ମଞ୍ଜୁରୀ ରୋଡ୍ରେ କୁକୁର ଆତଙ୍କ, ୧୦ରୁ ଊର୍ଦ୍ଧ୍ୱ ଆହତ
ଭଣ୍ଡାରିପୋଖରୀ, ୨୨।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ରୋଡ୍ ଅଞ୍ଚଳରେ ମଙ୍ଗଳବାର ସକାଳେ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସକାଳୁ ଦୁଇଟି କୁକୁର ଯାହାକୁ ଦେଖିଲେ କାମୁଡିବା ଆରମ୍ଭ କରିଦେଇଥିଲେ। ଏହାକୁ ଦେଖି…
ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ
ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ ୬ ବଖରା ଜଳିଯାଇଛି। ଗ୍ରାମର ସମ୍ଭୁନାଥ ନାୟକ, କୈଳାସ ନାୟକ, ଭରତ ନାୟକ, କାହ୍ନୁ…
ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ
ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ ସାଜସଜ୍ଜା, ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଛି। ସାମାଜିକ ସଚେତନତା ସୃଷ୍ଟି ପାଇଁ ଅନ୍ୟ…
୪ ମାସ ଧରି ସରୁନି ଡ୍ରେନ୍ କାମ: ମୁକୁଳା ଡ୍ରେନ୍ରେ ପଡ଼ି ବୃଦ୍ଧ ଗୁରୁତର
ଭଦ୍ରକ ଅଫିସ, ୨୧।୧୦- ଭଦ୍ରକ ପୌରାଞ୍ଚଳ ଅପର୍ତ୍ତିବିନ୍ଧା ଟ୍ରାଫିକ ଛକ ନିକଟସ୍ଥ ନିର୍ମାଣାଧୀନ ଖୋଲା ଡ୍ରେନ୍ରେ ପଡ଼ି ସୋମବାର ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ସୂଚନା ଅନୁଯାୟୀ, ତିହିଡ଼ି ବ୍ଲକ କୁବେରା ପଞ୍ଚାୟତ…
ତହସିଲ କାର୍ଯ୍ୟାଳୟ ଘେରିଲେ ଫନୀ ସହାୟତାରୁ ବଞ୍ଚିତ ଚାଷୀ
ତିହିଡ଼ି,୨୧।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କାଁପଡ଼ା ପଞ୍ଚାୟତର ଫନୀ କ୍ଷତିଗ୍ରସ୍ତ ଚାଷୀମାନେ ସୋମବାର ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ପ୍ରଶାସନ ପକ୍ଷରୁ ଚଞ୍ଚକତା କରାଯାଇ ଚାଷୀମାନଙ୍କୁ ସହାୟତା ତାଲିକାରୁ ବାଦ୍ ଦେଇଥିବାରୁ ଏହାର ପ୍ରତିବାଦରେ ସେମାନେ ଏପରି…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟରେ ଅନିୟମିତତା : ନ୍ୟାୟିକ ତଦନ୍ତ ଦାବି କରି ଭାଜପାର ଗଣଧାରଣା
ଭଣ୍ଡାରିପୋଖରୀ,୨୧।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭଣ୍ଡାରିପୋଖରୀ ଭାଜପା ଶାଖା ପକ୍ଷରୁ ଜିଲା ସଭାପତି ବଦ୍ରିନାରାୟଣ ଧଳଙ୍କ ନେତୃତ୍ୱରେ ସୋମବାର ବିଶାଳ ଗଣଧାରଣା ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଦୁର୍ନୀତି,…
ପୋଲିସ ଶହୀଦ ଦିବସ: ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ଏସ୍ପିଙ୍କ ପରାମର୍ଶ
ଭଦ୍ରକ ଅଫିସ,୨୧।୧୦: ଭଦ୍ରକ ଜିଲା ଚରମ୍ପା ରିଜର୍ଭ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ୬୦ତମ ଶହୀଦ ଦିବସ ପାଳିତ ହୋଇଯାଇଛି I ଏସ୍ପି ରାଜେଶ ପଣ୍ଡିତ ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ଶହୀଦଙ୍କ ବଳିଦାନ ଉପରେ ବ୍ୟକ୍ତବ୍ୟ ରଖିବା…
ଅଭିଯୁକ୍ତଙ୍କ ପିତା ହୃଦ୍ଘାତରେ ମୃତ,ତହସିଲ ସମ୍ମୁଖରେ ମୃତଦେହ ରଖି ଧାରଣା
ଧାମନଗର,୨୧।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଡିଓଙ୍କୁ ଗତ ୧୭ ତାରିଖରେ ଦୁର୍ବ୍ୟବହାରକରି ଫେରାର ଥିବା ଅଭିଯୁକ୍ତଙ୍କ ପିତାଙ୍କର ହୃଦ୍ଘାତରେ ସୋମବାର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ତାଙ୍କ ମୃତଦେହକୁ ଧାମନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରଖି ଧାରଣାରେ ବସିଛନ୍ତି। ପ୍ରଶାସନ ଦ୍ବାରା…
କୋଚିଳା ନଦୀବନ୍ଧରେ ଫାଟ
ଧାମନଗର, ୨୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ପଧାନୀ ପଞ୍ଚାୟତର ଉପର ଶଇଲୋ ନିକଟ କୋଚିଳା ନଦୀବନ୍ଧରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଶନିବାର ଫାଟ ସୃଷ୍ଟି ହୋଇ ଏହା ବଢ଼ିବାରେ…
ଜାପାନୀ ଜ୍ୱରରେ ଛାତ୍ର ଆକ୍ରାନ୍ତ: ମଢ଼ିଆଳିରେ ପହଞ୍ଚିଲେ ଡାକ୍ତରୀ ଟିମ୍
ଭଣ୍ଡାରିପୋଖରୀ, ୨୦।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଢିଆଳି ଗ୍ରାମର ଜଣେ ୧୭ ବର୍ଷର କଲେଜ ପଢୁଆ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ,…
ତେଜରାତି ଦୋକାନରେ ଅଗ୍ନିକାଣ୍ଡ ଘଟଣା: ଗୁରୁତର ବାପ, ପୁଅ ମୃତ
ଧାମନଗର(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପ, ପୁଅ ଗୁରୁତର ହୋଇଥିଲେ। ରବିବାର ଉଭୟ ବାପା ପୂର୍ଣ୍ଣଚନ୍ଦ୍ର ବାରିକ ଏବଂ ପୁଅ ଜିତେନ୍ଦ୍ରଙ୍କ କଟକ ମେଡିକାଲରେ ମୃତ୍ୟୁ ଘଟିଛି ।…
ଭଦ୍ରକ ଜିଲା ଚିଠି: ସ୍ମାର୍ଟସିଟି ଭେଳିକି
ସହର ହେବ ସ୍ମାର୍ଟସିଟି। ରାଜନୈତିକ ଓ ପ୍ରଶାସନିକ ସ୍ତରରେ ଏହି ସୂଚନା ଦିଆଯିବା ପରେ ସହରବାସୀ ଏହାକୁ ସ୍ବାଗତ କରିଥିଲେ। ୪ ମାସ ତଳେ ପ୍ରାଥମିକ ପଦକ୍ଷେପ ସ୍ବରୂପ ସହରର ମହତାବ ଛକଠାରୁ ଡାହାଣୀଗଡ଼ିଆ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱକୁ…
Archives


