ଭଦ୍ରକ

ସମବାୟ ବ୍ୟାଙ୍କ ସମ୍ମୁଖରେ ବୀମାରୁ ବଞ୍ଚିତ ଚାଷୀଙ୍କ ଧାରଣା

ତିହିଡ଼ିି,୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦପା ଗ୍ରାମର ଶତାଧିକ ଚାଷୀ ଶୁକ୍ରବାର ପୂର୍ବାହ୍ନରେ ତିହିଡ଼ିସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତବର୍ଷ ବନ୍ୟାରେ ସେମାନଙ୍କ ଧାନଫସଲ କ୍ଷତି ହୋଇଥିଲା। ମାତ୍ର ଏ…

ସଦାନନ୍ଦପୁରରୁ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ,୬।୧୨: ଭଦ୍ରକ ଜିଲା ତିହିଡ଼ି ଥାନା ସଦାନନ୍ଦପୁରରୁ ଶୁକ୍ରବାର ୮୪ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କଟକ ଅବକାରୀ ଫ୍ଲାଇଂ ସ୍କ୍ବାଡ ଓ ଭଦ୍ରକ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍‌ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି କାର୍ଯ୍ୟକ୍ରମରେ…

୧୨ ଘଣ୍ଟିଆ ଧୁଷୁରୀ ବନ୍ଦ

ଧାମନଗର, ୬।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ବଜାର ର ବରିଷ୍ଠ ନାଗରିକ ମଞ୍ଚ ଏବଂ ଧୁଷୁରୀ ଆଞ୍ଚଳିକ ଯୁବ ପରିଷଦ ତରଫରୁ ୬ ଦଫା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଜାରି ରହିଛି । ଯାତାୟାତ ସହିତ ବଜାର…

କାଠ ଦୋକାନ ଉପରେ ରାତିଅଧିଆ ଚଢ଼ାଉ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ବନବିଭାଗ ପକ୍ଷରୁ ଗୁରୁବାର ରାତିରେ ଭଦ୍ରକ ସହରର ଦୁଇଟି ସରକାରୀ କାଠ ଦୋକାନରେ ଚଢ଼ାଉ କରାଯାଇଛି। କ୍ଷମତାଠାରୁ ଅଧିକ ଓ ବେଆଇନ ଭାବେ ଗଛିତ ଥିବା ପ୍ରାୟ ଶହେ ସିଫ୍ଟ କାଠ ଜବତ କରିବା…

ଜବରଦଖଲ ଉଚ୍ଛେଦକୁ ନେଇ ଅଡୁଆ ପରିସ୍ଥିତି

ଭଦ୍ରକ ଅଫିସ/ବନ୍ତ,୬।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ କାର୍ଯ୍ୟାଳୟରେ ପଶି ଜଣେ ବ୍ୟକ୍ତି ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଥିବା ନେଇ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ତହସିଲଦାର ଇନ୍ଦିରା ସାହୁ ବନ୍ତ ଥାନାରେ ଅଭିଯୋଗ କରିବା ସହ…

ଚାନ୍ଦବାଲିରେ ହାଇଓ୍ବା-ବାଇକ୍‌ ମୁହାଁମୁହିଁ

ଭଦ୍ରକ ଅଫିସ,୫।୧୨: ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ଗୁରୁବାର ସକାଳେ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଭଦ୍ରକ ବ୍ଲକ ଅନ୍ତର୍ଗତ…

ଆତ୍ମହତ୍ୟା କଲେ ଯୁବକ

ଆରଡି, ୫।୧୨, (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ଖଟୁଆ ପାଟଣା ଗାଁର ଚିନ୍ତାମଣି ମୁଦୁଲି (୨୩) ବୁଧବାର ସନ୍ଧ୍ୟାରେ ଆତ୍ମହତ୍ୟା କରିଛନ୍ତି। ଘରଠାରୁ କିଛି ଦୂରରେ ଥିବା ଏକ ବିଲ ନିକଟସ୍ଥ ବରଗଛରେ ସେ ଦଉଡି ଦେଇ ଆତ୍ମହତ୍ୟା…

ଭୁଲ୍‌ ଇଞ୍ଜେକସନ ନେଲା ଛାତ୍ରୀଙ୍କ ଜୀବନ

ବାସୁଦେବପୁର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ବଜାରରେ ଥିବା ଏକ କ୍ଲିନିକରେ ଭୁଲ୍‌ ଇଞ୍ଜେକସନ ନେଇ ଛାତ୍ରୀ ପ୍ରିୟଙ୍କା ବେହେରା(୧୧)ଙ୍କ ବୁଧବାର ରାତିରେ ମୃତ୍ୟୁ ଘଟିଛି। ସେ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ଅନ୍ତରା ଗ୍ରାମର…

ନାବାଳିକାଙ୍କୁ ବଳାତ୍କାର ସାଙ୍ଗକୁ ବ୍ଲାକମେଲିଂ: ଜାଲ ବିଛାଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୩ ମାସ ଧରି ବଳାତ୍କାର କରାଯିବା ଘଟଣା ପଦାକୁ ଆସିଛି। ଅଭିଯୁକ୍ତ ଯୁବକ ଏହି ନାବାଳିକାଙ୍କୁ ବଳାତ୍କାର କରିବାର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି…

ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ କରାଯାଇଛି। ଏଥିସହ ଏ ନେଇ ଅଭିଯୋଗ ହେବା ପରେ ଧାମନଗର ଥାନାରେ ଏକ ମାମଲା(ନଂ.୨୬୪/୧୯)…

ଟାଇଲ୍‌ କାମ କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକ ଗୁରୁତର

ତିହିଡ଼ି,୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକ ବୁଧବାର ପୂର୍ବାହ୍ନରେ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସେ ହେଲେ ମାନସ କୁମାର ସାହୁ(୨୧)। ମାନସ ତିହିଡ଼ି ବଜାରରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?