

ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରି ପୋଲିସ କିଶୋର ନ୍ୟାୟ ପରିଷଦରେ ଉପସ୍ଥାପନ କରାଇଛି। ଏ ନେଇ…

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର

ଭଦ୍ରକ ଅଫିସ,୧୩।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ନାବାଳିକାଙ୍କୁ ବଳାତ୍କାର ଅବସ୍ଥାରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗାଁକୁ କାମ ପାଇଁ…

ପ୍ରକଳ୍ପ ଥାଇ ବି ପୋଖରୀ ଭରସା

ଆରଡ଼ି, ୧୩।୧୨ (ଡି.ଏନ.ଏ.)- ଗ୍ରାମାଞ୍ଚଳରେ ଲୋକଙ୍କୁ ସୁବିଧାରେ ପାନୀୟଜଳ ଯୋଗାଇ ଦେବା ପାଇଁ ନିର୍ମାଣ କରାଯାଇଛି ଜଳ ପ୍ରକଳ୍ପ। ସେଥିଲାଗି ଆଉ ଗାଁରେ ସରକାରୀ ନଳକୂପ ବସାଯାଉନି। ହେଲେ ପ୍ରକଳ୍ପ ଚଳାଇବା ପାଇଁ ନିଯୁକ୍ତ କର୍ମଚାରୀଙ୍କ ଖାମଖିଆଲି ନୀତି ଯୋଗୁ ଗାଁ…

କଳା ଶୁଣାଇଥାଏ ଜୀବନର ଗାଥା

ବନ୍ତ,୧୨।୧୨(ଡି.ଏନ.ଏ.)- ଜୀବନ ପାଇଁ କଳା ଅପରିହାର୍ଯ୍ୟ। କଳା ସଂସ୍କୃତିରେ ମଣିଷ ଜୀବନର ଅନୁଭବ ହସକାନ୍ଦ ଫେଣ୍ଟି ହୋଇ ରହିଥାଏ। କଳା ପାଇଁ ସାଧନାର ପଥ ବାଛି ନେଉଥିବା ଗ୍ରାମୀଣ କଳାକାରଙ୍କୁ ଆଜି ବି କିଭଳି ସଂଘର୍ଷମୟ ଜୀବନ ବିତାଇବାକୁ ପଡୁଛି ଭଦ୍ରକ…

ଭିକ୍ଷାବୃତ୍ତି ଶେଷ ସାହାରା

ଭଦ୍ରକ ଅଫିସ, ୧୨।୧୨- ବେଶ୍‌ ହସଖୁସିରେ ଚାଲିଥିଲା ତାଙ୍କ ସଂସାର। ଘର ନିକଟ ତଥା ଆଖପାଖ ଅଞ୍ଚଳରେ ସାଇକେଲ ଯୋଗେ ବୁଲି ଦହିବରା ବିକୁଥିଲେ। ସେହି ବ୍ୟବସାୟରୁ ଯାହା ରୋଜଗାର ହେଉଥିଲା ସେଥିରେ ତାଙ୍କର ଛୋଟିଆ ପରିବାର ଚଳିଯାଉଥିଲା। ହେଲେ ଦୁର୍ଘଟଣା…

ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର

ତିହିଡ଼ି,୧୧।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ହେଲେ ତିହିଡ଼ି ଥାନା…

ସରକାରୀ ଯୋଜନାରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ ଭାଜପାର ଗଣଧାରଣା

ବାସୁଦେବପୁର,୧୧।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଅନ୍ତ୍ୟୋଦୟ ଯୋଜନାରେ ଅନିୟମିତତା ହୋଇଥିବା ଭାଜପା ଅଭିଯୋଗ କରିଛି। ତେବେ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ଭାଜପା ପକ୍ଷରୁ ବୁଧବାର ବାସୁଦେବପୁର…

କର୍ମରେ ସାହସ ଦେଖାଏ ବାଟ

ଧାମନଗର,୧୧।୧୨(ଡି.ଏନ.ଏ.)- ସାହସ ଓ ମନୋବଳ ରଖି କାର୍ଯ୍ୟ କଲେ କାହାରି ପେଟ ଅପୋଷା ରହିବ ନାହିଁ ା କୃଷି ବ୍ୟତୀତ ଆନୁଷଙ୍ଗିକ କୃଷି କିମ୍ବା ପ୍ରାଣୀଧନ ପାଳନ ଚାଷୀଙ୍କୁ ମଧ୍ୟ ସ୍ବାବଲମ୍ବୀ କରିପାରିବ। ଏକଦା ରିକ୍ସା ଟାଣି ପେଟ ପୋଷୁଥିବା ଭଦ୍ରକ…

ଏପ୍ରିଲରୁ ଧାନ ବିକି ଟଙ୍କା ପାଇ ନ ଥିବା ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୦ା୧୨(ଡି.ଏନ୍‌.ଏ.)- ଗତ ଏପ୍ରିଲ ମାସରେ ଧାନ ବିକ୍ରି କରି ପାଉଣା ପାଇ ନ ଥିବାରୁ ଏହାର ପ୍ରତିବାଦରେ ଚାଷୀମାନେ ମଙ୍ଗଳବାର ଭଣ୍ଡାରିପୋଖରୀ ବ୍ଲକ ନଗୁଁଆ ସେବା ସମବାୟ ସମିତିରେ ତାଲା ପକାଇ ଧାରଣା ଦେଇଥିଲେ। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ କୌଣସି…

ଚଞ୍ଚକତା କରି ବ୍ୟାଙ୍କରୁ ଟଙ୍କା ଉଠାଣ: ଠକ ଇଞ୍ଜିନିୟର ଯୁବକ ଗିରଫ; ୫ ମୋବାଇଲ, ୩ ଫିଙ୍ଗର ପ୍ରିଣ୍ଟ ମେଶିିନ ସମେତ ବିଭିନ୍ନ ସାମଗ୍ରୀ ଜବତ

ବାସୁଦେବପୁର, ୧୦ା୧୨(ଡି.ଏନ୍‌.ଏ.)- ଆଧୁନିକ ପ୍ରଯୁକ୍ତି କୌଶଳ ଜରିଆରେ ଜାଲିଆତି ଓ ଚଞ୍ଚକତା କରି ଭଦ୍ରକ ଓ କଟକର ଦୁଇ ବ୍ୟାଙ୍କରୁ ୧.୭୫ ଲକ୍ଷ ଟଙ୍କା ଉଠାଇ ନେବା ଘଟଣାରେ ପୋଲିସ ତଦନ୍ତ କରି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୁଆଗଡ଼ିଆ ଗ୍ରାମର…

ଆର୍‌ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିଲେ, ଟ୍ରକ୍‌ ଚକାତଳେ ଚାଲିଗଲା ଜୀବନ

ଭଦ୍ରକ ଅଫିସ,୧୦।୧୨: ଆର୍‌ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିବାବେଳେ ଟ୍ରକ୍‌ ଚକାତଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଭଦ୍ରକ ଜିଲା ୧୬ ନଂ. ଜାତୀୟ ରାଜପଥ ରାଣୀତାଲ ଛକ ନିକଟରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ

ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍‌ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଉଥିବା ସୁବିଧା ସୁଯୋଗ ଯାଞ୍ଚ କରିଛନ୍ତି। ୫ଟି ସଚିବ ଭି. କାର୍ତ୍ତିକେୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?