ଭଦ୍ରକ

ଆଖଣ୍ଡଳମଣି ମନ୍ଦିର ପରିସରକୁ ପଲିଥିନ ମନା

ଆରଡ଼ି,୨୪।୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ପରିସରକୁ ସୋମବାରଠାରୁ ପଲିଥିନ ଓ ପ୍ଲାଷ୍ଟିକ ଜାତୀୟ ଉପକରଣ ପ୍ରବେଶ ଉପରେ ରୋକ ଲଗାଇଛନ୍ତି ଉଭୟ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୋଲିସ। ଏହି ଆଇନକୁ କୌଣସି ବର୍ଗର ଲୋକେ ଅମାନ୍ୟ…

ଯୁବ ପ୍ରତିଭା ରୁଦ୍ରମାଧବ: ସଙ୍ଗୀତରେ ନିଜେ ହଜି ଅନ୍ୟକୁ ହଜାନ୍ତି

ଭକ୍ତି ସଙ୍ଗୀତ ହେଉ କି ଆଧୁନିକ ଗୀତ ଏହାର ଦରଦୀ ସ୍ବର ଭିତରେ ରୂପ ନେଇଥାଏ ଜୀବନ-ସଙ୍ଗୀତ। ଆନନ୍ଦ ହିଁ ସଙ୍ଗୀତର ଉତ୍ସ, ଯାହା ମଣିଷ ମନର ଆଶା, ବିଶ୍ୱାସକୁ ଊର୍ଦ୍ଧ୍ୱଗାମୀ କରି ଏକ ଚେତନ ସ୍ତରରେ ସମ୍ମିଳିତ ହୋଇଥାଏ। ଓଡ଼ିଆ…

ଧୁଷୂରୀ ଏରିଆ ହସ୍ପିଟାଲରେ ତାଲା ପକାଇଲେ ଲୋକେ: ରୋଗୀ ହନ୍ତସନ୍ତ

ଧାମନଗର,୨୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ଏରିଆ ହସ୍ପିଟାଲରେ ଶନିବାର ସ୍ଥାନୀୟ ଲୋକେ ତାଲା ପକାଇଛନ୍ତି। ତେବେ ଡାକ୍ତର ସମସ୍ୟା ନେଇ ସେମାନେ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହାର ସ୍ଥାୟୀ ସମାଧାନ ପାଇଁ ସେମାନେ ଦାବି କରିଛନ୍ତି। ଏ…

ଗଁ। ଲୋକେ ପ୍ରତିବର୍ଷ ବାନ୍ଧୁଛନ୍ତି ବନ୍ଧ

ଚାନ୍ଦବାଲି,୨୩।୧୧(ଡି.ଏନ.ଏ.)- ପ୍ରଶାସନ ପକ୍ଷରୁ ହୋଇପାରୁନି ସ୍ଥାୟୀ ପ୍ରତିକାର। ନିଜ ଜମିକୁ ଜୁଆର ପ୍ରଭାବରୁ ରକ୍ଷା କରିବା ପାଇଁ ଚାଷୀମାନେ ପ୍ରତିବର୍ଷ ମାଟିବନ୍ଧ ତିଆରି କରୁଛନ୍ତି। ବର୍ଷାଦିନେ ଏହି ମାଟିବନ୍ଧ ଧୋଇ ଯାଉଛି। ଶୁକ୍ରବାର ଚାନ୍ଦବାଲି ବ୍ଲକର ଜଳଦେଶ ଅଞ୍ଚଳରେ କେତେକ ଗଁ।ର…

ରହଣିଆରେ ଅଗ୍ନିକାଣ୍ଡ: ୧୦ ବଖରା ଜଳିଗଲା

ଭଦ୍ରକ ଅଫିସ, ୨୨।୧୧- ଭଦ୍ରକ ପୌରପାଳିକାର ଚରମ୍ପା ୨ ନମ୍ବର ୱାର୍ଡ ବରାଳପୋଖରୀ ରହଣିଆ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ପରିବାରର ୧୦ ବଖରା ଘର ଜଳିଯାଇଛି। ଗ୍ରାମର ବିଜୟ ପ୍ରଧାନ, ସତ୍ୟନାରାୟଣ ପ୍ରଧାନ, ବୈଶାଖୀ ପ୍ରଧାନ,…

ଲୁଣାପାଣି ଅଟକାଇବା ପାଇଁ ବନ୍ଧ ବାନ୍ଧିଲେ ଚାଷୀ

ଆରଡ଼ି, ୨୧।୧୧ (ଡି.ଏନ.ଏ.)-ପ୍ରଥମେ ମରୁଡ଼ିର ପଦଧ୍ୱନି। ପରେ ବାତ୍ୟାର ତାଣ୍ଡବ। ଯାହା କିଛି ଫସଲ ଥିଲା ଏବେ ବି ପାଣିରେ ଭାସୁଛି। ଖରିଫ ଫସଲ ନଷ୍ଟ ପରେ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ। ଏବେ ଟାଇଚୁଙ୍ଗ ଚାଷ ଲାଗି ଆଗଭର…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ୪ର୍ଥ ଶ୍ରେଣୀ କର୍ମଚାରୀ

ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ଗ୍ରାମର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ(ଫିଟର) ସତ୍ୟନାରାୟଣ ମଲ୍ଲିକଙ୍କୁ ବୁଧବାର ଭଦ୍ରକ ଭିଜିଲାନ୍ସ ଟିମ୍‌ ଗିରଫ କରି ବାଲେଶ୍ୱର ଜେଲ୍‌କୁ ପଠାଇଛି। ଭଦ୍ରକ ଭିଜିଲାନ୍ସ ଡିଏସ୍‌ପି ସଞ୍ଜୟ କୁମାର…

ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ଚକୋଲେଟ୍‌

ଆରଡି, ୨୦ା୧୧(ଡି.ଏନ.ଏ.)-ଗତ ଶିଶୁ ଦିବସ ଉତ୍ସବ ପାଳନ ବେଳେ ଭଦ୍ରକ ଜିଲା ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ତର୍ଗତ ତଳଦୁମୁକା ଉନ୍ନୀତ ଉପ୍ରା ବିଦ୍ୟାଳୟରେ ପିଲାଙ୍କୁ ମଧ୍ୟାହ୍ଣ ଭୋଜନ ଦିଆ ନ ଯାଇ କେବଳ ଚକୋଲେଟ ବଣ୍ଟା ଯାଇଥିଲା। କିନ୍ତୁ ଶିକ୍ଷାନୁଷ୍ଠାନ…

ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୦ା୧୧- ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରା ଜଜ୍‌ ପ୍ରଣତି ସାହା ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଶରତ ମଳିକଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବା ସହିତ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା ବିବରଣୀ…

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଲାଗି ରୋଷେଇ ହୋଇ ନ ଥିଲା। ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ୪ଟି…

ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ

ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍‌ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍‌ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଏହି ବାତ୍ୟାରେ ବ୍ଲକର…

ନକଲି ସାର୍ଟିଫିକେଟ୍‌ରେ ଶିକ୍ଷକତା

ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା କରିଆସୁଥିଲେ। ନିକଟରେ ଶିକ୍ଷା ବିଭାଗ ଦ୍ୱାରା ଧରାପଡ଼ିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?