ଭଦ୍ରକ

ଶୌଚ ହେବାକୁ ଯାଇ ବୃଦ୍ଧ ନିଖୋଜ

ଭଦ୍ରକ ଅଫିସ, ୨୫।୯:ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ରମ୍ଭିଳା ପଞ୍ଚାୟତ ଅନ୍ତର୍ଗତ ଉଆସ ଗ୍ରାମର ବୃଦ୍ଧ ମହେଶ୍ୱର ସେନାପତି ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ପୋଖରୀରେ ବୁଡି ଯାଇଥିବା ସନ୍ଦେହରେ ଭଦ୍ରକ ଅଗ୍ନିଶମ ବିଭାଗ ପୋଖରୀରେ ଖୋଜାଖୋଜି କରୁଥିବା...

ଆଖଣ୍ଡଳମଣି ପୀଠର ବିକାଶ ଲାଗି ଉଦ୍ୟମ ଆରମ୍ଭ

ଆରଡି, ୨୪ା୯ (ଡି.ଏନ.ଏ.)-ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି । ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମାଭକ୍ତ ମିଶ୍ର,...

ସମ୍ବିଧାନ ମୁଖବନ୍ଧରେ ଅହିଂସା ସ୍ଥାନିତନେଇ ବିଜେଡିର ଦସ୍ତଖତ ଅଭିଯାନ

ତିହିଡି,୨୪।୯(ଡି.ଏନ୍‌.ଏ.): ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନିତ ନେଇ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରସ୍ତାବ ଅନୁଯାୟୀ ମଙ୍ଗଳବାର ବିଜେଡିର ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ଏହି ଅବସରରେ ଭଦ୍ରକ ଜିଲା ତିହିଡି ବ୍ଲକ ଅଧୀନ ତାଳପଦାସ୍ଥିତ କାନ୍ତକବି କଲ୍ୟାଣ ମଣ୍ତପରେ ପୂର୍ବାହ୍ନରେ...

ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟ୍‌ : ଯୁବକ ଗିରଫ

ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡ୍‌ରେ ଥିବା ଏକ ଏଟିଏମ୍‌ରୁ ସୁଦର୍ଶନପୁର ଗ୍ରାମର ରଶ୍ମିତା ଦାସ ନାମ୍ନୀ ଜଣେ ମହିଳା ଟଙ୍କା ଉଠାଉଥିବା ବେଳେ ଲୁଟ୍‌ର ଶିକାର ହୋଇଛନ୍ତି। ପାଖରେ ଛିଡ଼ା ହୋଇଥିବା ଜଣେ ଯୁବକ...

ନର୍ସିଂହୋମ୍‌ରେ ପ୍ରସୂତିଙ୍କୁ ବଳାତ୍କାର ଉଦ୍ୟମ : ଫାର୍ମାସିଷ୍ଟ ଗିରଫ

ଭଦ୍ରକ ଅଫିସ,୨୩।୯: ଗାନ୍ଧୀ ପଡ଼ିଆସ୍ଥିତ ଏକ ନର୍ସିଂହୋମ୍‌ରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପ୍ରସୂତିଙ୍କୁ ଇଞ୍ଜେକ୍ସନ ଦେବା ବାହାନାରେ ଫାର୍ମାସିଷ୍ଟ ବଳାତ୍କାର ଉଦ୍ୟମ କରି ଟାଉନ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସୂଚନା...

ଚାଷୀଙ୍କୁ ସ୍ବାବଲମ୍ବୀ କରୁଛି ‘ମୋ ମାଛ ପୋଖରୀ’

ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ମାଛ ଚାଷ ଓ ଉପତ୍ାଦନ କ୍ଷେତ୍ରରେ ଏହି ବ୍ଲକ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ରହିଛି। ମାଛ ଚାଷ କରି ଚାଷୀମାନେ ଆତ୍ମନିର୍ଭରଶୀଳ ହେବା ସହିତ ରୋଜଗାରକ୍ଷମ...

ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତଦେହର ପାରିପାର୍ଶ୍ୱିକ ଅବସ୍ଥା...

ଉଚ୍ଛେଦ ପରେ ଜବରଦଖଲ

ଭଦ୍ରକ ଅଫିସ,୨୨।୯ – ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ମୁଖ୍ୟରାସ୍ତାଗୁଡ଼ିକୁ ଜବରଦଖଲମୁକ୍ତ ଲାଗି ଉଦ୍ୟମ କରାଯାଇଛି। ଗତ ଜୁନ୍‌ ଶେଷ ସପ୍ତାହରେ ମହତାବ ଛକଠାରୁ ଅପର୍ତ୍ତିବିନ୍ଧା ଷ୍ଟେଟ୍‌ବ୍ୟାଙ୍କ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟପାର୍ଶ୍ୱକୁ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ...

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୋଷୀ ସପନ ପରିଡ଼ା ଓରଫ୍‌ ରବୀନ୍ଦ୍ରଙ୍କୁ ୧୦ ବର୍ଷ ଜେଲ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ

ପଦ୍ମପୁର,୨୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ ଶନିବାର ଭିଜିଲାନ୍ସ ବିଭାଗ ଚଢ଼ାଉକରି ବନ୍ଦ କରିବାକୁ ନୋଟିସ ଜାରି କରିଛି। ସୂଚନାଯୋଗ୍ୟ,...

ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୫ ଜଣଙ୍କ ନଁ। ରେ ମାମଲା, ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଗୁରୁବାର ରାତିରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ଲୁହାରଡ୍‌ରେ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୫ ଜଣଙ୍କ ବିରୋଧରେ ମାମଲା ରୁଜୁ...

ନୟାହାଟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣକୁ ବିରୋଧ

ଚାନ୍ଦବାଲି, ୨୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ନୟାହାଟ ଗଁାରେ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗର ପ୍ରସ୍ତାବିତ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏ ନେଇ ଶୁକ୍ରବାର ଜମି ଅଧିଗ୍ରହଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri